ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ଆପର ସମର୍ଥନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ଆଜି ଆପ୍‌ ବଲାଙ୍ଗିର ଟିମ୍‌ ସମର୍ଥନ ଜଣାଇଛି ଏବଂ ବଲାଙ୍ଗିର ଜିଲ୍ଲାପାଳ ଅଫିସ ସାମ୍ନାରେ ବସିଥିବା ଡ୍ରାଇଭର ସଂଘ ଏବଂ ତାଙ୍କ ସଭାପତି ସହିତ ଆପ୍‌ ବଲାଙ୍ଗିର ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ
Read More...

ବେଦବ୍ୟାସ ଜୟନ୍ତୀ ସମାରୋହ ଓ ଗୁରୁ ପୂର୍ଣ୍ଣିମା ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମହାବିଦ୍ୟାଳୟ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ମହାନଗରର ମାଧବ ନଗର ଶାଖା ଆୟୋଜିତ ମାସିକ ସାରସ୍ୱତ ସମାବେଶରେ ଗୁରୁ ପୂର୍ଣ୍ଣିମା ଓ ବେଦବ୍ୟାସ ଜୟନ୍ତୀ ସମାରୋହ ମ‌ହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି
Read More...

ନିଲଜିପତ୍ରାରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଜଗଦଲପୁର ମଣ୍ଡଳ ଭାରତୀୟ ଜନତା ପାର୍ଟି ତରଫରୁ ନିଲଜିପତ୍ରା ଅଘରିଆ ଧର୍ମଶାଳାଠାରେ ଗୁରୁ ପୂର୍ଣ୍ଣିମା ଉତ୍ସବ ନିରାଡମ୍ବରରେ ପାଳନ ହୋଇଯାଇଛି । ମଣ୍ଡଳର ପୂର୍ବତନ ସଭାପତି ହରେକୃଷ୍ଣ ପଟେଲଙ୍କ ଅଧ୍ୟକ୍ଷତାରେ, ଯଶୋବନ୍ତ
Read More...

ମିଡ଼ିଆ କ୍ଲବର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

ନୂତନ କର୍ମକର୍ତ୍ତା ନିର୍ବାଚିତ ରାଉରକେଲା, (ସସ୍ମିତା ପ୍ରଧାନ) : ମିଡ଼ିଆ କ୍ଲବର ସାଧାରଣ ପରିଷଦ ବୈଠକ ଆଜି ସ୍ଥାନୀୟ ହୋଟେଲ ସୋଲେସଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କ୍ଲବର ଉପଦେଷ୍ଟା ଡ଼. ପୀତବାସ ମିଶ୍ର ଅଧ୍ୟକ୍ଷତା କରିଥିଲେ । କ୍ଲବର ବିଗତ ଦିନର କାର୍ଯ୍ୟାବଳୀ ଓ ଆଗାମୀ ଦିନର
Read More...

ଖଗେଶ୍ୱର ସାହିତ୍ୟ କଳା ପରିଷଦର ବୈଠକ

୨୫ରେ ବ୍ଲକ ସ୍ତରୀୟ ଗଙ୍ଗାଧର ପ୍ରତିଯୋଗିତା ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ପ୍ରତିବର୍ଷ ଭଳି ଗଙ୍ଗାଧର ମେହେର ଜୟନ୍ତୀ ଅବସରରେ ଆୟୋଜିତ ବ୍ଲକସ୍ତରୀୟ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ସାଧା ପୋଷାକଧାରୀ ପୋଲିସକୁ ଅପହରଣକାରୀ ଭାବି ନିର୍ଧୁମ ମାଡ଼ : କନ୍ଧମାଳରେ କଳାହାଣ୍ଡି ପୋଲିସକୁ ମାଡ଼

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସାଧା ପୋଷାକଧାରୀ ପୋଲିସକୁ ଅପହରଣକାରୀ ଭାବି ନିର୍ଦ୍ଧୁମ ମାଡ଼ ମାରିଲେ ସାଧାରଣ ଲୋକେ । ଶେଷରେ ତୂମୁଡ଼ିବନ୍ଧ ପୋଲିସକୁ ଡାକି ପୋଲିସର ଜିମା ଦେଇଥିବା ଜଣାପଡ଼ିଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା
Read More...

ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କଲେ ଖଡଗେ : କହିଲେ ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ପାଇଁ

ଭୁବନେଶ୍ୱର : ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ରାଜ୍ୟରେ ଡବଲ ଇଞ୍ଜିନ ସରକାର କେବଳ ଧନୀଙ୍କ ପାଇଁ । କହିଲେ ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ ହୋଇଛି । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।
Read More...

ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନ ମହୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ ଆନୁକୁଲ୍ୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡ. ଧନଞ୍ଜୟ ସେଠଙ୍କ ମାର୍ଗ ଦର୍ଶନରେ ଓ ଯୁବ ରେଡକ୍ରସ କାଉନସିଲର ତଥା ଜିଲ୍ଲା ସଂଯୋଜକ
Read More...

ଜୁରାବନ୍ଧରେ କପିଳେଶ୍ଵର ଯୁବକ ସଂଘ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଳେଶ୍ଵର ଯୁବକ ସଂଘ ଯୁରାବନ୍ଧ ଓ ମାଇ ଭାରତ ବଲାଙ୍ଗିର ସହାୟତାରେ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବ୍ଲକ ତଥ୍ୟ ପରିଚାଳକ ତୁଳାଚନ୍ଦ୍ର ପୋଢ, ସମ୍ମାନିତ
Read More...

୧୨ ଜୁଲାଇ, ୨୦୨୫ରେ ରୋଜଗାର ମେଳା ଅନ୍ତର୍ଗତ ସରକାରୀ ବିଭାଗରେ ନବନିଯୁକ୍ତଙ୍କୁ ୫୧ ହଜାର ନିଯୁକ୍ତିପତ୍ର ବଣ୍ଟନ କରିବେ…

ନୁଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ ଜୁଲାଇ, ୨୦୨୫ରେ ପୂର୍ବାହ୍ନ ପ୍ରାୟ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଓ ସଙ୍ଗଠନରେ ନବନିଯୁକ୍ତ ୫୧ ହଜାରରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିବେ । ଏହି ଅବସରରେ ସେ
Read More...