ସିଲେଟପଡ଼ା ଗ୍ରାମରେ କୁରାଳ ପଞ୍ଚମୀ ପୂଜା ଉତ୍ସବ ମହାସମାରୋହରେ ଅନୁଷ୍ଠିତ

ମୁରିବହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ କୁମ୍ଭକାର ସମାଜ ପକ୍ଷରୁ କୁରାଳ ପଞ୍ଚମୀ ପୂଜା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ପୂଜାରେ ପୂଜାକର୍ତ୍ତା ରୂପେ ଶଙ୍କର ରଣା ଓ ତାଙ୍କ ପତ୍ନୀ ପଦ୍ମାବତୀ ରଣା
Read More...

ବାଙ୍କେଲ ଗ୍ରାମରେ ସମ୍ବିଧାନ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ଗ୍ରାମର ଆମ୍ବେଦକର କ୍ଲବ ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଆମ୍ବେଦକର କ୍ଲବ ସଭାପତି ଅମର ସୁନାଙ୍କ ନେତୃତ୍ୱରେ ଅନୁଷ୍ଠିତ ସମ୍ବିଧାନ ଦିବସରେ ସଂଗଠନର ସମସ୍ତ ସକ୍ରିୟ କର୍ମକର୍ତ୍ତା ଉପସ୍ଥିତ
Read More...

ଟିଟିଲାଗଡ ପ୍ରଭାବତୀ ସ୍କୁଲ୍ ତରଫରୁ ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଆନ୍ତଃ ସ୍କୁଲ ପ୍ରତିଯୋଗିତା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ସାଙ୍ଗକୁ ନିଜର ଅନ୍ତର୍ନିହିତ କଳାକୁ ପ୍ରଦର୍ଶନ କରାଇବା ଉଦ୍ଦେଶ୍ୟରେ ଟିଟିଲାଗଡ଼ର ଶ୍ରୀ ଦାଦିଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ସ୍କୁଲ ତରଫରୁ ଦ୍ୱିତୀୟ ବର୍ଷ ପାଇଁ ଆନ୍ତଃ ସ୍କୁଲ ପ୍ରତିଯୋଗିତା ଆୟୋଜିତ କରାଯାଉଛି ।
Read More...

ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଇଁ ଓଡ଼ିଶା ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଳନ ପାଇଁ ଗ୍ରାମବାସୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବ୍ୟାପକ ପ୍ରସ୍ତୁତ କରାଯାଉଥିବା ଜଣାଯାଇଛି । ଆସନ୍ତା ଡିସେମ୍ବର ୧୨ ତାରିଖରୁ ୧୫ ତାରିଖ ୪ ଦିନ ବ୍ୟାପୀ
Read More...

ଏନ୍‌ଏସି ବୈଠକରେ କୌଣସି ତଥ୍ୟ ମାଗିଲେ ମିଳୁନି : ଅଧାରୁ ଉଠି ପଳାଇଲେ କାଉନ୍‌ସିଲର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସିର କାଉନସିଲ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ବେଳେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳେଇଙ୍କ ସମେତ ବହୁ ପଦାଧିକାରୀ ପ୍ରମୁଖ
Read More...

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଶକ୍ତି କ୍ଲବ କୁଇଜ ପ୍ରତିଯୋଗିତା

ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଶକ୍ତି କ୍ଲବ କୁଇଜ ପ୍ରତିଯୋଗିତା ରାମପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଶକ୍ତି ସଂରକ୍ଷଣ ଓ ସଦୁପଯୋଗ ପାଇଁ ସଚେତନତା ହେଉଛି ଶକ୍ତି କ୍ଲବର ପ୍ରମୁଖ ଲକ୍ଷ୍ୟ । ଶକ୍ତି
Read More...

ପୁଇଁନ୍ତଲା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ରାମଜୀ ହାଇସ୍କୁଲ କୁରୁଲ ଠାରେ ଆୟୋଜିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଆନନ୍ଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୁଇଁନ୍ତଲା ବ୍ଲକ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତ ଉଦ୍‌ଘାଟନ କରିଥିଲେ ।
Read More...

“ଧରମା ତୋଳୁଛି ନୂଆ କୋଣାର୍କ”ର ପାଣ୍ଡୁଲିପି ପୂଜନ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସଙ୍ଗଠନ "ସୁବର୍ଣ୍ଣରେଖା" ଆନୁକୂଲ୍ୟରେ ଆଗାମୀ ବାର୍ଷିକ ଉତ୍ସବ ଦିନ ପ୍ରଦର୍ଶିତ ହେବ ଏକ ଭିନ୍ନ ଧର୍ମି ନାଟକ" ଧରମା ତୋଳୁଛି ନୂଆ କୋଣାର୍କ" । ଉକ୍ତ ନାଟକର ପାଣ୍ଡୁଲିପି ଉନ୍ମୋଚନ ବରିଷ୍ଠ ଉପଦେଷ୍ଟା ଆଇନଜୀବୀ କଲ୍ୟାଣ କମଳ ପଣ୍ଡା ଓ ପୂର୍ବତନ
Read More...

ବନ୍ଦେ ମାତରଂ ଜାତୀୟ ଗୀତର ୧୫୦ ବର୍ଷ ପୂର୍ତ୍ତି ଅବସରରେ କାର୍ଯ୍ୟକ୍ରମ ଅନୁଷ୍ଠିତ

ଦେଶ ଭକ୍ତି, ରାଷ୍ଟ୍ର ପ୍ରେମ, ସାହସ, ଏକତା ଓ ପ୍ରତିବାଦର ପ୍ରତୀକ ବନ୍ଦେ ମାତରଂ ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆହ୍ୱାନ କ୍ରମେ ସମଗ୍ର ଦେଶରେ ବନ୍ଦେ ମାତରଂ ଜାତୀୟ ଗୀତର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶରେ ୧୫୦ଟି ସ୍ଥାନରେ ଏହି ମହୋତ୍ସବ
Read More...

ଫାଇଲେରିଆ ନିରାକରଣ ଅଭିଯାନ : ଦର୍ଲିପାଲି ନିରାମୟ ହସ୍ପିଟାଲରେ ଦ୍ଵିତୀୟ ପର୍ଯ୍ୟାୟ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁନ୍ଦରଗଡ଼ ଓ ଏନ.ଟି.ପି.ସି ଦର୍ଲିପାଲି ସ୍ଥିତ ନିରାମୟ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ହାଇଡ୍ରୋସିଲ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ଫାଇଲେରିଆ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ
Read More...