ଚାଷୀଙ୍କ ଫସଲ ବୀମା କରୁଥିବା ବେସରକାରୀ ବୀମା କମ୍ପାନୀର ଶୋଷଣ ବିରୁଦ୍ଧରେ କଂଗ୍ରେସର ଆନ୍ଦୋଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବରୁ ସରକାରୀ କୃଷି ବୀମା ସରକାରୀ ବୀମା କମ୍ପାନୀମାନଙ୍କ ଅଧିନସ୍ଥ ଥିବା ବେଳେ ଭାଜପା ସରକାର ରିଲାଏନ୍ସ ପ୍ରୀତି ପାଇଁ ଏହାକୁ ରିଲାଏନ୍ସ ବୀମା କମ୍ପାନୀର ବୀମାଭୁକ୍ତ କରାଇଛନ୍ତି । ଏହି କମ୍ପାନୀ ଶୋଷଣ କରି କୋଟି କୋଟି ଟଙ୍କା ପ୍ରିମିୟମ
Read More...

ସେକ୍ଟର ୧୯ ଥାନାରେ ଆମ ପୋଲିସର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୧୯ ଥାନାରେ ଆମ ପୁଲିସର ବୈଠକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆମ ପୁଲିସର ଆବାହକ ଡ଼ଃ ସୁମନ ଦତ୍ତଙ୍କ ଆବାହକତ୍ଵ ଓ ଥାନା ପ୍ରଭାରୀ ରଞ୍ଜନ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆମ ପୁଲିସର
Read More...

ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅନ୍ତର୍ଗତ ସର୍ଗିବାହାଲ ସରସ୍ଵତୀ ଶିଶୁ ମନ୍ଦିରଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସର୍ଗିବାହାଲ ଆଦିବାସୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସୁଶ୍ରୀ ନିହାରୀକା ଦଳପତି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ସମ୍ବଲପୁରୀ ଗଣବେଶ କରିବା ପାଇଁ ବୋଡ଼ାସମ୍ବର ମେହେର ଯୁବାମଞ୍ଚର ଦାବିପତ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁରୀ ବସ୍ତ୍ର ହେଉଛି ପଶ୍ଚିମ ଓଡ଼ିଶାର ଅସ୍ମିତାର ପରିଚୟ । ଭୁଲିଆ ସମାଜର ବୁଣାକାରମାନେ ଦିନ ରାତି କଠିନ ପରିଶ୍ରମ କରି ସମ୍ବଲପୁରୀ ବସ୍ତ୍ର ତିଆରି କରିଥାନ୍ତି । ପଶ୍ଚିମ ଓଡ଼ିଶାର ପ୍ରାୟ ସମସ୍ତ ଅଞ୍ଚଳରେ ଏହାର ବିକ୍ରି ମଧ୍ୟ ଭୁଲିଆ ସମାଜର
Read More...

ପ୍ରିୟ ଶିକ୍ଷକ ସୁରେନ୍ଦ୍ର ନାଥ ସେଠୀଙ୍କ ସେବାନିବୃତ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ନୋଡାଲ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ହିନ୍ଦୀ ଶିକ୍ଷକ ସୁରେନ୍ଦ୍ର ନାଥ ସେଠୀଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଫେରାର୍ ଦୁର୍ଦ୍ଧାନ୍ତ ଅପରାଧୀ ସୁନୀଲ ନାହାକଙ୍କୁ ଏନକାଉଣ୍ଟର ପୋଲିସର ସଫଳତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ପୋଲିସ ଜିଲ୍ଲା ଅର୍ନ୍ତଗତ ଗୋଳନ୍ଥରା ଥାନା ପକ୍ଷରୁ ଜଣେ ଦୁର୍ଦ୍ଧାନ୍ତ ଅପରାଧୀଙ୍କୁ ଗତାକାଲି ଏନକାଉଣ୍ଟର କରାଯାଇଛି । ଏନକାଉଣ୍ଟରରେ ସୁନୀଲର ଲେଫ୍ଟ ଗୋଡ଼କୁ ଗୁଳି ବାଜିଥିବା ସୂଚନା ରହିଛି । ପୋଲିସ ଏନକାଉଣ୍ଟରେ ଦୁର୍ଦ୍ଧାନ୍ତ
Read More...

ଶେରଗଡ ଗୁଳିକାଣ୍ଡ ଘଟଣାର ପର୍ଦ୍ଦାଫାସ : ୬ ଜଣ ଅଭିଯୁକ୍ତଙ୍କ ସହ ୬ଟି ବନ୍ଧୁକ ଓ ଜୀବନ୍ତ ଗୁଳି ଜବତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶେରଗଡ ଗୁଳିକାଣ୍ଡ ଘଟଣାର ପର୍ଦ୍ଦାଫାସ ୬ ଜଣ ଅଭିଯୁକ୍ତଙ୍କ ସହ ୬ଟି ବନ୍ଧୁକ ଓ ଜୀବନ୍ତ ଗୁଳି ଜବତ । ହତ୍ୟାକାଣ୍ଡ ପଛରେ ରହିଥିଲା ଲକ୍ଷାଧିକ ଟଙ୍କାର ସୁପାରି । ଗିରଫ ସଂଖ୍ୟା ବଢିବା ନେଇ ସମ୍ଭାବନା ବୋଲି ଜଣା ପଡ଼ିଛି । ରାଜନୈତିକ ଆକ୍ରୋଶ ଓ
Read More...

ଆଗଲପୁର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୟୁଏଏସ ବ୍ୟବସ୍ଥାକୁ ବିରୋଧ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସରକାରଙ୍କ ୟୁଏଏସ ନୀତି ପ୍ରତିବାଦରେ ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ଶୋଭାଯାତ୍ରାରେ ବାହାରି ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଗଲପୁର ବିଇଓ ଶ୍ୟାମ ମେହେରଙ୍କୁ ଦାବିପତ୍ର ପ୍ରଦାନ
Read More...

ଦୈନିକ ଜାତୀୟ ହିନ୍ଦୀ ଭାଷା ପତ୍ରିକା ସନମାର୍ଗର ଉଦୟ ସମ୍ମାନ ଉତ୍ସବ-୨୦୨୫ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦୈନିକ ହିନ୍ଦୀ ଭାଷା ପତ୍ରିକା ସନମାର୍ଗର ଉଦୟ ସମ୍ମାନ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ସାଂସ୍କୃତିକ ଭରା କାର୍ଯ୍ୟକ୍ରମ ମଧ୍ୟରେ ରାଜଧାନୀ ଭୁବନେଶ୍ୱରର ହୋଟେଲ ସ୍ୱସ୍ତି ପ୍ରିମିୟମରେ ସମାହିତ ହୋଇଯାଇଛି । ବଣମଲ୍ଲି ଖୋଜି ବାହାର କରିବାରେ
Read More...

ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ସମ୍ବଲପୁରୀ ଦିନ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ହେଉଛି ସୋନପୁରର ବରପୁତ୍ର ତଥା କୋଶଲି ଭାଷା ସାହିତ୍ୟ ସଂସ୍କୃତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମଦିନ । ବିଶିଷ୍ଟ କବି, ଲେଖକ ତଥା ଭାଷାବିତ୍ ସମ୍ବଲପୁରୀ ଭାଷାକୁ ପରିଚୟ ଦେଇଥିବା ସେଇ ମହାନ ବ୍ୟକ୍ତିତ୍ୱଙ୍କ
Read More...