Browsing Category

ଦେଶ ବିଦେଶ

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ପାଳନ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ

ନୂଆଦିଲ୍ଲୀ, (ପିଆଇବି) : ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ଉତ୍ସବ ସହକାରେ ପାଳନ କରିବା ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟିରେ ଗୃହ ଓ ସମବାୟ ବ୍ୟାପାର ମନ୍ତ୍ରୀ ଅମିତ ଶାହ
Read More...

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବକୁ ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ…

ନୂଆଦିଲ୍ଲୀ, (ପିଆଇବି) : ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ପୂର୍ବାହ୍ନ ସାଢ଼େ ୧୧ଟାରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ । ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ
Read More...

ଦୀର୍ଘସ୍ଥାୟୀ ବିକାଶ ଏବଂ ଶକ୍ତି ସଂକ୍ରମଣ ଉପରେ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ନୂଆଦିଲ୍ଲୀ, (ପିଆଇବି) : ଅଧିବେଶନର ପ୍ରସଙ୍ଗ ବହୁତ ପ୍ରାସଙ୍ଗିକ, ଆମର ଭାବୀ ପିଢ଼ିର ଭବିଷ୍ୟତ ସହ ଯୋଡ଼ି ହୋଇ ରହିଛି । ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀରେ ଏସ୍‌ଡିଜିକୁ ଗତି ଦେବା ପାଇଁ ଆମେ ବାରାଣସୀ କାର୍ଯ୍ୟକାରିତା ଯୋଜନାକୁ ଆଦରିଥିଲୁ । ୨୦୩୦ ପର୍ଯ୍ୟନ୍ତ ଅକ୍ଷୟ ଶକ୍ତିକୁ ତିନି ଗୁଣା
Read More...

ବୀର ଗାଥା ୪.୦ ପ୍ରକଳ୍ପରେ ସମସ୍ତ ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧.୭୬ କୋଟିରୁ ଅଧିକ ବିଦ୍ୟାଳୟ ଛାତ୍ରଛାତ୍ରୀ…

ନୂଆଦିଲ୍ଲୀ, (ପିଆଇବି) : ବୀର ଗାଥା ୪.୦ ପ୍ରକଳ୍ପରେ ସମସ୍ତ ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧.୭୬ କୋଟିରୁ ଅଧିକ ସ୍କୁଲ ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରିଛନ୍ତି । ସଶସ୍ତ୍ର ବାହିନୀର ଅଧିକାରୀ/ଯବାନଙ୍କ ସାହସିକତା ଓ ବଳିଦାନକୁ ସମ୍ମାନ ଜଣାଇ ଛାତ୍ରଛାତ୍ରୀମାନେ କବିତା,
Read More...

ପ୍ରଯୁକ୍ତିବିଦ୍ୟାକୁ ଏକୀକୃତ କରିବା ପାଇଁ ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ସକ୍ରିୟ ଭାବେ କାର୍ଯ୍ୟ କରୁଛି :…

ନୂଆଦିଲ୍ଲୀ, (ପିଆଇବି) : ଏକ ସୁସ୍ଥ ପୃଥିବୀ ହିଁ ଏକ ଉତ୍ତମ ପୃଥିବୀ ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ପ୍ରଯୁକ୍ତିବିଦ୍ୟାକୁ ଏକୀକୃତ କରିବା ପାଇଁ ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ସକ୍ରିୟ ଭାବେ କାର୍ଯ୍ୟ କରୁଛି । ଏହି ପରିପ୍ରେକ୍ଷୀରେ ଭାରତ ବିଶ୍ୱସ୍ତରୀୟ
Read More...

ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଏବଂ ଶାସନ ପାଇଁ ଡାଟା ଉପରେ ଘୋଷଣାନାମା – ବିଭିନ୍ନ ଜି-୨୦ ଦେଶ, ଅତିଥି…

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱର ଅଭିବୃଦ୍ଧି ହାର ମହାମାରୀ ପୂର୍ବ ସମୟ ପର୍ଯ୍ୟନ୍ତ ହାରାହାରୀ ୪ ପ୍ରତିଶତ ରହିଥିଲା, ବର୍ତ୍ତମାନ ଏହା ୩ ପ୍ରତିଶତରୁ ସାମାନ୍ୟ ଉପରେ ରହିଛି ଯାହାକି ଚଳିତ ଶତାବ୍ଦୀ ଆରମ୍ଭ ପରଠାରୁ ସର୍ବନିମ୍ନ । ଏହାସହିତ ପ୍ରଯୁକ୍ତିବିଦ୍ୟା ଦୃତଗତିରେ ଆଗକୁ ବଢ଼ୁଛି ଏବଂ
Read More...

ଗୁଜରାଟର ଗାନ୍ଧୀନଗରଠାରେ ଆୟୋଜିତ ୫୦ତମ ସର୍ବଭାରତୀୟ ପୋଲିସ ବିଜ୍ଞାନ ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ସମ୍ବୋଧିତ କଲେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ଏହାର ଆଭ୍ୟନ୍ତରୀଣ ନିରାପତ୍ତା ଏବଂ ଅପରାଧିକ ନ୍ୟାୟ ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଦେଖିଛିଆଗାମୀ ୧୦ ବର୍ଷ ମଧ୍ୟରେ ଭାରତର ଅପରାଧିକ ନ୍ୟାୟ ବ୍ୟବସ୍ଥା ବିଶ୍ୱର ସବୁଠାରୁ ଆଧୁନିକ, ବୈଜ୍ଞାନିକ ଏବଂ ଦ୍ରୁତତମ ହେବପୋଲିସ ବିଜ୍ଞାନ
Read More...

ଗ୍ରାମୀଣ ଭାରତ ପାଇଁ ଏକ ଉନ୍ନତ ଭବିଷ୍ୟତ ନିର୍ମାଣ

ନୂଆଦିଲ୍ଲୀ, (ପିଆଇବି) : ୨୦୧୪ ମେ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ଏବଂ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଗରିବ ଲୋକଙ୍କ ପାଇଁ ପକ୍କା ଘର ନିର୍ମାଣ ଏବଂ ଯୋଗାଣ ପାଇଁ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତା ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହରାଞ୍ଚଳ (୨୦୧୫) ଏବଂ ଗ୍ରାମୀଣ (୨୦୧୬)ର
Read More...

କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଗୁଜରାଟର ସାବରକାଣ୍ଠା ଜିଲ୍ଲାର ହିମ୍ମତନଗରରେ ୮୦୦ ମେଟ୍ରିକ୍ ଟନ୍…

ସାବର ଡାଏରୀ ଆକାରରେ ରୋପଣ କରାଯାଇଥିବା ବୀଜ ଆଜି ଏକ ବଟବୃକ୍ଷରେ ପରିଣତ ହୋଇଛି, ଯାହା ସାଢ଼େ ୩ ଲକ୍ଷରୁ ଅଧିକ ପରିବାରକୁ ଜୀବିକା ପ୍ରଦାନ କରୁଛିଜୈବିକ ଚାଷ କରୁଥିବା କୃଷକମାନେ ସେମାନଙ୍କ ଉତ୍ପାଦର ଉଚିତ ମୂଲ୍ୟ ପାଇବାକୁ ସୁନିଶ୍ଚିତ କରିବା ଏବଂ ଏସବୁ ଉତ୍ପାଦର ରପ୍ତାନିକୁ ସୁଗମ କରିବା
Read More...

ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ବ୍ରାଜିଲର ରିଓ ଡି ଜେନେରିଓରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀ ଲୁଇସ୍ ମୋଣ୍ଟେନେଗ୍ରୋଙ୍କୁ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା । ଏପ୍ରିଲ ୨୦୨୪ରେ ପଦଭାର
Read More...