ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା : ଜାରି ହେଲା ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ
Read More...

ଗଛ ନ ଲଗାଇବା ଯୋଗୁ ୧୧ ଜଣ ବିଇଓଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମ ଚାଲିଥିବାବେଳେ ଜିଲ୍ଲାରେ ଥିବା ବିଭିନ୍ନ ସରକାରୀ ସ୍କୁଲରେ ପାଳନ କରୁ ନ ଥିବା
Read More...

ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ

ଭୁବନେଶ୍ୱର, (ପିଆଇବି) : ‘ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ’ ଉପଲକ୍ଷେ ଓଡ଼ିଶା ଡାକ ପରିମଣ୍ଡଳ ଦ୍ୱାରା ଆଜି ଏକ ସ୍ୱତନ୍ତ୍ର ଲଫାପା ଉନ୍ମୋଚିତ ହୋଇଛି । ଭୁବନେଶ୍ୱର ସ୍ଥିତ ଓଡ଼ିଶା ପରିମଣ୍ଡଳର ସିପିଏମଜି କାର୍ଯ୍ୟାଳୟ ପିଆରସି ହଲ୍ ରେ ଏହି ଉନ୍ମୋଚନ ସମାରୋହ ଆୟୋଜିତ ହୋଇଥିଲା । ଏଥିରେ ବରିଷ୍ଠ
Read More...

ଜାତୀୟ ଶିକ୍ଷା ନୀତି -୨୦୨୦ର ୫ ବର୍ଷ ପୂର୍ତ୍ତି ‘ବିକଶିତ ଭାରତ’ର ସ୍ୱପ୍ନକୁ ସାକାର କରିବା ଦିଗରେ ଜାତୀୟ ଶିକ୍ଷା ନୀତି…

• ଅଖିଳ ଭାରତୀୟ ଶିକ୍ଷା ସମାଗମ-୨୦୨୫ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ• ପ୍ରାୟ ୪,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଅନାବରଣ• ଯୋଗଦେଲେ ଶିକ୍ଷା ସମୁଦାୟର ପରିବାର, ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀ, ସ୍କୁଲ ଓ ଉଚ୍ଚ ଶିକ୍ଷା କ୍ଷେତ୍ରର ବ୍ୟକ୍ତିବିଶେଷ ଏବଂ
Read More...

ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଉଚ୍ଚଶିକ୍ଷା : ଭାରତର ଶିକ୍ଷାକ୍ଷେତ୍ରର ନୂଆ ପରିକଳ୍ପନା

ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ଶିକ୍ଷା ପାଇଁ ଏକ ନୂଆ ଦିଗନ୍ତ :ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦ ହେଉଛି ଭାରତର ଉଚ୍ଚଶିକ୍ଷା ପ୍ରେକ୍ଷାପଟ୍ଟକୁ ନୂଆ ରୂପ ଦେବାରେ ଏକ ନିର୍ଣ୍ଣାୟକ ମୁହୂର୍ତ୍ତ। ଶିକ୍ଷା ବ୍ୟବସ୍ଥାର ଏକ ବ୍ୟାପକ ପରିବର୍ତ୍ତନ ସୁନିଶ୍ଚିତ କରିବା ପାଇଁ, ଏନଇପି ୨୦୨୦
Read More...

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ‘ଜାତୀୟ ଶିକ୍ଷାନୀତି ୨୦୨୦’ର ପଞ୍ଚମ ବର୍ଷ ପୂର୍ତ୍ତି

ଭୁବନେଶ୍ୱର, (ପିଆଇବି) : ଶିକ୍ଷାକୁ କେବଳ ବହି କି ବିଦ୍ୟାଳୟରେ ସୀମିତ ନ ରଖି ବ୍ୟାପକ ଓ ବିସ୍ତୃତ କରିବା ପାଇଁ ‘ଜାତୀୟ ଶିକ୍ଷାନୀତି ୨୦୨୦’ରେ ଯେଉଁ ସବୁ ବ୍ୟବସ୍ଥା କରାଯାଇଛି । ତାହା ଶିକ୍ଷା କ୍ଷେତ୍ରରେ ଭାରତ ବର୍ଷକୁ ସମୃଦ୍ଧ ଓ ବିକଶିତ କରିବା ସହ ଅଗ୍ରସର କରାଇନେବ ବୋଲି ଆଜି ଆଞ୍ଚଳିକ
Read More...

ଅଗଷ୍ଟ ୩୧ରେ ବକଟି ଗ୍ରାମରେ ପରବାସୀ କୁଟୁମର ନୂଆଁଖାଇ ଭେଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାଁ ମାଟିରୁ ବାହାରେ ରହି ସାହିତ୍ୟ, ସଂସ୍କୃତି ଓ ପରମ୍ପରା ଦିଗରେ ସମର୍ପିତ ହୋଇ କାମକରୁଥିବା ପଶ୍ଚିମ ଓଡ଼ିଶାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପରବାସୀ କୁଟୁମ ଚଳିତ ବର୍ଷ ଆଗାମୀ ଅଗଷ୍ଟ ୩୧ତାରିଖ ବଲାଙ୍ଗିର ଜିଲ୍ଲା ସାଲେଭଟା ନିକଟସ୍ଥ ବକଟି
Read More...

ବାଲିଗୁଡାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସହକାରୀ କାର୍ଯ୍ୟନିର୍ବାହୀ ଜିଲ୍ଲା ପରିଷଦ ପ୍ରକଳ୍ପ ନିର୍ଦ୍ଦେଶକ ନରେନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ
Read More...

ଲଗାଣ ବର୍ଷାରେ ଭୁଶୁଡ଼ିଲା ଶ୍ରେଣୀ ଗୃହ : ବିପଦ ସଂକୁଳ ଶ୍ରେଣୀ ଗୃହରେ ଭବିଷ୍ୟତ ଗଢ଼ୁଛନ୍ତି ଦେଶର ଭବିଷ୍ୟତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଲଗାଣ ବର୍ଷାରେ ଭୁଶୁଡ଼ିଲା ସ୍କୁଲ୍ ଶ୍ରେଣୀ ଗୃହ । ଏବେ ବିପଦ ସଂକୁଳ ଅବସ୍ଥାରେ ଥିବା ଅତିରିକ୍ତ ଶ୍ରେଣୀ ଗୃହରେ ଭବିଷ୍ୟତ ଗଢୁଛନ୍ତି ଦେଶର ଭବିଷ୍ୟତ । ବାରମ୍ବାର ଅଭିଯୋଗ ପରେ ମଧ୍ୟ କର୍ଣ୍ଣପାତ କଲେନି ବିଭାଗୀୟ ଅଧିକାରୀ ଓ ପ୍ରଶାସନ ।
Read More...

ଗଜରାଜ ଆତଙ୍କ : ମୋତିପାଲିରେ ଘର ଭାଙ୍ଗିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ବରତୁଣ୍ଡା ପଞ୍ଚାୟତ ମୋତିପାଲି ଗାଁର ଜଣେ ବ୍ୟକ୍ତିର ଘରକୁ ହାତୀ ଭାଙ୍ଗି ଦେଇଥିବା ସୂଚନା ମିଳିଛି । ଗନ୍ଧମାର୍ଦ୍ଦନ ପର୍ବତକୁ ଲାଗି ରହିଥିବା ମୋତିପାଲିକୁ ଜଙ୍ଗଳରୁ ଭୋର ୩ଟାରେ ଏକ ବଣୁଆ ହାତୀ ଗାଁକୁ ପ୍ରବେଶ କରିଥିଲା
Read More...