ଭାରତୀୟ ରେଳବାଇର ସ୍ପଷ୍ଟିକରଣ : ନବ ଗଠିତ ଦକ୍ଷିଣ ତଟ ଜୋନରେ ଷ୍ଟେସନର ସାମିଲକୁ ନେଇ ଚିନ୍ତା ପ୍ରକଟ କରିବାର କୌଣସି…

ପ୍ରଭାବିତ ହେବନାହିଁ ପୂର୍ବତଟ ରେଳବାଇର ରାଜସ୍ବ ଆୟପୂର୍ବଭଳି ଜାରି ରହିବ ରେଳସେବାପୂର୍ବତଟ ରେଳବାଇର ବିକାଶ ପ୍ରତି ଭାରତୀୟ ରେଳବାଇ ପ୍ରତିବଦ୍ଧ ଭୁବନେଶ୍ୱର, (ପିଆଇବି) : ନବ ଗଠିତ ଦକ୍ଷିଣ ତଟ ଜୋନରେ କେତେକ ଷ୍ଟେସନ ସାମିଲ ନେଇ ଯେଉଁ ଚିନ୍ତା ପ୍ରକଟ କରାଯାଉଛି ଭାରତୀୟ ରେଳବାଇ ଆଜି
Read More...

ଜନଗଣନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ହରଡଖୋଲ ଠାରେ ଜନଗଣନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଗଣନା ଅଧିକାରୀ ବିକ୍ରମ କୁମାର ନନ୍ଦଙ୍କ ଦ୍ଵାରା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏଡିଏମ୍ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ
Read More...

ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ସ୍ଥାନୀୟ ପିଏମଶ୍ରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ଭେଲା ଠାରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ବିଇଓ ନମିତା ରାଣୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ
Read More...

ବଲାଙ୍ଗିରରେ ନୀତି, ଅନୀତି ଓ ରାଜନୀତିକୁ ନେଇ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ସାମ୍ବାଦିକ ସଂଘ ବଲାଙ୍ଗିର ଜିଲ୍ଲା ଶାଖା ତରଫରୁ ନୀତି, ଅନୀତି ଓ ରାଜନୀତି ଶୀର୍ଷକ ଆଲୋଚନା ଚକ୍ର ଜିଲ୍ଲା ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି । ଆଲୋଚନା
Read More...

ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ନାମରେ ଖ୍ୟାତ ଥିବା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁର ଠାରେ ଅବସ୍ଥିତ ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ଶନିବାର ସାନ୍ଧ୍ୟ ରଜନୀରେ
Read More...

ମାଆ ଏକ ମନ୍ଦିରର ଅଡିସନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାମାଜିକ ଅନୁଷ୍ଠାନ ଉପହାର ତରଫରୁ ଆୟୋଜିତ ଶୁଭମ୍ ସିନେ ପ୍ରଡକ୍ସନ ଦ୍ଵାରା ପ୍ରସ୍ତୁତ ଓଡ଼ିଆ ସିନେମା "ମାଆ ଏକ ମନ୍ଦିର"ର ଅଡିସନ ସେକ୍ଟର ୨୦ ସ୍ଥିତ କଳିଙ୍ଗ କଳା ପରିଷଦ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅଡିସନ୍‌ରେ ଓଡ଼ିଆ, ହିନ୍ଦୀ,
Read More...

ଧାମରା ସାହିତ୍ୟ ସଂସଦର ବସନ୍ତ କାବ୍ୟ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡସ୍ଥିତ ଧାମରା ସଂଘ ପରିସରରେ ଧାମରା ସାହିତ୍ୟ ସଂସଦର ବସନ୍ତ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଶାନ୍ତ କୁମାର ବେହେରାଙ୍କ ସଭାପତିତ୍ୱ ଓ ସାଂସ୍କୃତିକ ସଂପାଦକ ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି ଆସରରେ ବରେଣ୍ୟ ବକ୍ତା
Read More...

ଆପୋଲୋ ହସ୍ପିଟାଲରେ ଜାତୀୟ ସ୍ତରୀୟ ଶଲ୍ୟ ଚିକିତ୍ସା ସମ୍ମିଳନୀ

ରାଉରକେଲା, (କେପିଏନ୍‌ଏସ୍‌) : ସେକ୍ଟର ୧୯, ଓଡିଶା - ଭାରତୀୟ ସର୍ଜନସ୍ ଆସୋସିଏସନ୍ (ଏଏସଆଇ), ରାଉରକେଲା ଚାପ୍ଟର, ୪ ଏବଂ ୫ ମାର୍ଚ୍ଚ ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା ଏକ ପ୍ରତିଷ୍ଠିତ ଜାତୀୟ ସ୍ତରୀୟ ସମ୍ମିଳନୀ "ଏଡବ୍ଲୁଆର୍‌ ବିପ୍ଳବ: ମରାମତି ଏବଂ ବିଅଣ୍ଡ ୨୦୨୬" ଆୟୋଜନ କରିଥିଲା ।
Read More...

ଛତ୍ରପୁର ରୋଟାରୀ କ୍ଲବ ତରଫରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅପ୍ରିଲ ୭ ତାରିଖରେ ବିଶ୍ୱସ୍ୱାସ୍ଥ୍ୟ ଦିବସ ତଥା ଅପ୍ରିଲ ୧୦ ତାରିଖରେ ହୋମିଓପ୍ୟାଥିକ ଦିବସ ସର୍ବତ୍ର ପାଳନ କରାଯାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରବଳ ଗ୍ରୀଷ୍ମପ୍ରବାହ, ଅଂଶୁଘାତ ମୁକାବିଲା ସମୟରେ ଅଣସଂକ୍ରମିତ ରୋଗରୁ କିପରି ସମସ୍ତେ
Read More...

ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଚଞ୍ଚରାପଡା ଠାରେ, ଜୟପାଟଣା ଏକ୍ସ କ୍ୟାଡର ଶିକ୍ଷକ ସଙ୍ଘ ତରଫରୁ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସଙ୍ଘ ସଭାପତି ଅନିଲ କୁମାର ପଟ୍ଟନାଏକଙ୍କ ଆବାହକତ୍ୱରେ ବହୁସଂଖ୍ୟାରେ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯୋଗଦେଇଥିଲେ ।
Read More...