Browsing Category

ଭଲ ଖବର

ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

ସୁନ୍ଦରଗଡ଼, (କେପିଏନଏସ) : ସୁନ୍ଦରଗଡ଼ ଜିଲ୍ଲାରେ ଶିଶୁମାନଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ନିମନ୍ତେ ଆଜି ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିବା ବେଳେ ହେମଗିରି ବ୍ଲକରେ ମାଣ୍ଡିଆ ଲଡ଼ୁ ଏବଂ ଲେଫ୍ରିପଡ଼ା ବ୍ଲକ୍‌ରେ ସ୍ପିରୁଲିନା ଯୁକ୍ତ ଚିକି ବଂଟନ ପାଇଁ ପାଇଲଟ୍‌
Read More...

ସଂଗୀତ କ୍ଷେତ୍ରରେ ସୁମନ ଏକ ଉଜ୍ୱଳ ପ୍ରତିଶ୍ରୁତି ନିଶ୍ଚୟ

କଳାହାଣ୍ଡି, (କେପିଏନ୍ଏସ୍) : ପିଲାଦିନରୁ ବିଦ୍ୟାଳୟରେ ପ୍ରାର୍ଥନା ବୋଲିବା ହେଉ କି ବିଭିନ୍ନ ସମୟରେ କଣ୍ଠ ସଂଗୀତ ପ୍ରତିଯୋଗୀତା ହେଉ, ସବୁଥିରେ ଭାଗନେଇ ପ୍ରଥମସ୍ଥାନରେ ରୁହନ୍ତି ସୁମନ ଶେଖର ମିଶ୍ର । ଏବେ ବି ଖୁବ ବୟସ ନୁହେଁ, ମାତ୍ର ୨୩ ବର୍ଷ ବୟସର ଜଣେ ଯୁବକ । ତାଙ୍କରି ସୁମଧୁର ସ୍ୱର
Read More...

ସିନ୍ଧେକେଲାରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ : ୧୫୨ ୟୁନିଟ୍ ରକ୍ତ ସଂଗ୍ରହ

ସିନ୍ଧେକେଲା, (ସୁଶାନ୍ତ ଥାନାପତି) : କଂଟାବାଂଜି ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନସ୍ଥ ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲାରେ ବିଜେଡି ଦ୍ୱାରା ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ବିଜେଡି ବିଧାୟକ ପ୍ରାର୍ଥୀ ଅଜୟ ଦାସଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ରକ୍ତଦାନ
Read More...

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କୁ ଜନ୍ମଦିନ ଶୁଭେଚ୍ଛାର ସୁଅ ଛୁଟୁଛି

ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ମାଟିର ବୟୋଜ୍ୟେଷ୍ଠ ତଥା ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛାର ସୁଅ ଛୁଟିଥିବା ବେଳେ ‘କୋଶଳ ପ୍ରବାହ’ ପରିବାର ପକ୍ଷରୁ ମଧ୍ୟ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ପ୍ରଦାନ କରାଯାଇଛି । ଏବେ ସେ ୮୨ ବର୍ଷ ଅତିକ୍ରମ
Read More...

ଭାରତର କରୋନା ସୁସ୍ଥତା ହାର ଟପିଲା ୧୫ ଲକ୍ଷ

• ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୫୪,୮୫୯ ଜଣ ସୁସ୍ଥ• ସକ୍ରିୟ ରୋଗୀଙ୍କ ତୁଳନାରେ ଆରୋଗ୍ୟଙ୍କ ସଂଖ୍ୟା ୯ ଲକ୍ଷରୁ ଅଧିକ• ପୁଣି ହ୍ରାସ ପାଇ ମୃତ୍ୟୁ ହାର ପହଞ୍ଚିଲା ୨ ପ୍ରତିଶତକୁ ନୂଆଦିଲ୍ଲୀ, (ପିଆଇବି) : ଭାରତରେ କନୋନା ଆରୋଗ୍ୟ ରୋଗୀଙ୍କ ସଂଖ୍ୟା ୧୫ ଲକ୍ଷ ଟପିଛି । ଦ୍ରୁତ ପରୀକ୍ଷଣ,
Read More...

ବଲାଙ୍ଗିର ମାଟିର ଗର୍ବ ୱିଙ୍ଗ କମାଣ୍ଡର ନିଖିଳ ରଥ ‘ଗଗନଯାନ’ ଟିମରେ ସାମିଲ୍

ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ମାଟିର ତଥା ଓଡ଼ିଶା ରାଜ୍ୟର ଗର୍ବ ୱିଙ୍ଗ କମାଣ୍ଡର ନିଖିଳ ରଥ ଏବେ ମିସନ ‘ଗଗନଯାନ’ ପାଇଁ ମନୋନୀତ ହୋଇଥିବା ବେଳେ ଏଥିପାଇଁ ସେ ପୂର୍ଣ୍ଣ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି । ‘ଗଗନଯାନ’ ତାଲିକାରେ ତାଙ୍କ ନାମ ପ୍ରକାଶିତ ହେବା ପରେ ସାରା ଓଡ଼ିଶାରେ
Read More...

ଲକ୍‌ଡ଼ାଉନ୍‌ରେ ବିଦେଶୀ ଫଳ ଡ଼୍ରାଗନ୍ ଦେଇଛି ବଞ୍ଚିବାର ରାହା

ଯୁବ ଡ଼୍ରାଗନ୍ ଚାଷୀଙ୍କ ସଫଳ କାହାଣୀକଳାହାଣ୍ଡି, (କେପିଏନେସ) : ଡ଼୍ରାଗନ ଫଳ ଏକ ବିଦେଶୀ ଫଳ । ବିଦେଶରେ ଏହି ଫଳର ଚାହିଦା ଆକାଶଛୁଆଁ । ପ୍ରାୟ କିଲୋ ପିଛା ଦର ୫୦୦ଟଙ୍କା । ବିଦେଶରେ ଡ଼୍ରାଗନ ଫଳ ଖାଇବାକୁ ଭାରୀ ଭଲ ପାଆନ୍ତି ସେଠାକାର ଲୋକେ । ତେବେ ଧୀରେ ଧୀରେ ଭାରତର ବିଭିନ୍ନ ପ୍ରାନ୍ତରେ
Read More...

ମାଟିଆଭଟା ଗାଁର ମାନସୀକୁ ନେଇ ସବୁଠି ଚର୍ଚ୍ଚା : ଉପସ୍ଥିତ ବୁଦ୍ଧି ଯୋଗୁଁ ଉଦ୍ଧାର କରିଥିଲେ ଶତାଧିକ ଦାଦନ ପରିବାର

ଖପ୍ରାଖୋଲ, (ଜ୍ୟୋତି ରଂଜନ ପଣ୍ଡା) : ଭୋକର ଭୂଗୋଳରେ ବଲାଙ୍ଗିର ଜିଲ୍ଲାର ଖପ୍ରାଖୋଲ ବ୍ଲକ ଅଂଚଳ ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି । ପ୍ରତି ବର୍ଷ ହଜାର ହଜାର ଶ୍ରମିକ ପରିବାର ପେଟପାଟଣା ପାଇଁ ଦାଦନ ଭାବରେ ପଡୋଶୀ ରାଜ୍ୟମାନଙ୍କୁ ଯାଇଥାନ୍ତି । ସେଠାରେ ଅନେକ ନିର୍ଯ୍ୟାତନାର ଶିକାର ହୋଇ
Read More...

ରାମ ମନ୍ଦିର ଆଙ୍କିଲେ ଚିତ୍ରକଳା ଶିଳ୍ପୀ ବାସୁଦେବ ମେହେର

ବଲାଙ୍ଗିର, (କେପିଏନ୍ଏସ୍) : ରାମ ମନ୍ଦିର ଆଙ୍କୁଛନ୍ତି ଚିତ୍ରକଳା ଶିଳ୍ପୀ ବାସୁଦେବ ମେହେର । ଅବସରପ୍ରାପ୍ତ ଚିତ୍ରକଳା ଶିକ୍ଷକ ଶ୍ରୀ ମେହେର ଜଣେ ଉଚ୍ଚକୋଟୀର ଚିତ୍ର ଶିଳ୍ପୀ ହୋଇଥିବା ବେଳେ ଅଯୋଧ୍ୟାରେ ରାମ ମନ୍ଦିରର ଭୂମି ପୂଜନ ଉତ୍ସବରେ ଉତ୍ସାହିତ ହୋଇ ରାମ ମନ୍ଦିର ଆଙ୍କୁଛନ୍ତି । ଅନେକ
Read More...

ସୁସ୍ଥ ହେଲେ ବିଗ୍ ବି

ମୁମ୍ବାଇ, (କେପିଏନ୍ଏସ୍) : କରୋନା ସଂକ୍ରମଣରୁ ମୁକ୍ତ ହୋଇଛନ୍ତି ବଲିଉଡ଼୍ ‘ବିଗ୍ ବି’ ଅଭିନେତା ଅମିତାଭ ବଚ୍ଚନ । ଦୀର୍ଘ ୨୩ ଦିନ ଚିକିତ୍ସା ହେବା ପରେ ଆରୋଗ୍ୟ ଲାଭ କରିଛନ୍ତି ସେ । ନାନାବତୀ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି ଅମିତାଭ୍ । ଅଥଚ ବର୍ତ୍ତମାନ ପର୍ଯ୍ୟନ୍ତ ଚିକିତ୍ସାଧୀନ
Read More...