ଓଡିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ତରଫରୁ ୧୦ ଦଫା ଦାବୀ ନେଇ ସମୂହ ଛୁଟି ଓ ଧାରଣା
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲାଙ୍କ ମୂଳ ଦରମା ଲେବୁଲ ୯ କରିବା ଦାବୀକୁ ନେଇ ସୋମବାରଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମୂହ ଛୁଟି ଘୋଷଣା କରି ବାଲିଗୁଡା!-->…
Read More...
Read More...