ଭାବନଗର-ଆଯୋଧ୍ୟା ସାପ୍ତାହିକ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

• ଭାବନଗର- ଆଯୋଧ୍ୟା ଏକ୍ସପ୍ରେସ ସଂସ୍କୃତି ଏବଂ ବିଶ୍ୱାସକୁ ଏକତ୍ର କରିବ: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ• ଆଧୁନିକୀକରଣ ସହିତ, ଦେଶର ଲୋକମାନେ ସମୟୋଚିତ ଏବଂ ଉନ୍ନତ ରେଳ ସେବା ଦ୍ୱାରା ଲାଭାନ୍ୱିତ ହେଉଛନ୍ତି: ଡକ୍ଟର ମନସୁଖ ମାଣ୍ଡଭୀୟ• ଭାବନଗର-ଆଯୋଧ୍ୟା ସାପ୍ତାହିକ ଟ୍ରେନ
Read More...

ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକୁ ଦୋହରାଇ ସ୍ୱଦେଶୀ ସାମଗ୍ରୀ ବ୍ୟବହାର ପାଇଁ ଲୋକମାନଙ୍କୁ କଲେ ନିବେଦନ କଲେ କୃଷିମନ୍ତ୍ରୀ

ସ୍ୱଦେଶୀ ଉତ୍ପାଦ କିଣିବା ଦ୍ୱାରା ଉତ୍ପାଦକଙ୍କ ଆୟ ବୃଦ୍ଧି ପାଇବ, ଯାହା ଅର୍ଥନୀତିକୁ ସୁଦୃଢ଼ କରିବ : ଶିବରାଜ ସିଂହ ଚୌହାନ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ପୁଣି ଥରେ ପ୍ରଧାନମନ୍ତ୍ରୀଙ୍କ
Read More...

ରୋଟାରୀ କ୍ଲବ ଫୁଲବାଣୀର ୪୫ତମ ଅଧିଷ୍ଠାନ ଉତ୍ସବ ପାଳିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ରୋଟାରୀ କ୍ଲବର ୪୫ତମ ଅଧିଷ୍ଠାନ ଉତ୍ସବ ସେନାପତି ରିସିଡେନସି ଠାରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଆଇଏସ ଅଫିସର (ଡି.ଜ.ଇ ଆର.ଆଇ) ରୋଟାରିଆନ ଅନିଲ କୁମାର ସାମଲ ଯୋଗ
Read More...

କନ୍ଧମାଳ ଜିଲ୍ଲା ରାଜସ୍ୱ ଅମଲା ସଂଘ ତରଫରୁ ଆନ୍ଦୋଳନ ଚେତାବନୀ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ରାଜସ୍ୱ ଅମଲା ସଂଘର ସାଧାରଣ ପରିଷଦ ବୈଠକ ସଭାପତି ଗଣେଶ ନାଏକ ଓ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଅଦ୍ୟାବଧି ସୁଦ୍ଧା ସରକାର ୯ ଦଫା ନ୍ୟାର୍ଯ୍ୟ ଦାବି ପୂରଣ କରୁନଥିବାରୁ ଚଳିତ ମାସ ୧୧
Read More...

କପସିଲାଠାରେ କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ

ବଡଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : କପସିଲା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ ବଡଙ୍ଗୋମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କପସିଲା ସିଆରସିସି ସୁଧାଂଶୁ ପୁଟା ତାଲିମ କାର୍ଯ୍ୟକ୍ରମ ପରିଚାଳନା ଓ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ
Read More...

ଜାତୀୟ ଅଙ୍ଗଦାନ ଦିବସରେ ଶରୀର ଦାନ କଲେ ଦମ୍ପତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜାତୀୟ ଅଙ୍ଗଦାନ ଦିବସ । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଲଛିପୁର ନିବାସୀ ଉଚ୍ଚ ଶିକ୍ଷିତ ସମାଜସେବୀ ପବିତ୍ର ନାରାୟଣ ନେପାକ ଏବଂ ତାଙ୍କ ଧର୍ମପତ୍ନୀ ଶିକ୍ଷୟତ୍ରୀ ଶୋଭନା ମହାପାତ୍ର ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ୍‌କୁ ଆସି
Read More...

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଆଞ୍ଚଳିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ କମ୍ୟୁନିଷ୍ଟ ପାର୍ଟି ରାଉରକେଲା ଆଞ୍ଚଳିକ କମିଟିର ସମ୍ମିଳନୀ ହରିବନ୍ଧୁ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଇସ୍ପାତ କାରଖାନାରେ ଖାଲି ପଡ଼ିଥିବା ପଦବୀ ପୁରଣ, ରାଉରକେଲା ମ୍ୟୁନିସିପାଲିଟି କର୍ପୋରେସନରେ ହୋଇଥିବା ଦୁର୍ନୀତିରେ ତଦନ୍ତ,
Read More...

ଗୃହ ନିର୍ମାଣ ଓ ନଗର ଉନ୍ନୟନଙ୍କ ଦ୍ୱାରା ହିତାଧିକାରୀଙ୍କୁ ଆବାସ ଯୋଜନା କାର୍ଯ୍ୟାଦେଶ : ଜଙ୍ଗଲ ଜମି ପଟ୍ଟା ଓ ଭୂମିହୀନ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦା ପୌରପାଳିକା ତରଫରୁ ପୌର ପାଳିକା ଅତିଥି ଭବନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହ ଯୋଜନା (ସହରୀ) -୨.୦ କାର୍ଯ୍ୟାଦେଶ, ଜଙ୍ଗଲ ଜମି ପଟ୍ଟା ଓ ଭୂମିହୀନ ପଟ୍ଟା ବଣ୍ଟନ ସମ୍ଭନ୍ଧୀୟ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବାରିପଦା ପୌରପାଳିକା
Read More...

ଜଙ୍ଗଲ ରାସ୍ତାକଡ଼ରୁ ମିଳିଲା ମହିଳାଙ୍କ ମୃତଦେହ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ଡିମିରିମୁଣ୍ଡା ଛକରୁ ଡିମୁରିମୁଣ୍ଡା ଗାଁକୁ ଯିବା ନିଛାଟିଆ ଜଙ୍ଗଲ ରାସ୍ତା କଡ଼ରୁ ପୋଲିସ ରବିବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି । ମୃତ ମହିଳା ଜଣକ ହେଲେ ଡିମିରିମୁଣ୍ଡା ଗ୍ରାମର ବନିତା ମହାକୁଳ । ମହିଳା ଜଣକ ପରିବା
Read More...

ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର
Read More...