ୟୁନାଇଟେଡ଼ କଣ୍ଟ୍ରାକ୍ଟର ଆସୋସିଏସନର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁନାଇଟେଡ଼ କଣ୍ଟ୍ରାକ୍ଟର ଆସୋସିଏସନ୍ ରାଉରକେଲା ଟାଉନସିପ୍ ଶାଖାର ଏକ ବୈଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ସେକ୍ଟର ୪ ସ୍ଥିତ କମ୍ୟୁନିଟି ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଆସୋସିଏସନର ସଭାପତି ଆଇନଜୀବୀ ଅଭିଷେକ ସିଂଙ୍କ ସଭାପତିତ୍ୱ ଓ ସାଧାରଣ
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ୫୯ତମ ପ୍ରତିଷ୍ଠା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୫୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା । ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲୋକନାଥ ଭୋଇଙ୍କ ଦ୍ଵାରା ବିଦ୍ୟାଳୟର ପତାକା ଉତ୍ତୋଳିତ ହେଲା ପରେ ସମସ୍ତ ଛାତ୍ରୀ ଓ
Read More...

ସ୍ୱାଧୀନତା ଦିବସ ଫୁଟବଲ କପ ଚମ୍ପିୟାନସିପ : ଟି.କେ.ପି ଟିମ ବିଜୟୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି । ତୃତୀୟ ଦିନର ଏହି ଉତ୍ସବରେ ସ୍ଥାନୀୟ
Read More...

ଶ୍ରାବଣ ଶେଷ ସୋମବାର : ଜଳାଭିଷେକ ପାଇଁ ଜଳେଶ୍ୱର ପୀଠରେ ହଜାର ହଜାର କାଉଡ଼ିଆଙ୍କ ଭିଡ଼

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଶ୍ରାବଣ ମାସର ଶେଷ ସୋମବାର, ଏହି ଅବସରରେ ସକାଳୁ ସକାଳୁ ସମସ୍ତ ଶିବ ମନ୍ଦିର ସମେତ ଅନ୍ୟାନ୍ୟ ମନ୍ଦିର ଗୁଡିକରେ ଭକ୍ତମାନଙ୍କର ପ୍ରବଳ ଭିଡ ଜମିଥିବାରୁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ । ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି
Read More...

ମୁଖ୍ୟମନ୍ତ୍ରୀଙ୍କୁ ଓଷ୍ଟା ସଙ୍ଘ ପକ୍ଷରୁ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ

ଦାବି ପୂରଣ ନହେଲେ ଅଗଷ୍ଟ ୧୬ରୁ ଆନ୍ଦୋଳନର ଚେତାବନୀ ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ଓଷ୍ଟା ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଓଷ୍ଟା ସଙ୍ଘ ପକ୍ଷରୁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ,
Read More...

ରୋଟାରୀ ଲିଡରସିପ ଇନଷ୍ଟିଚ୍ୟୁଟର ଦ୍ୱିଦିବସୀୟ ତାଲିମ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ତରଫରୁ ରୋଟାରୀ ଲିଡରସିପ ଇନଷ୍ଟିଚ୍ୟୁଟ (ଆରଏଲଆଇ) ର ଦ୍ୱିଦିବସୀୟ ବିଭାଗ ୧ ଓ ବିଭାଗ ୨ ଗ୍ରାଜୁଏସନ କୋର୍ସ୍ ତାଲିମ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବ୍ରାହ୍ମଣୀ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି । ଆରଏଲଆଇ ର ଡିଭିଜିନାଲ
Read More...

ଏକତ୍ରର ଦ୍ୱିଦିବସୀୟ ଏକକ ଅଭିନୟ ଉତ୍ସବ ସମ୍ପନ୍ନ ନାଟକ ସମାଜର ଦର୍ପଣ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ୨୬ଟି ନାଟ୍ୟ ଅନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ଦ୍ୱିଦିବସୀୟ ଏକକ ଅଭିନୟ ଉତ୍ସବ ସ୍ଥାନୀୟ ସିଭିକ ସେଣ୍ଟରଠାରେ ସମ୍ପନ୍ନ ହୋଇଯାଇଛି । ପ୍ରଥମ ଦିନରେ ୩୦ ବର୍ଷରୁ କମ ବୟସ୍କ ଅଭିନେତା ଅଭିନେତ୍ରୀ କୋଏଲ, ଶଙ୍ଖ, ସରସ୍ଵତୀ ଭାବେ ୩ ଭାଗରେ
Read More...

ବସୁଧୈବ କୁଟୁମ୍ବକମର ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ବାସନ୍ତି କଲୋନୀ ସ୍ଥିତ ସରକାରୀ ହାଇସ୍କୁଲ ଠାରେ ଅନୁଷ୍ଠାନର ସଭାପତି ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ
Read More...

ସ୍କୁଲ ଗେଟ୍ ସମ୍ମୁଖରେ ବ୍ୟାଗ୍ ଏବଂ ସାଇକେଲ ରଖି ଛାତ୍ରୀଙ୍କ ପ୍ରତିବାଦ

ଭୁବନେଶ୍ୱର : ରାସ୍ତା ଉପରେ ଛାତ୍ରୀଙ୍କ ଆନ୍ଦୋଳନ । ଭୁବନେଶ୍ୱର ୟୁନିଟ୍ ୧ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ବିକ୍ଷୋଭ । ସ୍କୁଲ ଗେଟ୍ ଆଗରେ ବ୍ୟାଗ୍ ଏବଂ ସାଇକେଲ ରଖି ପ୍ରତିବାଦ କରିଛନ୍ତି ଛାତ୍ରୀ । ପ୍ରଧାନ ଶିକ୍ଷକଙ୍କ ଗିରଫଦାରୀକୁ ବିରୋଧ କରି ପ୍ରତିବାଦ କରିଛନ୍ତି । ମିଛ କେସ୍‌ରେ
Read More...

କେନ୍ଦ୍ରାପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ : ୨ ଜଣ ଗୁରୁତର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ ଅମେଇପାଳ ପଞ୍ଚାୟତ ମହାନଙ୍ଗଳା ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଗଣ୍ଡଗୋଳ ଘଟି ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଗାଁର ନରେଶ ନାୟକ ଓ ଅନ୍ୟ କିଛି ଯୁବକଙ୍କ ମଧ୍ୟରେ କୌଣସି କଥାକୁ ନେଇ
Read More...