ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କଲେ ଗଞ୍ଜାମ ଜିଲ୍ଲାପାଳ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ବ୍ରହ୍ମପୁର ମହାନଗରର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର ପରିଦର୍ଶନ କରିଛନ୍ତି । ଓ.ପି.ଟି.ସି.ଏଲ୍. ଆସ୍କାରୋଡ଼ ଠାରେ ପ୍ରସ୍ତାବିତ ଅସ୍ଥାୟୀ ବସଷ୍ଟାଣ୍ଡ, ବ୍ରହ୍ମପୁର କର୍ପୋରେସନ ରୋଡର ଗଞ୍ଜାମ!-->…
Read More...
Read More...