ଭୁତିଆରବାହାଲରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ
ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ବଡ଼ପଡା ଉତ୍କଳମଣି ଯୁବକ ସଂଘ ପରିସରରେ ୩୩ତମ ସାର୍ବଜନୀନ ଦୁର୍ଗାପୂଜା ପାଇଁ ରବିବାର ସନ୍ଧ୍ୟା ୭ଟା ସମୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଭବାନୀଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ!-->…
Read More...
Read More...