Browsing Category
ବିଚିତ୍ରା
ବଲାଙ୍ଗିର ମାଟିର ଗର୍ବ ୱିଙ୍ଗ କମାଣ୍ଡର ନିଖିଳ ରଥ ‘ଗଗନଯାନ’ ଟିମରେ ସାମିଲ୍
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ମାଟିର ତଥା ଓଡ଼ିଶା ରାଜ୍ୟର ଗର୍ବ ୱିଙ୍ଗ କମାଣ୍ଡର ନିଖିଳ ରଥ ଏବେ ମିସନ ‘ଗଗନଯାନ’ ପାଇଁ ମନୋନୀତ ହୋଇଥିବା ବେଳେ ଏଥିପାଇଁ ସେ ପୂର୍ଣ୍ଣ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି । ‘ଗଗନଯାନ’ ତାଲିକାରେ ତାଙ୍କ ନାମ ପ୍ରକାଶିତ ହେବା ପରେ ସାରା ଓଡ଼ିଶାରେ!-->…
Read More...
Read More...
କରୋନା ମୁକ୍ତ ହେଲେ ଅଭିଷେକ ବଚ୍ଚନ
ମୁମ୍ବାଇ, (କେପିଏନ୍ଏସ୍) : ବଲିଉଡ଼ ଅଭିନେତା ଅଭିଷେକ ବଚ୍ଚନ ଦୀର୍ଘ ୨୯ ଦିନ ଧରି ଚିକିତ୍ସିତ ହେବା ପରେ କରୋନା ମୁକ୍ତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିବା ସେ ଟ୍ୱିଟ୍ କରି ଜଣାଇଛନ୍ତି । ସୂଚନାଯୋଗ୍ୟ ଯେ, ତାଙ୍କ ପିତା ଅମିତାଭ ବଚ୍ଚନ ଏହା ପୂର୍ବରୁ କରୋନାରୁ ଆରୋଗ୍ୟ!-->…
Read More...
Read More...
ଲକ୍ଡ଼ାଉନ୍ରେ ବିଦେଶୀ ଫଳ ଡ଼୍ରାଗନ୍ ଦେଇଛି ବଞ୍ଚିବାର ରାହା
ଯୁବ ଡ଼୍ରାଗନ୍ ଚାଷୀଙ୍କ ସଫଳ କାହାଣୀକଳାହାଣ୍ଡି, (କେପିଏନେସ) : ଡ଼୍ରାଗନ ଫଳ ଏକ ବିଦେଶୀ ଫଳ । ବିଦେଶରେ ଏହି ଫଳର ଚାହିଦା ଆକାଶଛୁଆଁ । ପ୍ରାୟ କିଲୋ ପିଛା ଦର ୫୦୦ଟଙ୍କା । ବିଦେଶରେ ଡ଼୍ରାଗନ ଫଳ ଖାଇବାକୁ ଭାରୀ ଭଲ ପାଆନ୍ତି ସେଠାକାର ଲୋକେ । ତେବେ ଧୀରେ ଧୀରେ ଭାରତର ବିଭିନ୍ନ ପ୍ରାନ୍ତରେ!-->…
Read More...
Read More...
ଅଗଷ୍ଟ ୭ରୁ ଆରମ୍ଭ ହେବ ପ୍ରଥମ ଅନ୍ଲାଇନ୍ ଦେଶାତ୍ମବୋଧ ଚଳଚ୍ଚିତ୍ର ଉତ୍ସବ
ନୂଆଦିଲ୍ଲୀ, (ପିଆଇବି) : ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ପ୍ରଥମ ଥର ପାଇଁ ଏକ ଅନ୍ଲାଇନ ଦେଶାତ୍ମବୋଧକ ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରୁଛି । ଆସନ୍ତାକାଲିଠାରୁ ଏହା ଆରମ୍ଭ ହେବ । ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନର ଏହା ଏକ ଅଂଶବିଶେଷ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆନୁକୂଲ୍ୟରେ ଏହା!-->…
Read More...
Read More...
ମାଟିଆଭଟା ଗାଁର ମାନସୀକୁ ନେଇ ସବୁଠି ଚର୍ଚ୍ଚା : ଉପସ୍ଥିତ ବୁଦ୍ଧି ଯୋଗୁଁ ଉଦ୍ଧାର କରିଥିଲେ ଶତାଧିକ ଦାଦନ ପରିବାର
ଖପ୍ରାଖୋଲ, (ଜ୍ୟୋତି ରଂଜନ ପଣ୍ଡା) : ଭୋକର ଭୂଗୋଳରେ ବଲାଙ୍ଗିର ଜିଲ୍ଲାର ଖପ୍ରାଖୋଲ ବ୍ଲକ ଅଂଚଳ ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି । ପ୍ରତି ବର୍ଷ ହଜାର ହଜାର ଶ୍ରମିକ ପରିବାର ପେଟପାଟଣା ପାଇଁ ଦାଦନ ଭାବରେ ପଡୋଶୀ ରାଜ୍ୟମାନଙ୍କୁ ଯାଇଥାନ୍ତି । ସେଠାରେ ଅନେକ ନିର୍ଯ୍ୟାତନାର ଶିକାର ହୋଇ!-->…
Read More...
Read More...
ରାମ ମନ୍ଦିରର ଶିଲାନ୍ୟାସ ବିଭୋର୍ ହେଲେ ‘ସୀତା’ ଭୂମିକାର ଅଭିନେତ୍ରୀ ଦୀପିକା
ମୁମ୍ବାଇ, (କେପିଏନ୍ଏସ୍) : ଆଜି ପ୍ରଭୁ ଶ୍ରୀରାମ ଚନ୍ଦ୍ରଙ୍କର ଭବ୍ୟ ମନ୍ଦିରର ଅଯୋଧ୍ୟାରେ ଭୂମିପୂଜନ ହୋଇଛି । ସାରା ଦେଶରେ ଖୁସିର ବାନା ଉଡି ‘ଜୟ ଶୀ୍ରରାମ’ ନାରାରେ କମ୍ପି ଉଠୁଥିବା ସହ ସୋସିଆଲ୍ ମିଡିଆରେ ମଧ୍ୟ ଶୀ୍ରରାମଙ୍କର ମନ୍ଦିରକୁ ନେଇ ବହୁତ ଗୁଡାଏ ଆନନ୍ଦମୁଖର ପୋଷ୍ଟ ଦେଖିବାକୁ!-->…
Read More...
Read More...
ରାମ ମନ୍ଦିର ଆଙ୍କିଲେ ଚିତ୍ରକଳା ଶିଳ୍ପୀ ବାସୁଦେବ ମେହେର
ବଲାଙ୍ଗିର, (କେପିଏନ୍ଏସ୍) : ରାମ ମନ୍ଦିର ଆଙ୍କୁଛନ୍ତି ଚିତ୍ରକଳା ଶିଳ୍ପୀ ବାସୁଦେବ ମେହେର । ଅବସରପ୍ରାପ୍ତ ଚିତ୍ରକଳା ଶିକ୍ଷକ ଶ୍ରୀ ମେହେର ଜଣେ ଉଚ୍ଚକୋଟୀର ଚିତ୍ର ଶିଳ୍ପୀ ହୋଇଥିବା ବେଳେ ଅଯୋଧ୍ୟାରେ ରାମ ମନ୍ଦିରର ଭୂମି ପୂଜନ ଉତ୍ସବରେ ଉତ୍ସାହିତ ହୋଇ ରାମ ମନ୍ଦିର ଆଙ୍କୁଛନ୍ତି । ଅନେକ!-->…
Read More...
Read More...
କମାଲ୍ କରିଛନ୍ତି ଶିଶୁ କଳାକାର ବିଶ୍ୱନାଥ ପରିଡା
କଟକ, (କେପିଏନ୍ଏସ୍) : ମଞରୀ ଚ୍ୟାନାଲ୍ ପ୍ରସ୍ତୁତ କରୁଥିବା ‘ବହୁ ଆମର ଏନଆରଆଇ’ ଧାରାବାହିକାରେ ଶିଶୁ କଳାକାର ବିଶ୍ୱନାଥ ପରିଡା ଅଭିନୟ କରିଛନ୍ତି । ଏହି ଧାରାବାହିକାରେ ସେ ଜଣେ ବିଧାୟକର ନାତି ଭାବରେ ଅଭିନୟ କରିଥିବା ବେଳେ ଏବେ ବିଶ୍ୱ ମହାମାରୀ କରୋନା ଯୋଗୁଁ ଏହାର ସୁଟିଂକୁ ବନ୍ଦ!-->…
Read More...
Read More...
ସୁସ୍ଥ ହେଲେ ବିଗ୍ ବି
ମୁମ୍ବାଇ, (କେପିଏନ୍ଏସ୍) : କରୋନା ସଂକ୍ରମଣରୁ ମୁକ୍ତ ହୋଇଛନ୍ତି ବଲିଉଡ଼୍ ‘ବିଗ୍ ବି’ ଅଭିନେତା ଅମିତାଭ ବଚ୍ଚନ । ଦୀର୍ଘ ୨୩ ଦିନ ଚିକିତ୍ସା ହେବା ପରେ ଆରୋଗ୍ୟ ଲାଭ କରିଛନ୍ତି ସେ । ନାନାବତୀ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି ଅମିତାଭ୍ । ଅଥଚ ବର୍ତ୍ତମାନ ପର୍ଯ୍ୟନ୍ତ ଚିକିତ୍ସାଧୀନ!-->…
Read More...
Read More...
ଆଜି ଦିନ ୩ଟାରେ ରିଲିଜ୍ ହେବ ‘ରାକ୍ଷୀ’
ବଲାଙ୍ଗିର, (କେପିଏନ୍ଏସ୍) : ଭାଇ ଭଉଣୀର ଅତୁଟ ବନ୍ଧନକୁ ନେଇ ଜେବି ଫିଲ୍ମସ୍ ଦ୍ୱାରା ରିଲିଜ୍ ହେବାକୁ ଥିବା ଏକ ଭିନ୍ନ ଧରଣର କ୍ଷୁଦ୍ର ଚଳଜିତ୍ର ‘ରାକ୍ଷୀ’ ଆଜି ଅପରାହ୍ନ ୩ ଟାରେ ରିଲିଜ୍ ହେବାକୁ ଯାଉଛି । ଏଥିରେ ଅଶୋକ ଦୀପ ନିଦେ୍ର୍ଧଶନା ଦେଇଛନ୍ତି । କାହାଣୀକୁ ସାଗର କୁମାର ପ୍ରସ୍ତୁତ!-->…
Read More...
Read More...