Browsing Category
ଦେଶ ବିଦେଶ
ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି…
ଭଗବାନ ବିର୍ସା ମୁଣ୍ଡାଙ୍କ ସମ୍ମାନରେ ସ୍ମାରକୀ ମୁଦ୍ରା ଓ ଡାକ ଟିକଟର ଉନ୍ମୋଚନବିହାରରେ ୬୬୪୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସଆଦିବାସୀ ସମାଜ ହିଁ ରାଜକୁମାର ରାମଙ୍କୁ ଭଗବାନ ରାମ ରେ ପରିଣତ କରିଛି, ଆଦିବାସୀ ସମାଜ ହିଁ ଭାରତର ସଂସ୍କୃତି ଓ!-->…
Read More...
Read More...
ଜନଜାତିୟ ଗୌରବ ଦିବସ ଅବସରରେ ନଭେମ୍ବର ୧୫ରେ ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ ଆରମ୍ଭ ହୋଇଛି୬୬୪୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀଆଦିବାସୀ ସମ୍ପ୍ରଦାୟର ସମୃଦ୍ଧ ଇତିହାସ ଏବଂ ଐତିହ୍ୟର ସଂରକ୍ଷଣ ପାଇଁ ପ୍ରଧାନମନ୍ତ୍ରୀ ଦୁଇଟି ଆଦିବାସୀ!-->…
Read More...
Read More...
ନଭେମ୍ବର ୧୪ ଓ ୧୫ ତାରିଖରେ ଭୁବନେଶ୍ୱରରେ ‘ଚିନ୍ତନ ଶିବିର’ ଆୟୋଜନ କରିବ ଏମ୍ଏନ୍ଆର୍ଇ
'ଚିନ୍ତନ ଶିବିର'ରେ ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍ ଲକ୍ଷ୍ୟ ହାସଲ ଏବଂ ୨୦୪୭ ସୁଦ୍ଧା ୧୮୦୦ ଗିଗାୱାଟ୍ର ପରବର୍ତ୍ତୀ ଲକ୍ଷ୍ୟ ଆଡ଼କୁ ଅଗ୍ରଗତି ପାଇଁ ରଣନୀତି ଉପରେ ବିଚାର ବିମର୍ଶ ହେବ
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ନଭେମ୍ବର ୧୪!-->!-->!-->…
Read More...
Read More...
ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସର ୱେବସାଇଟ୍ ଉନ୍ମୋଚନ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍. ଜୟଶଙ୍କର ଏବଂ…
ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ଓ ଉଦ୍ଯାପନୀ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି
ନୂଆଦିଲ୍ଲୀ, (ପିଆଇବି) : ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍ ଜୟଶଙ୍କର ଏବଂ ଓଡ଼ିଶା!-->!-->!-->…
Read More...
Read More...
ମହାତ୍ମା ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ବାର୍ତ୍ତାକୁ ମନେ ପକାଇ ୫୫ତମ ଆଇଏଫ୍ଏଫ୍ଆଇରେ ସମ୍ମାନଜନକ ଆଇସିଏଫଟି-ୟୁନେସ୍କୋ…
ଆଇଏଫ୍ଏଫ୍ଆଇରେ ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ: ଶାନ୍ତି ଓ ମାନବିକତାକୁ ସିନେମା ଜରିଆରେ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ୫୫ତମ ସଂସ୍କରଣରେ ସମ୍ମାନଜନକ ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ ପାଇଁ ଆନୁଷ୍ଠାନିକ!-->!-->!-->…
Read More...
Read More...
ଚତୁର୍ଥ ସିଓଡିଆର୍ଆର୍ କର୍ମଶାଳାରେ ‘‘ହିମବାହ ହ୍ରଦ ବିସ୍ଫୋରଣ ବନ୍ୟା (ଜିଏଲ୍ଓଏଫ୍) ବିପଦ ହ୍ରାସ ପାଇଁ ରଣନୀତି’’…
‘‘କେବଳ ବିପତ୍ତି ମୁକାବିଲା ନୁହେଁ ବରଂ ସହନଶୀଳ ପଦକ୍ଷେପ ବିକଶିତ କରିବା’ ଏବଂ ଜିଏଲ୍ଓଏଫ୍ ବିପଦ ଭଳି ଆହ୍ୱାନର ମୁକାବିଲା ପାଇଁ ସହଯୋଗ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁରୁତ୍ବ ଉପରେ ଜୋର ଦେଲେ ଡକ୍ଟର ମିଶ୍ରହିମବାହ ହ୍ରଦ ସହ ଜଡ଼ିତ ବିପତ୍ତି ପ୍ରଶମନ ଏବଂ ଆମ ଭବିଷ୍ୟତ ପିଢ଼ି!-->…
Read More...
Read More...
କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଚ୍ଚ ଶିକ୍ଷା ଏବଂ ବୈଷୟିକ ଶିକ୍ଷା ଉପରେ ଆୟୋଜିତ ରାଷ୍ଟ୍ରୀୟ କର୍ମଶାଳା ଉଦ୍ଘାଟିତ
ଶିକ୍ଷା ଭିତ୍ତିଭୂମିର ବିକାଶ କରି ଦେଶକୁ ଉତ୍ପାଦନକାରୀ ଅର୍ଥନୀତିରେ ପରିଣତ କରିବା : ଧର୍ମେନ୍ଦ୍ର ପ୍ରଧାନଯୋଗଦେଲେ ସମସ୍ତ ରାଜ୍ୟ ଓ କେନ୍ଦ୍ରୀୟ ଶାସିତ ଅଞ୍ଚଳର ଉଚ୍ଚ ଶିକ୍ଷା ବିଭାଗର ସଚିବଏକାଡେମିକ୍ ଲିଡର୍ ଓ ପ୍ରଶାସକମାନଙ୍କ ପାଇଁ ୫ଟି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଉପରେ ଦୃଷ୍ଟି ଦେବାକୁ!-->…
Read More...
Read More...
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପୂର୍ବରୁ ଜାମୁଇଠାରେ ଆୟୋଜିତ ଜନଜାତୀୟ ଗୌରବ ଦିବସ ପାଳନ ପ୍ରସ୍ତୁତିର ସମୀକ୍ଷା କଲେ…
ଆଦିବାସୀଙ୍କୁ ସଶକ୍ତ କରିବା ପାଇଁ ସରକାରଙ୍କ ପ୍ରୟାସ ଉପରେ ଆଲୋକପାତ କଲେ ମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଜନଜାତୀୟ ଗୌରବ ଦିବସ ପାଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତୀକ୍ଷିତ ଗସ୍ତ ପୂର୍ବରୁ ଜାମୁଇରେ ପହଞ୍ଚିଥିଲେ ।!-->!-->!-->…
Read More...
Read More...
ଭାରତର ରାଜନୈତିକ ସ୍ଥିରତା ପୋଷାକ ଶିଳ୍ପକୁ ପ୍ରୋତ୍ସାହିତ କରିଛି
ନୂଆଦିଲ୍ଲୀ, (ପିଆଇବି) : ଆମେରିକାର ଅନ୍ତର୍ଜାତୀୟ ବାଣିଜ୍ୟ ଆୟୋଗ (ୟୁଏସ୍ ଆଇଟିସି)ର ଏକ ସଦ୍ୟ ରିପୋର୍ଟ ମାଧ୍ୟମରେ ବିଶ୍ୱ ସ୍ତରୀୟ ପୋଷାକ ଉତ୍ପାଦନ କେନ୍ଦ୍ର ଭାବରେ ଭାରତର ବୃଦ୍ଧି ପାଉଥିବା ଆକର୍ଷଣକୁ ସ୍ୱୀକାର କରାଯାଇଛି, ଯେଉଁଥିରେ ରାଜନୈତିକ ସ୍ଥିରତାକୁ ଏକ ପ୍ରମୁଖ କାରଣ ଭାବରେ!-->…
Read More...
Read More...
ଆସନ୍ତା କାଲିଠାରୁ ଭୁବନେଶ୍ୱରରେ ପଞ୍ଚମ ଜାତୀୟ ଇଏମ୍ଆର୍ଏସ୍ ସାଂସ୍କୃତିକ ଓ ସାହିତ୍ୟ ମହୋତ୍ସବ ଏବଂ କଳା ଉତ୍ସବ
ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ
ନୂଆଦିଲ୍ଲୀ, (ପିଆଇବି) : ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଥିବା ଜାତୀୟ ଶିକ୍ଷା ସମିତି (ଏନ୍ଇଏସ୍ଟିଏସ୍) ପକ୍ଷରୁ ୫ମ ଜାତୀୟ ଇଏମ୍ଆରଏସ୍ ସାଂସ୍କୃତିକ ଓ ସାହିତ୍ୟ ଉତ୍ସବ ଏବଂ କଳା ଉତ୍ସବ-୨୦୨୪ ଅନୁଷ୍ଠିତ ହେବ । ଆସନ୍ତା ନଭେମ୍ବର ୧୨ରୁ ୧୫!-->!-->!-->…
Read More...
Read More...