ପ୍ରସିଦ୍ଧ ଦଧିବାମନ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ କଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ତୁରକେଲା ବ୍ଲକ ଝରଣୀ ପଂଚାୟତ ଅନ୍ତର୍ଗତ ରାଉତମୁଣ୍ଡା ଗ୍ରାମର ପ୍ରସିଦ୍ଧ ଦଧିବାମନ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ ଉତ୍ସବ ଅନୁଠିତ ହୋଇଯାଇଛି । କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିଳାନ୍ୟାସ କରିଥିଲେ!-->…
Read More...
Read More...