ଲୋଇସିଂହା ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ସ୍ତରୀୟ ଵିଜ୍ଞାନ ସେମିନାର ଆଦିବାସୀ ହରିଜନ ଉଚ୍ଚବିଦ୍ୟାଳୟ କେଉଁଟିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟ ପାଣି ଉଡୁ, ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା!-->…
Read More...
Read More...