ଟୀକାନେଇ ୬ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା : ଶିକ୍ଷା ବିଭାଗ ତରଫରୁ ତଦନ୍ତ ଆରମ୍ଭ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପାଟାଙ୍ଗି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଟିକା କରଣ କରାଯାଇଥିଲା । ଏହି ଟୀକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ!-->…
Read More...
Read More...