ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କଲେ ଡାକ୍ତର ସଞ୍ଜୀବ ଭୋଇ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ମୁଣ୍ଢେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏମ୍ସ ନୂଆଦିଲ୍ଲୀର ଡାକ୍ତର ସଞ୍ଜୀବ ଭୋଇ ଉପସ୍ଥିତ ରହି ବିଦ୍ୟାଳୟର ୬୦ଜଣ ଛାତ୍ରଛାତ୍ରୀଙ୍କ!-->…
Read More...
Read More...