Browsing Category

ମନୋରଞ୍ଜନ

ବିଗବସ-୧୪ର ବିଜେତା ହେଲେ ରୁବିନା ଦିଲୈକ

ନୂଆଦିଲ୍ଲୀ : ରୁବିନା ଦିଲୈକ ହେଉଛ‌ନ୍ତି ବିଗ ବସ୍ ୧୪ ଶୋ'ର ବିଜୟିନୀ । ଶୋ'ର ଆକର୍ଷକ ସଲମାନ ଖାନ ବିଜେତାଙ୍କ ନାମ ଘୋଷଣା କରିଥିଲେ । ଟ୍ରଫି ବ୍ୟତୀତ ବିଜୟିନୀ ରୁବିନାଙ୍କୁ ୩୬ ଲକ୍ଷ ଟଙ୍କା ପୁରସ୍କାର ଆକାରରେ ଦିଆଯାଇଥିଲା । ରୁବିନା ଦିଲୈକ ଟ୍ରଫି ଜିତିବା ପର୍ୟ୍ୟନ୍ତ ମଜବୁତ ଭାବେ
Read More...

ରିଲିଜ୍ ହେବାକୁ ଯାଉଛି ଫିଲ୍ମ ଶେରଶାହ : ସୋସିଆଲ ମିଡିଆରେ ଫିଲ୍ମର ପୋଷ୍ଟର ସେୟାର କରି ଘୋଷଣା କଲେ ଫିଲ୍ମ ନିର୍ମାତା…

ମୁମ୍ବାଇ : ଚଳିତ ବର୍ଷ ଜୁଲାଇ ମାସରେ ରିଲିଜ୍ ହେବାକୁ ଯାଉଛି ବଲିଉଡ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ କିଆରା ଆଡଭାନୀଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ 'ଶେରଶାହା । ଫିଲ୍ମର କାହାଣୀ କାର୍ଗିଲ ଯୁଦ୍ଧ ଉପରେ ଆଧାରିତ । ଏହି ଫିଲ୍ମରେ ସିଦ୍ଧାର୍ଥ ପିଭିସି ଅଧିନାୟକ ବିକ୍ରମ ବତ୍ରାଙ୍କ
Read More...

ଓଡ଼ିଆ ସୀନେ ଜଗତ ପାଇଁ ଖୁସି ଖବର : ପ୍ରଥମ ଥର ପାଇଁ ଓସ୍କାର ଦୌଡରେ ସାମିଲ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ‘କାଲିର…

ଭୁବନେ‌ଶ୍ୱର : ଓଡ଼ିଆ ସୀନେ ଜଗତ ପାଇଁ ଖୁସି ଖବର । ପ୍ରଥମ ଥର ପାଇଁ ଓସ୍କାର ଦୌଡରେ ସାମିଲ ହୋଇଛି ଓଡ଼ିଶାର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର 'କାଲିର ଅତୀତ' । ନୀଳ ମାଧବ ପଣ୍ଡାଙ୍କ ଦ୍ବାରା ନିର୍ମିତ ଏହି ଫିଲ୍ମକୁ ଜେନେରାଲ କାଟେଗୋରୀର
Read More...

ବଲିଉଡରେ ଚମକ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରାଙ୍କ ପୁସ୍ତକ ‘ଅନ୍‌ଫିନିସ୍‌ଡ଼୍‌’ ପ୍ରକାଶିତ

ମୁ‌ମ୍ବାଇ : ବଲିଉଡରେ ଚମକ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଲେଖିକା ହୋଇ ସାରିଥିବା ବେଳେ ନିକଟରେ ତାଙ୍କ ପୁସ୍ତକ 'ଅନ୍‌ଫିନିସ୍‌ଡ଼୍‌' ଲୋକଙ୍କ ସାମ୍ନାରେ ଆସିଛି । ଏହି ବହିରେ ଅଭିନେତ୍ରୀ ତାଙ୍କ ବୋର୍ଡିଂ ସ୍କୁଲରୁ ବଲିଉଡ ଯାଏ ସମୟର ଥଟ୍ଟା, ଘୃଣ୍ୟ ମନ୍ତବ୍ୟ ଏବଂ ଖରାପ ଫ୍ୟାଶନ
Read More...

ଆଜି ଅଭିଷେକ ବଚ୍ଚନଙ୍କ ୪୫ ତମ ଜନ୍ମଦିନ

ମୁମ୍ବାଇ : ଅଭିଷେକ ଆଜି ତାଙ୍କର ୪୫ ତମ ଜନ୍ମଦିନ ପାଳନ କରୁଛନ୍ତି । ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକ ବଚ୍ଚନ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ଜଣାଶୁଣା ନାମ । ସେ ୫ ଫେବୃଆରୀ ୧୯୭୬ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ଅଭିଷେକ ତାଙ୍କ ପତ୍ନୀ ଐଶ୍ୱର୍ୟ୍ୟା ରାୟ ବଚ୍ଚନ ଏବଂ
Read More...

ଓସ୍କାର ବିଜେତା ଏଆର ରହେମାନ ୱାର ଫିଲ୍ମ ପିପ୍ପାର ସଙ୍ଗୀତ କମ୍ପୋଜ କରିବେ

ମୁମ୍ବାଇ : ବ୍ରିଗେଡିୟର ବଳରାମ ସିଂ ମେହେତାଙ୍କ ଜୀବନୀ ଉପରେ ଆଧାରିତ ୱାର ଫିଲ୍ମ ପିପ୍ପାର ସଙ୍ଗୀତ କମ୍ପୋଜ କରିବେ ଓସ୍କାର ବିଜେତା ସଙ୍ଗୀତକାର ଏଆର ରହେମାନ । ଈଶାନ ଖଟ୍ଟର ବ୍ରିଗେଡିୟର ମେହେତାଙ୍କ ରୋଲ କରିବେ । ସେ ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ୪୫ କାଭଲାରୀ ଟ୍ୟାଙ୍କ
Read More...

ବିଗ୍ ବଜେଟ ଫିଲ୍ମ ‘ଆଦିପୁରୁଷ୍’ର ସୁଟିଂ ଆରମ୍ଭ କଲେ ସୈଫ୍‌ ଅଲ୍ଲୀ ଖାନ ଓ ପ୍ରଭାସ

ମୁ‌ମ୍ବାଇ : ସାଉଥ୍‌ ସୁପରଷ୍ଟାର ପ୍ରଭାସ ଓ ବଲିଉଡର ଲୋକପ୍ରିୟ ଅଭିନେତା ସୈଫ୍‌ ଅଲ୍ଲୀ ଖାନ ବିଗ୍‌ ବଜେଡ ଫିଲ୍ମ 'ଆଦିପୁରୁଷ'ର ସୁଟିଂ ଆରମ୍ଭ କରିଛନ୍ତି । ତେବେ ଏହା ପ୍ରଭାସ ନିଜେ ଟୁଇଟ କରି ଜଣାଇଛନ୍ତି । ରାମାୟଣ ଉପରେ ଆଧାରିତ ଏହି ଫିଲ୍ମରେ ଓମ୍ ରାୱତ ନିର୍ଦ୍ଦେଶନା ଦେଇଥିବା ବେଳେ
Read More...

ଅମୀର ଖାଁ ଲାଲ ସିଂ ଚଢ଼ା ଫିଲ୍ମର ରିଲିଜ ପର୍ଯ୍ୟନ୍ତ ଫୋନ ବନ୍ଦ କଲେ

ମୁମ୍ବାଇ : ବଲିଉଡ ଷ୍ଟାର ଅମୀର ଖାଁ ତାଙ୍କର ପ୍ରତ୍ୟେକ ଫିଲ୍ମକୁ ଗୁରୁତ୍ୱ ସହକାରେ ନେଇଥାନ୍ତି । ଏବେ ସେ ଲାଲ ସିଂ ଚଢ଼ା ରିଲିଜ ପର୍ଯ୍ୟନ୍ତ ଫୋନ ବନ୍ଦ ରଖିବା ପାଇଁ ନିଷ୍ପତି ନେଇଛନ୍ତି । ସାଧାରଣତଃ ଡିଜିଟାଲ ଯୁଗରେ ମୋବାଇଲଠାରୁ ଦୂରେଇ ରହିବା ଏତେଟା ସହଜ ହୋଇ ନ ଥାଏ । ମାତ୍ର ଅମୀର ଏହି
Read More...

ସର୍କସ ଫିଲ୍ମ ପାଇଁ ରଣବୀର ସିଂ ନେବେ ୫୦ କୋଟି

ମୁମ୍ବାଇ : ବଲିଉଡ ଅଭିନେତା ରଣବୀର ସିଂ ପ୍ରତ୍ୟେକ ହିଟ ଫିଲ୍ମ ପରେ ତାଙ୍କ ଫିସ୍ ବଢ଼ାଇବାରେ ଲାଗିଛନ୍ତି । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ରୋହିତ ସେଟ୍ଟୀଙ୍କ ଆଗାମୀ ଫିଲ୍ମ ସର୍କସ ପାଇଁ ରଣବୀର ୫୦ କୋଟି ଟଙ୍କା ଡିମାଣ୍ଡ କରିଛନ୍ତି । ସେହିପରି ସେ ତାଙ୍କ ଫିଲ୍ମକୁ ଥିଏଟରରେ
Read More...
error: Content is protected !!