ବିଶ୍ୱ ଆଦିବାସୀ ଦିବସ ପାଳନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଇଚ୍ଛାପଡା ସ୍ଥିତ ଶବରୀ ନାରାୟଣ ମନ୍ଦିର ଧର୍ମଶାଳା ପରିସରରେ ଆଦିବାସୀ ଅଧିକାର ମହାସଂଘ ଆନୁକୁଲ୍ୟରେ ସଭାପତି ମୟ ପ୍ରଧାନୀଙ୍କ ସଭାପତିତ୍ୱରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରଣଜିତ ବେହେରା, ସମ୍ମାନିତ ଅତିଥି ଚମାର ସିଂ!-->…
Read More...
Read More...