ମିଳୁନାହିଁ ଜଏନିଂ ଅର୍ଡର : ଡିଇଓଙ୍କ ଅଫିସ ସାମ୍ନାରେ ଆତ୍ମହତ୍ୟା ଧମକ ଦେଲେ ବିଇଓ
ବଲାଙ୍ଗିର, (କେପିଏନ୍ଏସ୍) : ଜଏନିଂ ଅର୍ଡର ମିଳିଲାନି ବୋଲି ବଲାଙ୍ଗିର ଡିଇଓ ଅଫିସକୁ ଆସି ଜଣେ ବିଇଓ ଆତ୍ମହତ୍ୟା ଧମକ ଦେଇଛନ୍ତି । ବିଇଓ ରଞ୍ଜିତ ଭୋଇ ତିନି ମାସ ହେଲା ବଦଳି ହୋଇ ଆସିଥିଲେ ମଧ୍ୟ କାର୍ଯ୍ୟରେ ଯୋଗଦେବାକୁ ବଲାଙ୍ଗିର ଡିଇଓ ତାଙ୍କୁ ନିର୍ଦ୍ଦେଶ ଦେଇନାହାନ୍ତି । ଦେବଗଡ଼!-->…
Read More...
Read More...