oom

ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

jsmm

ସୁନ୍ଦରଗଡ଼, (କେପିଏନଏସ) : ସୁନ୍ଦରଗଡ଼ ଜିଲ୍ଲାରେ ଶିଶୁମାନଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ନିମନ୍ତେ ଆଜି ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିବା ବେଳେ ହେମଗିରି ବ୍ଲକରେ ମାଣ୍ଡିଆ ଲଡ଼ୁ ଏବଂ ଲେଫ୍ରିପଡ଼ା ବ୍ଲକ୍‌ରେ ସ୍ପିରୁଲିନା ଯୁକ୍ତ ଚିକି ବଂଟନ ପାଇଁ ପାଇଲଟ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ପାଇଲଟ୍‌ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ । ଏ ସଂପର୍କରେ ସୁନ୍ଦରଗଡ଼ ଜିଲ୍ଲାପାଳ ଟ୍ୱିଟ୍‌ ଦ୍ୱାରା ସୂଚନା ପ୍ରଦାନ କରିଛନ୍ତି ।

jittmm
Leave A Reply

Your email address will not be published.