ଗୁଞ୍ଚିତରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନିରାପତ୍ତା ଓ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନିରାପତ୍ତା ଓ ସୁରକ୍ଷା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି!-->…
Read More...
Read More...