ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରତାଖଣ୍ଡିରେ ଫାଷ୍ଟ-ଏଡ ଦିବସ ପାଳିତ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ "ବିଶ୍ୱ ଫାଷ୍ଟ-ଏଡ୍ ଦିବସ" ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ବ୍ଲକ ଜୁନିୟର ରେଡ଼କ୍ରସ ସହ ସଂଯୋଜକ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ ଏବଂ ସମ୍ମାନିତ ଅତିଥି ଭାବେ ଲୋଇସିଂହା ବ୍ଲକ!-->…
Read More...
Read More...