ଏଆଇ-ଚାଳିତ ଶିକ୍ଷା ଏବଂ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରୁଛି ଏସଓଏଆର

● ଏହି ଡିଜିଟାଲ୍ ଦୁନିଆରେ ଭବିଷ୍ୟତ ପାଇଁ ପ୍ରସ୍ତୁତ ଭାରତକୁ ସକ୍ଷମ କରିବା ପାଇଁ ସ୍କିଲିଂ ଫର୍ ଏଆଇ ରେଡିନେସ୍ (ଏସଓଏଆର) ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଲକ୍ଷ୍ୟ ରଖିଛି ।● ଏସଓଏଆର ଛାତ୍ରଛାତ୍ରୀମାନଙ୍କ ପାଇଁ ୩ଟି ଟାରଗେଟ୍…
Read More...

ରାଜ୍ୟ ବାହାରକୁ ଫେରାର ବେଳେ ମାଡି ବସିଲା ପୋଲିସ, ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଫୁଲବାଣୀ ପକ୍ସୋ କୋର୍ଟରେ ହାଜର କରିଥିବା ଜଣାପଡିଛି । ସେଠାରେ ଜାମିନ ନାମାଞ୍ଜୁର ହେବାରୁ…
Read More...

ବାଙ୍କେଲ ଗ୍ରାମକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ସହ ସହାୟତା ଦାବୀ ନେଇ ଗ୍ରାମବାସୀ ତହସିଲଦାରଙ୍କ ଦ୍ୱାରସ୍ଥ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଳକୀ ପଞ୍ଚାୟତ ବାଙ୍କେଲ ଗ୍ରାମକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରି ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ବୁଧବାର ତହସିଲଦାର ଓ କୃଷି ବିଭାଗର ଦ୍ୱାରସ୍ଥ ହୋଇଛନ୍ତି । ଗ୍ରାମବାସୀଙ୍କ ଲିଖିତ ଅଭିଯୋଗ ମୁତାବକ…
Read More...

ଖପ୍ରାଖୋଲ ପୋଲିସର ସଚେତନ ଅଭିଯାନ : ନାବାଳକ ଓ ନାବାଳିକା ସହ ୧୧ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ପୋଲିସ ତାଙ୍କ ସଚେତନତା ଓ ଦୃଢ଼ ତଦନ୍ତ ଯୋଗୁଁ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି । ବୁଧବାର ହରିଶଙ୍କର ଛକ ନିକଟରେ ଅଭିଯାନ ଚଲାଇ ପିଙ୍କି ବସରୁ ୧୧ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ଉଦ୍ଧାର ହୋଇଥିବା ମଧ୍ୟରୁ କିଛି ନାବାଳକ ଓ…
Read More...

ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳଙ୍କ ବୈଠକ ଗୃହ ଠାରେ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ ସମାରୋହ ଆୟୋଜିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ଉପସ୍ଥିତ ଥିଲେ । ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ…
Read More...

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ସମ୍ଭବ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ପଞ୍ଚଦିବସୀୟ 'ସମ୍ଭବ' ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅବସରରେ ଅନୁଷ୍ଠିତ ଉଦଘାଟନୀ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ…
Read More...

ଚନ୍ଦନଭାଟି ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର ସଦର, (କେପିଏନ୍‌ଏସ୍‌) : ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ମିର୍ଦ୍ଧାପାଲିରେ ଆଜି ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ ହେଇଯାଇଛି । ଏଥିରେ ଉଦ୍ଘାଟନୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ମୁଖ୍ୟ ଅତିଥି ଭାବରେ…
Read More...

ଧର୍ମପରାୟାଣା ମହିଳାଙ୍କ ପରଲୋକ

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ଝରେଇବାହାଲି ଗ୍ରାମର ପୂର୍ବତନ ଶିକ୍ଷକ ପୁରନ୍ଦର ପ୍ରଧାନଙ୍କ ସ୍ତ୍ରୀ ଯାଜ୍ଞସେନୀ ପ୍ରଧାନଙ୍କ ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଶ୍ରୀମତୀ ପ୍ରଧାନ କିଛି ଦିନ ହେଲା ଅସୁସ୍ଥ ଥିଲେ । ଗତ ଦୁଇଦିନ ତଳେ ହଠାତ୍…
Read More...

ଟିଟିଲାଗଡ଼ ଷ୍ଟେସନରେ ଭିଡ଼ ପରିଚାଳନା ବ୍ୟବସ୍ଥା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ଉତ୍ସବ ଋତୁ ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି, ପୂର୍ବତଟ ରେଳପଥର ସମ୍ବଲପୁର ମଣ୍ଡଳ ଯାତ୍ରୀମାନଙ୍କ ସୁରକ୍ଷା, ଆରାମ ଏବଂ ସୁବିଧା ସୁନିଶ୍ଚିତ କରିବା ପାଇଁ ଟିଟିଲାଗଡ଼ ରେଳ ଷ୍ଟେସନରେ ବ୍ୟାପକ ଭିଡ଼ ପରିଚାଳନା ବ୍ୟବସ୍ଥା…
Read More...

ଅକ୍ଟୋବର ୨୪ରୁ ୪୧ତମ ରାଜ୍ୟ ଦନ୍ତରୋଗ ସମ୍ମିଳନୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ଅକ୍ଟୋବର ୨୪ରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲର ସମ୍ମିଳନୀ କକ୍ଷରେ ୪୧ତମ ରାଜ୍ୟ ଦନ୍ତରୋଗ ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ଇଣ୍ଡିଏନ ଡେଣ୍ଟାଲ୍ ଏସୋସିଏସନ ବଲାଙ୍ଗିର ଶାଖା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ବଲାଙ୍ଗିରରେ…
Read More...