ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ‘ଗାନ୍ଧୀଜୀଙ୍କ ଦୃଷ୍ଟିକୋଣରେ ନାରୀ’ ବିଷୟରେ ଆଲୋଚନାଚକ୍ର

ରାଷ୍ଟ୍ର ନିର୍ମାଣରେ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ପିଆଇବି ଏଡିଜି ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଂଚାର ବ୍ୟୁରୋ, (ସିବିସି) ପ୍ରାଦେଶିକ କାର୍ଯ୍ୟାଳୟ ଏବଂ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱରର…
Read More...

“ସେବା ପକ୍ଷ” ପାଳନ ଅବସରରେ ଡେଲାଙ୍ଗ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

୨୯ ୟୁନିଟ ରକ୍ତ ସଂଗ୍ରହ ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ୧୭ ସେପ୍ଟେମ୍ୱରରୁ ୨ ଅକ୍ଟୋବର, ୨୦୨୫ ପର୍ଯ୍ୟନ୍ତ "ସେବା ପକ୍ଷ" ପାଳନ ଓ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଅବସରରେ ପୁରୀ ଜିଲ୍ଲା ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ…
Read More...

ଐତିହାସିକ ସାଲେଭଟା ମା’ ପାଟଣେଶ୍ୱରୀ ପୀଠରେ ଦଶହରା ପୂଜାରେ ଲାଗିଲା ନୂତନ ଘଣ୍ଟି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସାଲେଭଟା ମା’ ପାଟଣେଶ୍ୱରୀ ଐତିହ୍ୟ ପୂର୍ବ ପାଟଣା ରାଜ୍ୟ ସମୟରେ ୨୬ଟି ଗଡ ମଧ୍ୟରୁ ସାଲେଭଟା ଗଡ ବେଶ ଗୁରୁତ୍ୱ ବହନ କରୁଥିଲା । ବଳରାମ ଦେଓ ୧୫୦୦ ଖ୍ରୀଷ୍ଟାବ୍ଦରେ ଭାଇ ଭାଗ ପାଇ ଏହି ପୀଠ ସ୍ଥାପନ କରିଥିଲେ । ମା’ ପାଟଣେଶ୍ୱରୀ…
Read More...

‘ଓଜିବି ପକ୍ଷରୁ ସ୍ୱଚ୍ଛତା ହିଁ ସେବା’ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନାବାର୍ଡା ଦ୍ୱାରା ପ୍ରଯୋଜିତ ଏବଂ ଓଡିଶା ଗ୍ରାମୀଣ ବ୍ୟାଙ୍କ ଛତାମଖନା ଶାଖା ଦ୍ୱାରା ଆୟୋଜିତ ସ୍ୱଚ୍ଛତା ହିଁ ସେବା ୨୦୨୫ କାର୍ଯ୍ୟକ୍ରମ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ. ଧନଞ୍ଜୟ ସେଠଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉପକାର…
Read More...

‘ଆଦି କର୍ମଯୋଗୀ ଅଭିଯାନ’

ରାଉରକେଲା, (ସସ୍ମିତା ପ୍ରଧାନ) :ଜିଲ୍ଲାପାଳ 'ଆଦି କର୍ମଯୋଗୀ ଅଭିଯାନ' ଅନ୍ତର୍ଗତ ସୁନ୍ଦରଗଡ଼ ଜିଲ୍ଲାର ସାଲେପାଲି ପଞ୍ଚାୟତର ଡୁଡୁକି ଗାଁ ଓ ଟାଙ୍ଗରପାଲି ବ୍ଲକର ମହୁଲପାଲି ପଞ୍ଚାୟତର ବନ୍ଧପାଲି ଗାଁ ପରିଦର୍ଶନ କରିଥିଲେ । ହିତାଧିକାରୀଙ୍କ ସହିତ ଆଲୋଚନା କରିବା ସହିତ ସରକାରଙ୍କ ବିଭିନ୍ନ…
Read More...

“ସ୍ଵଚ୍ଛତା ହିଁ ସେବା” ଅଭିଯାନରେ ଜିଲ୍ଲା ପ୍ରଶାସନ ମୟୂରଭଞ୍ଜର ଦୃଢ ପ୍ରତିଶୃତି

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ଶ୍ୟାମାଖୁଣ୍ଟା ବ୍ଲକ ଅଧିନସ୍ଥ କୁଚିଳାଘାଟି ସୀତାକୁଣ୍ଡ ପର୍ଯ୍ୟଟନ ସ୍ଥଳୀ ଠାରେ "ସ୍ଵଚ୍ଛତା ହିଁ ସେବା" ଅଭିଯାନର ଦିବସର ବିଷୟ ବସ୍ତୁ- ଏକ୍‌ ଦିନ୍‌,ଏକ୍‌ ଘଣ୍ଟା,ଏକ୍‌ ସାଥ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ…
Read More...

କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡ଼ନ ଆଇନ -୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ କାର୍ଯ୍ୟ କ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡ଼ନ (ପ୍ରତିରୋଧ, ନିଷିଦ୍ଧ ଓ ନିରାକରଣ) ଆଇନ-୨୦୧୩ ସମ୍ବନ୍ଧୀୟ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…
Read More...

ଓଡିଶାରେ ନୂତନ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ରର ପ୍ରସ୍ତାବ ନାହିଁ

ଦେଶବ୍ୟାପୀ କେବିକେ ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କ ପାଇଁ ଆବାସିକ କୋଟା ରଖାଯାଉ - ହେମନ୍ତ ପଣ୍ଡା ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଶରେ ନୂତନ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ବର୍ତ୍ତମାନ କୌଣସି ପ୍ରସ୍ତାବ ବିଚାରାଧିନ ନାହିଁ ବୋଲି ଭାରତ…
Read More...

ପରମ ପୂଜ୍ୟ ସ୍ଵାମୀ ଚିଦାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ପାଳିତ

ଜୟପାଟଣା : ସେପ୍ଟେମ୍ୱର ୨୪ ତାରିଖ ଏକ ଚିର ସ୍ମରଣୀୟ ଦିନ । ଦିବ୍ୟ ଜୀବନ ସଂଘର ପ୍ରତ୍ୟେକ ଶାଖାରେ ଏହି ଦିନ ପରମ ପୂଜ୍ୟ ସ୍ଵାମୀ ଚିଦାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ପାଳନ କରାଯାଏ । କଳାହାଣ୍ଡିର ଜୟପାଟଣା ସ୍ଥିତ ଦିବ୍ୟ ଜୀବନ ଶାଖାରେ ଶାଖାର ଅଧ୍ୟକ୍ଷ ପୂଜ୍ୟ ପୂର୍ଣ୍ଣାନନ୍ଦ ପୂରୀଙ୍କ…
Read More...

ସ୍ୱତନ୍ତ୍ର ଜାତୀୟ ସେବା ଶିବିର ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୧୯ ତାରିଖରୁ ୭ ଦିନ ଧରି ଡିଗ୍ରୀ କଲେଜ କୁଶଙ୍ଗରେ ଚାଲିଥିବା ସ୍ୱତନ୍ତ୍ର ଜାତୀୟ ସେବା ଶିବିର ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ବିଜୟ କୁମାର କଲେଟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ୱେଚ୍ଛାସେବୀମାନଙ୍କୁ ମାନପତ୍ର ବଣ୍ଟନ…
Read More...