ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ । ମୃତ ଯୁବକ ଜଣକ ଟିଟିଲାଗଡ଼ ନିକଟସ୍ଥ ସିଆଲ ଝୁଢୁଙ୍ଗି ଗ୍ରାମର ବାବୁଲାଲ ଜେନା ବୋଲି ଜଣା ପଡ଼ିଛି । ପୋଲିସ ଶବକୁ ଜବତ୍ କରି ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ୍ କଲେଜ ଓ ହସ୍‌ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା
Read More...

ଦୀପିକା ଇସ୍ପାତ ଶିକ୍ଷା ସଦନରେ ବନ ମହୋତ୍ସବ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର ୧୮ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନଠାରେ ବନମହୋତ୍ସବ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦୀପିକା ମହିଳା
Read More...

ଶହୀଦ ରେଣ୍ଡୋ ମାଝୀଙ୍କ ଜନ୍ମମାଟିରେ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ମ. ରାମପୁର, (ପି.କେ ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଅଧିନସ୍ଥ ମେରା ୟୁବା ଭାରତ କଳାହାଣ୍ଡି ଶାଖା ଓ ମ.ରାମପୁର ବନାଞ୍ଚଳ ସହଯୋଗରେ ଆଜି କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଉର୍ଲାଦାନୀ ଶହୀଦ ରେଣ୍ଡୋ ମାଝୀଙ୍କ ପ୍ରତିମୂର୍ତ୍ତି ପରିସରରେ ମା' ପାଇଁ ଗଛଟିଏ
Read More...

ସୁସ୍ଥ ହୋଇ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଫେରିଲେ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ତରଫରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା କରାଯାଇଥିଲା । ଏହାସହ ବିମାନବନ୍ଦରରୁ ବାସଭବନ ଯାଏଁ ରୋଡ ସୋ ବି କରାଯାଇଛି ।
Read More...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି: ‘‘ଓଡ଼ିଶାର ମୁଖ୍ୟମନ୍ତ୍ରୀ @MohanMOdisha
Read More...

ଜିଲ୍ଲାସ୍ତରୀୟ ସଂକୀର୍ତ୍ତନ୍ୟ ଚିନ୍ତନ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଜାଖମନଠାରେ ବଲାଙ୍ଗିର ଜିଲ୍ଲା ସଂକୀର୍ତ୍ତନ୍ୟ କଳା ସଂସ୍କୃତି ମହାସଂଘ ତରଫରୁ ତୃତୀୟ ବର୍ଷ ସଂକୀର୍ତ୍ତନ୍ୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ୧୪ଟି ବ୍ଲକରୁ ୧୦ଜଣିଆ କମିଟି ସହିତ ପ୍ରାୟ ୨୦୦ରୁ ଅଧିକ ପୁରୁଷ ଓ ମହିଳା ସଂକୀର୍ତ୍ତନ୍ୟ କଳାକାର
Read More...

ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗରକୁ ଜାତୀୟ ଗୁଣବତ୍ତାର ମାନ ନିର୍ଧାରଣ କରାଗଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଅବସ୍ଥାପିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ଯାହା ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନେସନାଲ ପିସ ୟୁନିସନ ଭାରତ ଦ୍ୱାରା ପରିଚାଳିତ ଏହାକୁ ଜାତୀୟ ସ୍ତରର ଗୁଣବତ୍ତା
Read More...

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟପାଳଙ୍କୁ ପ୍ରଦାନ କଲେ କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ…

ଭୁବନେଶ୍ୱର : ଚଳିତ ଜୁଲାଇ ମାସ ୯ ତାରିଖରେ ନୂଆଦିଲ୍ଲୀଠାରେ ଏଗ୍ରିକଲଚର ଟୁଡେ ଗ୍ରୁପ ଦ୍ୱାରା ଆୟୋଜିତ ପ୍ରତିଷ୍ଠିତ ୧୬ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭ ଆୟୋଜିତ ହୋଇଥିଲା । ଏଥିରେ ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ କରାଯାଇଥିଲା । ଏହି ପୁରସ୍କାରକୁ
Read More...

ବଜ୍ରପାତରେ ଚାଲିଗଲା ୩ ଜୀବନ

ନୀଳଗିରି : କେନାଲରେ କାମ କରୁଥିଲେ, ହଠାତ ବଜ୍ରପାତ ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି । ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ରାଇପାଳରେ ଥିବା ଋଷିଆ କେନାଲରେ ଅଘଟଣ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଜେସିବି ଅପରେଟର ଓ ଦୁଇ ଶ୍ରମିକ ଅଛନ୍ତି । ଖବର ପାଇ ନୀଳଗିରି ପୁଲିସ ପହଞ୍ଚି ମୃତଦେହ ଜବତ
Read More...

ହଷ୍ଟେଲ କୋଠାରୁ ଡେଇଁ ୧୦ମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ କାରଣ ଅସ୍ପଷ୍ଟ

କେନ୍ଦୁଝର : ହଷ୍ଟେଲ କୋଠାରୁ ଡେଇଁ ଅନ୍ତେବାସୀଙ୍କ ଆତ୍ମହତ୍ୟା । କେନ୍ଦୁଝର ଜିଲ୍ଲା ଚମ୍ପୁଆସ୍ଥିତ ଏକ ଇଂରାଜୀ ମିଡିୟମ ସ୍କୁଲରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସ୍କୁଲ ପରିସରରେ ଥିବା ଚାରି ମହଲା ବିଶିଷ୍ଟ ହଷ୍ଟେଲ କୋଠାରୁ ଡେଇଁ ଜଣେ ଦଶମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି ।
Read More...