Browsing Category

ଦେଶ ବିଦେଶ

ଓଡ଼ିଶା ପର୍ବ ୨୦୨୪ରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (୨୨ ନଭେମ୍ବର ୨୦୨୪)ରେ ନୂଆଦିଲ୍ଲୀଠାରେ ଆୟୋଜିତ ଓଡ଼ିଶା ପର୍ବ ୨୦୨୪ରେ ଅଂଶଗ୍ରହଣ କରିଛନ୍ତି । କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ଓଡ଼ିଶାର କଳା, ସାହିତ୍ୟ, ନୃତ୍ୟ ଓ ବ୍ୟଞ୍ଜନର ସମୃଦ୍ଧ ପରମ୍ପରା
Read More...

ମାନ୍ୟବର ରାଷ୍ଟ୍ରପତିଙ୍କ ଦ୍ୱାରା ‘ଓଡ଼ିଶା ପର୍ବ -୨୦୨୪’ ଉଦ୍‌ଘାଟିତ

ଓଡ଼ିଶାର ପରିଚୟକୁ ବିଶ୍ୱବିଦିତ କରାଇବା - ଧର୍ମେନ୍ଦ୍ର ପ୍ରଧାନ‘ଓଡ଼ିଶା ପର୍ବ’ ଦିଲ୍ଲୀରେ ଓଡ଼ିଶାର ଭାବାବେଗକୁ ପ୍ରତିଫଳିତ କରିବାର ଏକ ଉତ୍କୃଷ୍ଟ ମଞ୍ଚଏହି ପର୍ବ ଓଡ଼ିଆଙ୍କ ସମୃଦ୍ଧ ଓ ସ୍ୱତନ୍ତ୍ର ପରିଚୟକୁ ବିଶ୍ୱବିଦିତ କରାଇବାରେ ବଡ଼ ଭୂମିକା ଗ୍ରହଣ କରିବଓଡ଼ିଶାର ପର୍ବ ପର୍ବାଣୀ ଓ
Read More...

ଆଇଏଫ୍‌ଏଫ୍‌ଆଇ ୨୦୨୪ରେ ଭବ୍ୟ ବାଲୁକା କଳାକୁ ଉଦ୍‌ଘାଟନ କଲେ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ

ଗୋଆର ମୀରାମାର ବେଳାଭୂମିରେ ସୁଦର୍ଶନ ପଟ୍ଟନାୟକଙ୍କ ଚମତ୍କାର ବାଲୁକା କଳାକୃତି ପ୍ରଦର୍ଶିତଭାରତୀୟ ସିନେମା ଓ ସଙ୍ଗୀତ ଜଗତର କିମ୍ବଦନ୍ତୀ ଅକ୍କିନେନି ନାଗେଶ୍ୱର ରାଓ, ତପନ ସିହ୍ନା, ମହମ୍ମଦ ରଫି ଏବଂ ରାଜ କପୁରଙ୍କୁ ଶ୍ରଦ୍ଧାଞ୍ଜଳିସୁନ୍ଦର ବେଳାଭୂମି ସହ ଗୋଆରେ ବାଲୁକା କଳା ପ୍ରଶିକ୍ଷଣ
Read More...

ବାହାମାସ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୦ ତାରିଖରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ବାହାମାସର ପ୍ରଧାନମନ୍ତ୍ରୀ ଶ୍ରୀ ଫିଲିପ୍ ଡେଭିସଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ । ଦୁଇ ନେତା ଆର୍ଥିକ ସହଯୋଗ,
Read More...

ଗୁୟାନାର ପ୍ରମୁଖ କ୍ରିକେଟରଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

ଭାରତ ଓ ଗୁୟାନାକୁ କ୍ରିକେଟ ଅଧିକ ନିକଟତର କରିଛି ଏବଂ ସାଂସ୍କୃତିକ ସମ୍ପର୍କକୁ ଗଭୀର କରିଛି : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ପ୍ରମୁଖ କ୍ରିକେଟ ଖେଳାଳିଙ୍କ ସହ ମତ ବିନିମୟ ଅବସରରେ କହିଥିଲେ, କ୍ରିକେଟ ଭାରତ ଓ ଗୁୟାନାକୁ
Read More...

ଡକ୍ଟର ହରେକୃଷ୍ଣ ମହତାବ ଜଣେ ମହାନ ବ୍ୟକ୍ତିତ୍ୱ ଥିଲେ ଯିଏକି ଭାରତକୁ ସ୍ୱାଧୀନ କରିବା ଏବଂ ପ୍ରତ୍ୟେକ ଭାରତୀୟଙ୍କ ପାଇଁ…

ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତକୁ ସ୍ୱାଧୀନ କରିବା ଏବଂ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ସମ୍ମାନଜନକ ଓ ସମାନତାପୂର୍ଣ୍ଣ ଜୀବନ ସୁନିଶ୍ଚିତ କରିବା ଲାଗି ନିଜ
Read More...

ବିଶ୍ୱ ବ୍ୟାଙ୍କର ‘ଜବ୍ସ ଆଟ୍ ୟୋର୍ ଡୋର୍ ଷ୍ଟେପ୍’ ରିପୋର୍ଟ୍ ଉନ୍ମୋଚିତ ଚାକିରି ଏବଂ ରୋଜଗାରର…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ କରକମଳରେ ଉନ୍ମୋଚିତ 'ଜବ୍ସ ଆଟ୍ ୟୋର୍ ଡୋର୍ ଷ୍ଟେପ୍' ରିପୋର୍ଟ ଉନ୍ମୋଚିତଓଡ଼ିଶା, ହିମାଚଳ ପ୍ରଦେଶ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ରାଜସ୍ଥାନ ରାଜ୍ୟ
Read More...

ପ୍ରଧାନମନ୍ତ୍ରୀଙ୍କୁ ଗୁୟାନାର ଅର୍ଡର୍ ଅଫ୍ ଏକ୍ସଲେନ୍ସରେ ସମ୍ମାନିତ

ନୂଆଦିଲ୍ଲୀ, (ପିଆଇବି) : ଗୁୟାନାର ରାଷ୍ଟ୍ରପତି ଆଜି ଷ୍ଟେଟ୍ ହାଉସ୍ରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ 'ଦ ଅଡର୍ ଅଫ୍ ଏକ୍ସଲେନ୍ସ' ପ୍ରଦାନ କରିଛନ୍ତି । ଜଣେ ଦୂରଦର୍ଶୀ ରାଜନେତା ରୂପରେ ବିଶ୍ୱ ମଞ୍ଚରେ ବିକାଶଶୀଳ ରାଷ୍ଟ୍ରଙ୍କ ଦାବି
Read More...

ଡଃ. ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଇତିହାସ ଭବିଷ୍ୟତର ଆଇନା ଭାବେ କାମ କରୁଛି- ଧର୍ମେନ୍ଦ୍ର ପ୍ରଧାନ

ଡଃ. ମହତାବଙ୍କ ୧୨୫ତମ ଜୟନ୍ତୀ ବାର୍ଷିକୀ ସମାରୋହରେ ଯୋଗଦେଇଥିବାରୁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଲେଡ. ମହତାବଙ୍କ ଜୟନ୍ତୀକୁ ଭବ୍ୟ ସମାରୋହ ଭାବେ ପାଳନ କରିବା ପାଇଁ କମିଟି ଗଠନ କରିଥିବାରୁ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେଓଡ଼ିଆ ଅସ୍ମିତାର ଜୀବନ୍ତ
Read More...

ଆବାସ ଦିବସ ୨୦୨୪ ପାଳନ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା – ଗ୍ରାମୀଣ ମାଧ୍ୟମରେ ଗ୍ରାମୀଣ ଭାରତକୁ ସଶକ୍ତ କରିବା

ପିଏମ୍‌ଏୱାଇ-ଜି ୨୦୨୪-୨୯ ଆର୍ଥିକ ବର୍ଷ ପାଇଁ ୨ କୋଟି ଅଧିକ ଘର ଏବଂ ୩.୦୬ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ ସହିତ ଏହାର ପରିସରକୁ ବ୍ୟାପକ କରିଛିମହିଳା ସଶକ୍ତୀକରଣ ଉପରେ ଧ୍ୟାନ ଦିଆଯାଇଛି : ପିଏମ୍‌ଏୱାଇ-ଜି ଗୃହ ଗୁଡିକର ୭୪% ମହିଳାମାନଙ୍କ ମାଲିକାନାରେ ଅଛି, ୧୦୦% ମାଲିକାନା ପାଇଁ ଲକ୍ଷ୍ୟ
Read More...