ଖଲ୍ଲିକୋଟ ସହରରେ ଡକ୍ଟର ଏ.ପି.ଜେ. ଅବଦୁଲ୍ କାଲାମ୍ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଡକ୍ଟର ଏ.ପି.ଜେ. ଅବଦୁଲ୍ କାଲାମ୍ ଜନକଲ୍ୟାଣ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ରବିବାର ଖଲ୍ଲିକୋଟର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଖଲ୍ଲିକୋଟର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର!-->…
Read More...
Read More...