କୋରାପୁଟରେ ବାହୁଡ଼ା ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କୋରାପୁଟ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ‘ଶାବର ଶ୍ରୀକ୍ଷେତ୍ର’ କୋରାପୁଟରେ ବାହୁଡ଼ା ଯାତ୍ରାରେ ସାମିଲ ହେବା ସହ ଶ୍ରଦ୍ଧାଳୁଙ୍କ ସହ ରଥ ଟାଣିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ‘ଶାବର ଶ୍ରୀକ୍ଷେତ୍ର’ କୋରାପୁଟରେ ବାହୁଡ଼ା ଯାତ୍ରାରେ ସାମିଲ ହେବା ମୋର ସୌଭାଗ୍ୟ ।!-->…
Read More...
Read More...