Browsing Category

ଭଲ ଖବର

ବିଶ୍ୱ ଧରିତ୍ରୀ ଦିବସରେ ବଟ ବୃକ୍ଷ ଲଗାଇଲେ ପ୍ରକୃତିପ୍ରେମୀ ଆଇନଜୀବୀ ହୃଷୀକେଶ ପାଢ଼ୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବିଶ୍ୱ ଧରିତ୍ରୀ ଦିବସ ଅବସରରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଐତିହାସିକ ବେରବୋଇ ଗ୍ରାମ ସଂନିକଟ ବୋଲକଣା ଗ୍ରାମର ପରିବେଶବିତ ତଥା ସବୁଜ ଡେଲାଙ୍ଗ ଟ୍ରଷ୍ଟର ଅଧ୍ୟକ୍ଷ ଯୁବ ଆଇନଜୀବୀ ହୃଷୀକେଶ ପାଢ଼ୀ ନିଜ ଗ୍ରାମ ବଡ଼ପୋଖରୀ ହୁଡାରେ ବଟବୃକ୍ଷ…
Read More...

ଏବେ ବି ବଞ୍ଚିଛି ମାନବିକତା

କଂଟାବାଂଜି , (କୈଳାଶ ସଗ୍ରିଆ) : ବର୍ତ୍ତମାନ ସାରା ବିଶ୍ୱକୁ କରୋନାର ଦ୍ୱିତୀୟ ଲହରୀ ଗ୍ରାସ କରିଥିବା ବେଳେ ପରିସ୍ଥିତି ଅସମ୍ଭାଳ ହେଲାଣି । ଏହି ଭଳି ପରିସ୍ଥିତିରେ ରକ୍ତର ମଧ୍ୟ ମହା ସଙ୍କଟ ଦେଖାଦେଇଛି ।ଇତିମଧ୍ୟରେ ତୁରେକେଲା ଗ୍ରାମର ୧୪ବର୍ଷର ବାଳକ ସୁମିତ ପୁଟେଲ ସିକ୍‌ଲିଙ୍ଗ ରୋଗୀ…
Read More...

କିଡନୀ ରୋଗ ପ୍ରଭାବିତ ଚନ୍ଦ୍ରଶେଖରପୁର ଗାଁରେ ଆଶାର କିରଣ : ବାଦାନ୍ୟଙ୍କ ସହାୟତାରେ ଲାଗିଲା କମ୍ୟୁନିଟି ଅକ୍ୱାଗାର୍ଡ

ପ୍ରଶାସନର ପ୍ରତିଶ୍ରୁତି ସାବ୍ୟସ୍ତ ହେଲା ଧୂଆଁବାଣବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ସବୁଠାରୁ ଅଧିକ କିଡନୀ ରୋଗ ପ୍ରଭାବିତ ଗ୍ରାମ ମଧ୍ୟରୁ ଅନ୍ୟତମ ଗ୍ରାମ ଭାବେ ଜଣାଶୁଣା ଚନ୍ଦ୍ରଶେଖର ପୁର ଗ୍ରାମବାସୀଙ୍କ ପ୍ରଚେଷ୍ଟା ଓ ବାଦାନ୍ୟ ବ୍ୟକ୍ତିଙ୍କ ସହାୟତାରେ ରବିବାର…
Read More...

ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କଲେ ଦୀପା : ଅଗ୍ନିଶମ ଏବଂ ପୋଲିସ ବିଭାଗ ସହାୟତାରେ ବୃଦ୍ଧାଶ୍ରମରେ ଥଇଥାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜଣେ ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କରି ବୃଦ୍ଧାଶ୍ରମରେ ଥଇଥାନ କରି ଲୋକଙ୍କ ପ୍ରିୟଭାଜନ ହୋଇଛନ୍ତି ପାଇକମାଲ ଅଂଚଳର ଟ୍ୱିଟର ଗାର୍ଲ ଭାବେ ପରିଚିତ ଟେମରି ଗ୍ରାମର ସମାଜିକ କର୍ମୀ ଦୀପା ବାରିକ । ଆଜି ନିଜ ଭାଇର ବାହାଘର ପାଇଁ ପଦ୍ମପୁରକୁ ଯାଇଥିବା ଦୀପା…
Read More...

ରାଜ୍ୟ ଜୁନିୟର କବାଡି ଦଳରେ ସ୍ଥାନ ପାଇଲେ ବଲାଙ୍ଗିର ଜିଲ୍ଲାର ଦେବବ୍ରତ କଦମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ଦେବବ୍ରତ କଦମଙ୍କ ଓଡିଶା ରାଜ୍ୟ କବାଡି ଦଳରେ ଚୟନ ହୋଇଛି । ଆସନ୍ତା ମାର୍ଚ୍ଚ ୨୨ରୁ ୨୫ ତାରିଖ ପର୍ୟ୍ୟନ୍ତ ତେଲାଙ୍ଗାନା ସୁର୍ୟ୍ୟାପେଠ ଠାରେ ଅନୁଷ୍ଠିତ ହେବାକୁ ଥିବା ୪୭ତମ ଜାତୀୟ କନିଷ୍ଠ କବାଡି ପ୍ରତିଯୋଗିତାରେ ଦେବବ୍ରତ ଓଡିଶା…
Read More...

ମାତୃଛାୟା ସ୍ୱଧାର ଗୃହର ଅନ୍ତେବାସିନୀଙ୍କ ସଫଳ ଜୀବନ କାହାଣୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ୨୦୧୨ ମସିହା ୦୬ ଫେବୃୟାରୀ ମାଘ ମାସ ଶୁକ୍ଳ ପକ୍ଷ ଗୁରୁବାର ଦିନ ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ(ଜରାନିବାସ) ଚକରକେନ୍ଦ ଛକ, ବରଗଡ଼ ପାଇଁ ଏକ ସ୍ମରଣୀୟ ଦିନ ଥିଲା । ଏହି ଦିନ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ତଥା ମାତୃଛାୟା ସ୍ୱଧାର ଗୃହର…
Read More...

ଡୁଙ୍ଗୁରିପାଲିରେ କନ୍ଧ ରୀତିନୀତିରେ ‘ଯୋଟ ଘାଟ’ ବିବାହ ସମ୍ପନ୍ନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଗତକାଲି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲିରେ କନ୍ଧ ସମ୍ପ୍ରଦାୟର ପତନାଭିମୁଖୀ ଉଚ୍ଚ ପରମ୍ପରା ସମ୍ପନ୍ନ ଯୋଟ ଘାଟ ବିବାହ କନ୍ଧ ସମାଜ ଯୁବ ସଂଗଠନ ବଲାଙ୍ଗିରଙ୍କ ତତ୍ତ୍ଵାବଧାନରେ ଧୁମଧାମରେ ସମ୍ପନ୍ନ ହୋଇଛି । ପ୍ରକାଶ ଯୋଗ୍ୟ ଯେ, ଏହି ବିବାହରେ…
Read More...

ସି.ଆଇ.ଏସ୍.ଏଫ.ରେ ଯୋଗଦେବେ ପୁରେନାର ଚାଷୀପୁଅ ଦିନେଶ ଧରୁଆ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ବରତୁଣ୍ତା ଗ୍ରାମ ପଞ୍ଚାୟତ ପୁରେନା ଗାଁର ଖଗେଶ୍ବର ଧରୁଆଙ୍କ ପୁଅ ଦିନେଶ ଧରୁଆ ସି.ଆଇ.ଏସ୍.ଏଫରେ ଯୋଗ ଦେବେ । ସେ ୨୦୧୮ ଏସ.ସି.ସି ଆବେଦନ କରିଥିଲେ । ବାପା ଜଣେ ଚାଷୀ ମୂଲିଆ ଲୋକ । ଗାଁର ସ୍କୁଲରେ ପାଠ ପଢିଥିଲେ ।…
Read More...

ଯୋଖିପାଲିର ଦୁଇ ଭାଇ ଦିବସ କୁମାର ସାହୁ ଓ ଆକାଶ କୁମାର ସାହୁ ବରଗଡ଼ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଏକାଧିକ ସଡ଼କ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରିବା ସହ ସେମାନଙ୍କ ଜୀବନ ରକ୍ଷା କରିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଯୋଖିପାଲି ଗ୍ରାମର ଦୁଇଭାଇ ଦିବସ କୁମାର ସାହୁ ଓ ଆକାଶ କୁମାର ସାହୁଙ୍କୁ ସୋମବାର ବରଗଡ଼ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ…
Read More...

ଅଙ୍ଗଦାନ ନିଷ୍ପତ୍ତି ନେଇ ନୂଆବର୍ଷ ଆରମ୍ଭ କଲେ ବରଗଡ଼ର ଦୁଇଜଣ ସମାଜସେବୀ

ବରଗଡ଼, (ନିରୋଜ କୁମାର ପାଣୀ) : ଆରମ୍ଭ ହୋଇଛି ଇଂରାଜୀ ନବବର୍ଷ ୨୦୨୧ । ଏହି ଦିନଟିକୁ ଅନେକ ଲୋକେ ଭୋଜି ଭାତ ସହିତ ମୌଜ ମଜଲିସରେ କଟେଇବାକୁ ପସନ୍ଦ କରିଥାନ୍ତି । ଆଜିକାଲି ଅନେକ ଲୋକ ଏହି ଦିନରେ ଅସହାୟ ଗରିବ ଲୋକଙ୍କ ସହିତ ପାଳନ କରିବାକୁ ପସନ୍ଦ କରୁଛନ୍ତି ନୂଆବର୍ଷ । ବରଗଡ଼ର ଦୁଇଜଣ…
Read More...