ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଭର୍ଚୁଆଲ୍ ଭାବରେ…

• ଏମ୍ସରେ ନୂତନ ଯକୃତ ପ୍ରତିରୋପଣ ସୁବିଧା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଅଙ୍ଗଦାନକୁ ଆନ୍ଦୋଳନରେ ପରିଣତ କରିବାର ଏକ ମହାନ ଉଦ୍ଦେଶ୍ୟ ସହିତ ସମ୍ପୂର୍ଣ୍ଣ ସମନ୍ବିତ: ଶ୍ରୀ ନଡ୍ଡା• ଅତ୍ୟାଧୁନିକ ରୋବୋଟିକ୍ ସର୍ଜରୀ ସୁବିଧା ଆରମ୍ଭ କରିବାରେ ଏମ୍ସ ଭୁବନେଶ୍ୱର ଓଡ଼ିଶା ସମେତ ପୂର୍ବଭାରତରେ
Read More...

ବାଙ୍କେଲ ସମଲେଶ୍ଵରୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ଗ୍ରାମ ସଦର ମହକୁମାଠାରେ ଥିବା ସମଲେଶ୍ଵରୀ ଶିଶୁ ମନ୍ଦିରର ୨୫-୨୬ ଶିକ୍ଷା ବର୍ଷ ପାଇଁ ୧୩ତମ ବାର୍ଷିକ ଉତ୍ସବ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାଙ୍କେଲ ଶିଶୁ ମନ୍ଦିରର ପ୍ରଧାନଆଚାର୍ଯ୍ୟ
Read More...

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ବୈଠକ ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଯୋଗଦାନ କରି
Read More...

୨୭ରୁ ସରସ ସ୍ୱଦେଶୀ ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ପ୍ରଶାସନ ଏବଂ ଓଡିଶା ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନରେ ଥିବା ଓରମାସର ମିଳିତ ଆନୁକୂଲ୍ୟରେ ଚଳିତ ମାସ ୨୭ରୁ ସରସ ସ୍ୱଦେଶୀ ମେଳା ଆରମ୍ଭ ହେବ । ଏହା ମାର୍ଚ୍ଚ ୯ ତାରିଖ ଯାଏ ଚାଲିବ । ସୁନ୍ଦରଗଡ ଜିଲ୍ଲାପାଳ ଡାକ୍ତର
Read More...

ଘୁନସର ବୈଷ୍ଣବୀ ଦେବୀଙ୍କ ପୀଠରେ ଚବିଶ ପ୍ରହର ନାମଯଜ୍ଞ

ସଇଁତଲା, (ଖୁସିରାଣୀ ସାହୁ) : ସଇଁତଲା ବ୍ଲକ ଅଧୀନ ଘୁନସର ମହାଲିଙ୍ଗ ପଡାରେ ବୈଷ୍ଣବୀ ଦେବୀଙ୍କ ପୀଠରେ ଆଜି ପବିତ୍ର ଓଁ ଶ୍ରୀ ଶ୍ରୀ ଶନିଶ୍ଚର ନବଗ୍ରହ ଶାନ୍ତି ଉପଲକ୍ଷେ ଚବିଶ ପ୍ରହର ଅଖଣ୍ଡ ନାମଯଜ୍ଞ ଆରମ୍ଭ ହୋଇଛି । ଏହି ପୀଠରେ ଭକ୍ତମାନଙ୍କ ଭିଡ଼ ଦେଖିବାକୁ ମିଳୁଛି । ହୀରା ମହାଲିଙ୍ଗଙ୍କ
Read More...

ବାଙ୍କୀ ଠାକୁରାଣୀଙ୍କ ପୀଠରେ ସ୍ୱରଚିତ ଭକ୍ତି ଗୀତିକବିତା ଆସର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଷୋଡ଼ଶ ଶତାବ୍ଦୀରେ ମହାନଦୀର ପ୍ରବଳ ବନ୍ୟା ସମୟରେ ବାଙ୍କୀରୁ ପଥର ଡଙ୍ଗାରେ ଆସି ପୁରୀ ଜିଲ୍ଲାରେ ପ୍ରବାହିତ ଦୟାନଦୀର ଧାର ଲୁଣାନଦୀ ତୀରବର୍ତ୍ତୀ ଡେଲାଙ୍ଗ ବ୍ଲକର ଡାକପଡା ଗ୍ରାମରେ ଆବିର୍ଭୁତା ହୋଇଥିବା " ମା' ବାଙ୍କୀ ଠାକୁରାଣୀ ମଣ୍ଡପରେ "
Read More...

ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ପରି ଚଳିତ ବର୍ଷର ନିର୍ଦ୍ଧିଷ୍ଟ ଦିନ ମହାଶିବରାତ୍ରି ଜାଗର ଉତ୍ସବ ଉପଲକ୍ଷେ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓଡିଶା ସରକାରଙ୍କ ସୌଜନ୍ୟତାରେ ଅନନ୍ତ ଗୋପାଳ ଗୁରୁ ଦାସ ପାଲା ସମିତି ଆନୁକୂଲ୍ୟରେ ଜିରା କନ୍ଦିର ଗ୍ରାମବାସିଙ୍କ
Read More...

ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ 

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ୟାମସୁନ୍ଦର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି
Read More...

ଲିଟିଲ୍ ଫ୍ଲାୱାର୍ ପବ୍ଲିକ ସ୍କୁଲର ପ୍ରତିଷ୍ଠା ଦିବସରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଜିଲ୍ଲା ଲଛିପୁରଠାରେ ଥିବା ଲିଟିଲ୍ ଫ୍ଲାୱାର୍ ପବ୍ଲିକ ସ୍କୁଲର ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଉତ୍ସବରେ ସ୍କୁଲର ମ୍ୟାନେଜିଙ୍ଗ ଡାଇରେକ୍ଟର ପୀତବାସ ଦେବତା ଓ ଆସିଷ୍ଟାଣ୍ଟ ମ୍ୟାନେଜିଙ୍ଗ ଡାଇରେକ୍ଟର ଦୀପକ କୁମାର ମେହେରଙ୍କ
Read More...

ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ଶ୍ରୀ ଜଗନ୍ନାଥ ମନ୍ଦିର ରଥଖଳା ଠାରେ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମଙ୍ଗଳ ସିଂ ମଙ୍ଗରାଜ ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟଅତିଥି ଭାବେ ସ୍ୱାମୀ ବାସୁଦେବାନନ୍ଦ ସରସ୍ଵତୀ, ସମ୍ମାନିତ ଅତିଥି ଭାବେ ମାତା
Read More...