ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା : କନଷ୍ଟେବଲଙ୍କ ସମେତ ୨ ଗୁରୁତର

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାର ଚିଦାନନ୍ଦ ଆଶ୍ରମ ନିକଟରେ ଆଜି ସକାଳ ୯ ଟା ୩୦ ମିନିଟ ସମୟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଯାଇଛି । ଏଥିରେ ବୁଗୁଡା ଥାନା କନଷ୍ଟେବଲଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି । ସେମାନେ ହେଲେ ଖମାରେଡିର ଧ୍ରୁବ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଲୋଇସିଂହାରେ ଜ୍ଞାନ ବିଜ୍ଞାନ ମେଳା

ଲୋଇସିଂହା, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଶିଶୁ ବାଟିକା ବିଭାଗର ଏହି ବିଜ୍ଞାନ ମେଳାକୁ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ବଲାଙ୍ଗିର ଜିଲ୍ଲା ପ୍ରଚାରକ ଆଲୋକ ପଟେଲ ଉଦଘାଟନ କରିଥିଲେ । ଦ୍ୱିତୀୟ
Read More...

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଜଣେ ଶିକ୍ଷକଙ୍କୁ କ୍ରାଇମବ୍ରାଞ୍ଚ ଦ୍ୱାରା ଅଟକ

ମୁନିଗୁଡା, (ରମାକାନ୍ତ ପଡାଲ) : ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଶିକ୍ଷକ ବିଜୟ ମିଶ୍ରଙ୍କୁ ପୋଲିସ ଉଠାଇ ନେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି । କ୍ରାଇମବ୍ରାଞ୍ଚର ଏକ ମାମଲାରେ ତାଙ୍କୁ ପୋଲିସ ଉଠାଇ ନେଇଥିବା କୁହାଯାଉଛି । ଘଟଣାରୁ ପ୍ରକାଶ ଯେ, ଗତ ଦିନରେ ହେବାକୁ ଥିବା ଓଟିଇଟି
Read More...

୭୯ତମ ସ୍ୱାଧିନତା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ଓ ଆଲୋଚନ ବୈଠକ

ଜୟପାଟଣା, (ଶେଷଦେବ ବେହେରା) ଜୟପାଟଣା ଉମାଶଙ୍କର ହାଇସ୍କୁଲ୍ ପ୍ରାଙ୍ଗଣରେ ପ୍ରତି ବର୍ଷ ଭଳି ଏ ଥର ମଧ୍ୟ ଜାତୀୟ ଦିବସ ପାଳନ କମିଟି (ଏନଡିସିସି) ତରଫରୁ ୭୯ତମ ସ୍ୱାଧିନତା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ଓ ଆଲୋଚନ ବୈଠକ ଆୟୋଜିତ ହୋଇଥିଲା । ଏଥିରେ ଜୟପାଟଣା ତହସିଲଦାର ତଥା
Read More...

ତୁଷୁରା ସରକାରୀ ବାଳକ ୟୁପି ସ୍କୁଲରେ ଚଳିତ ଶିକ୍ଷାବର୍ଷର ଦ୍ୱିତୀୟ ପିଟିଏମ୍ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍.ଏ.ସିର ୫ ନମ୍ବର ୱାର୍ଡ ସ୍ଥିତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଦ୍ୱିତୀୟ ପିତା ମାତା ଅଭିଭାବକ ଶିକ୍ଷକ ସଂଘ ତଥା ବିଦ୍ୟାଳୟ ପରିଚାଳନା ସମିତିର ବୈଠକ ଅସ୍ଥାୟୀ ସଭାପତି ଟୁକୁମଣି
Read More...

ନୂତନ ଜାତୀୟ ରାଜପଥ ଦାବି କଲେ ବରଗଡ଼ ସାଂସଦ

ବରଗଡ, (ନିରୋଜ କୁମାର ପାଣୀ) : ଓଡ଼ିଶାରେ ନୂତନ ଜାତୀୟ ରାଜପଥର ଚୂଡ଼ାନ୍ତ ଅନୁମୋଦନ ଏବଂ ଘୋଷଣା ପାଇଁ ଅନୁରୋଧ କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବଲାଙ୍ଗିର-ପାଟଣାଗଡ଼-ହରିଶଙ୍କର-ପାଇକମାଳ-ନୂଆପଡ଼ା ନୂଆ ଜାତୀୟ ରାଜପଥ ପାଇଁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ପାଖରେ ସେ ଏହି ବଡ଼ ଦାବୀ
Read More...

ସମୀକ୍ଷା ବୈଠକରେ ଗର୍ଜିଲେ କାଉନସିଲର ଇଂ କୁନାଲ ପାଣିଗ୍ରାହୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦୀର୍ଘ ଦିନର ସମସ୍ୟାକୁ ନେଇ ସମୀକ୍ଷା ବୈଠଳରେ ଗର୍ଜିଲେ କାଉନସିଲର ଇଂ କୁନାଲ ପାଣିଗ୍ରାହୀ । ପଦ୍ମପୁର ଉପଖଣ୍ଡ ସଦର ମହକୁମା ବିଜ୍ଞାପିତ ଅଂଚଳ ପରିଷଦ ୨ ନମ୍ବର ୱାର୍ଡର ବିଭିନ୍ନ ସମସ୍ୟାକୁ ନେଇ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ
Read More...

ଡିଶା ଫାର୍ମାସି ଅଧିକାରୀ ସେବା ସଙ୍ଘର ବଲାଙ୍ଗିର ଶାଖାର ସାଧାରଣ ସଭା ଓ ଦ୍ୱିବାର୍ଷିକ ନିର୍ବାଚନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରବିବାର ଦିନ ସିଡିଏମ ଏବଂ ପିଏଚଓ କାର୍ଯ୍ୟାଳୟର ଏନଏଚଏମ ହଲଠାରେ ଓଡିଶା ଫାର୍ମାସି ଅଧିକାରୀ ସେବା ସଙ୍ଘର ବଲାଙ୍ଗିର ଶାଖାର ସାଧାରଣ ସଭା ଏବଂ ଦ୍ୱିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଭାରେ ପୂର୍ବ କାର୍ଯ୍ୟନିର୍ବାହୀ କମିଟିକୁ ଭାଙ୍ଗି ନୂଆ
Read More...

୧୧୫ତମ ସାମୁହିକ ଜନ୍ମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ୧୧୫ତମ ସାମୁହିକ ଜନ୍ମ ଦିବସ ସେକ୍ଟର ୮ ସ୍ଥିତ ଆଶାର ଆଲୋକ ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନ୍ୱେଷାର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଆବାହକତ୍ଵ, ସଭାପତି କଳ୍ପନା ଶତପଥୀଙ୍କ ସଭାପତିତ୍ୱ ଓ ସମ୍ପାଦିକା
Read More...

ଭାରତ ବିକାଶ ପରିଷଦର ଶାଖା ସ୍ତରୀୟ କାର୍ଯ୍ୟଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ବିକାଶ ପରିଷଦ ରାଉରକେଲା ଶାଖା ତରଫରୁ କର୍ମକର୍ତ୍ତାଙ୍କ ଶାଖା ସ୍ତରୀୟ କାର୍ଯ୍ୟଶାଳା କୋଏଲନଗର ସ୍ଥିତ ମାରୁତି ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ଅଶୋକ କକ୍କଡଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦିକା ବନ୍ଦିତା ମାହାତୋଙ୍କ
Read More...