ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ତାଲା ପକାଇ ଚାଲିଗଲେ ସାର୍ : ରାତି ସାରା ସ୍କୁଲରେ ଅଟକ
କେନ୍ଦୁଝର : ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ସ୍କୁଲରେ ତାଲା ପକାଇ ଚାଲିଗଲେ ସାର୍ । ରାତି ସାରା ସ୍କୁଲରେ ଅଟକ ରହିଲେ ଛାତ୍ରୀ । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଅଞ୍ଜର ସରକାରୀ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି । ଛାତ୍ରୀ ଜଣଙ୍କ ଝରକା ଭାଙ୍ଗି ବାହାରକୁ ଯିବାକୁ ଚେଷ୍ଟା କରି ଆହତ!-->…
Read More...
Read More...