Browsing Category

ଦେଶ ବିଦେଶ

ପ୍ରମୁଖ ମାଇଲଖୁଣ୍ଟ ହାସଲ କଲା ପୂର୍ବତଟ ରେଳପଥ : ଭୁବନେଶ୍ୱରର ଭିଏସ୍ଏସ୍ ନଗର ଠାରେ ତିନି ଘଣ୍ଟା ମଧ୍ୟରେ ରୋଡ ଓଭର…

ଭୁବନେଶ୍ୱର, (ପିଆଇବି) : ଏକ ଉଲ୍ଲେଖନୀୟ ଇଞ୍ଜିନିୟରିଂ କାର୍ଯ୍ୟରେ, ପୂର୍ବତଟ ରେଳପଥ ମାତ୍ର ତିନି ଘଣ୍ଟା ମଧ୍ୟରେ ପ୍ରତ୍ୟକ ୩୬ ମିଟର ଲମ୍ବ ପାଞ୍ଚଗୋଟି ଷ୍ଟିଲ୍ ଗାର୍ଡ଼ର (ଯାହାର ଓଜନ ପ୍ରତ୍ୟକ ୩୫ ଟନ୍) କୁ ସଫଳତାର ସହ ସ୍ଥାପନ କରାଯାଇଅଛି । ଭୁବନେଶ୍ୱର ଏବଂ ମଞ୍ଚେଶ୍ୱର ରେଳ ଷ୍ଟେସନ
Read More...

ଆସନ୍ତା ବର୍ଷ ପ୍ରାରମ୍ଭରେ ଭାରତ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ ଆୟୋଜନ କରିବ, ଯେଉଁଥିରେ…

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ସଞ୍ଜୟ ଜାଜୁ କହିଛନ୍ତି ଯେ, ୱେଭ୍ସ ଭାରତକୁ ଗଣମାଧ୍ୟମ ଓ ମନୋରଞ୍ଜନ କ୍ଷେତ୍ରରେ ଏକ ଅତୁଳନୀୟ ବିଶ୍ୱ ଶକ୍ତି ଭାବରେ ଅବସ୍ଥାପିତ କରିବଉଦ୍‌ଘାଟିତ ହେଲା ୱେଭ୍ସର 'କ୍ରିଏଟ୍ ଇନ୍ ଇଣ୍ଡିଆ' ଚ୍ୟାଲେଞ୍ଜ ସିଜନ-୧, ଯୁବବର୍ଗଙ୍କୁ ଅଧିକ ସଂଖ୍ୟକ ଅଂଶଗ୍ରହଣ
Read More...

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ୱାର୍ଲ୍ଡ ଫୁଡ୍…

ଖାଦ୍ୟ ନିୟାମକଙ୍କ ଭୂମିକା କେବେ ବି ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇ ରହିନାହିଁ ଏବଂ ଏହା ନିରନ୍ତର ସହଯୋଗ, ନିରବଚ୍ଛିନ୍ନ ଉଦ୍ଭାବନ ଏବଂ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ନିରନ୍ତର ଉନ୍ନତି ପାଇଁ ପ୍ରତିଶ୍ରୁତିବଦ୍ଧତା ଆବଶ୍ୟକ କରେ : ଜେପି ନଡ୍ଡାଆନ୍ତର୍ଜାତୀୟ ବାଣିଜ୍ୟ, ଖାଦ୍ୟ ଉତ୍ପାଦନ
Read More...

ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଛତିଶଗଡ଼ର ନକ୍ସଲ ହିଂସାରେ ପୀଡ଼ିତଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ଗୃହ ତଥା ସମବାୟ…

ନକ୍ସଲବାଦ ଉଭୟ ମାନବିକତା ଓ ଦେଶର ଆଭ୍ୟନ୍ତରୀଣ ନିରାପତ୍ତା ପାଇଁ ବିପଦପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ନକ୍ସଲବାଦକୁ ସମ୍ପୂର୍ଣ୍ଣ ରୂପେ ନିପାତ କରିବାକୁ ପ୍ରତିଶ୍ରୁତିବଦ୍ଧଯେଉଁମାନେ ନକ୍ସଲଙ୍କ ମାନବିକ ଅଧିକାରକୁ ସମର୍ଥନ କରୁଛନ୍ତି
Read More...

ବେଆଇନ ଅର୍ଥ କାରବାର ଏବଂ ଆତଙ୍କବାଦକୁ ପାଣ୍ଠିଯୋଗାଣ ସମେତ ଆର୍ଥିକ ଅପରାଧ ମୁକାବିଲା କ୍ଷେତ୍ରରେ ଭାରତର ପ୍ରୟାସକୁ…

ଏଫ୍‌ଏଟିଏଫ୍‌ ଦ୍ୱାରା ସର୍ବୋଚ୍ଚ ମାନ୍ୟତା ରୂପେ ଭାରତକୁ ‘ନିୟମିତ ଅନୁସରଣ’ ଶ୍ରେଣୀରେ କରାଗଲା ସ୍ଥାନିତ ନୂଆଦିଲ୍ଲୀ, (ପିଆଇବି) : ବେଆଇନ ଅର୍ଥ କାରବାର ଏବଂ ଆତଙ୍କବାଦକୁ ପାଣ୍ଠି ଯୋଗାଣ ସମେତ ବିଭିନ୍ନ ବେଆଇନ ଆର୍ଥିକ ଗତିବିଧି ମୁକାବିଲା କ୍ଷେତ୍ରରେ ପଦକ୍ଷେପ ଗ୍ରହଣ କରିବାରେ ଭାରତର
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ୧୦୦ ଦିନରେ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ନିଆଯାଇଥିବା…

କୃଷି ଓ କୃଷକ କଲ୍ୟାଣର ବିକାଶ ପାଇଁ ଆମର ୬ ସୂତ୍ରୀ ରଣନୀତି ରହିଛି : ଶ୍ରୀ ଚୌହାନଜଳବାୟୁ ଅନୁକୂଳ, ପୋକ ପ୍ରତିରୋଧୀ ଏବଂ ଅଧିକ ଅମଳକାରୀ ୬୫ ଟି ଫସଲର ୧୦୯ଟି ନୂତନ ବିହନ ଚାଷୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଉତ୍ସର୍ଗ କରିଛନ୍ତି : କେନ୍ଦ୍ର କୃଷି ମନ୍ତ୍ରୀସରକାରଙ୍କ ୧୦୦ ଦିନିଆ
Read More...

ୱାର୍ଲ୍ଡ ଫୁଡ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ, (ପିଆଇବି) : ୱାର୍ଲ୍ଡ ଫୁଡ ଇଣ୍ଡିଆ-୨୦୨୪ର ଆୟୋଜନ ବିଷୟରେ ଜାଣି ଖୁସି ହେଲି । ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରତିନିଧିମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା । ୱାର୍ଲ୍ଡ ଫୁଡ ଇଣ୍ଡିଆ - ୨୦୨୪ରେ ଅନେକ ଦେଶର ପ୍ରତିନିଧି ଅଂଶ ଗ୍ରହଣ କରିଥିବାରୁ ଏହା ବୈଶ୍ୱିକ ଖାଦ୍ୟ
Read More...

ଭୁବନେଶ୍ୱରରେ ପୂର୍ବାଞ୍ଚଳ ରାଜ୍ୟମାନଙ୍କ ସହ ଚତୁର୍ଥ ଆଞ୍ଚଳିକ ବୈଠକ କରିବ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶା, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଛତିଶଗଡ଼ର ଆଞ୍ଚଳିକ ବୈଠକ ଆସନ୍ତା ୨୦.୦୯.୨୦୨୪ (ଶୁକ୍ରବାର) ଭୁବନେଶ୍ୱରରେ ଅନୁଷ୍ଠିତ ହେବ । ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଶ୍ରମ ସଂସ୍କାର, ଅଣସଂଗଠିତ ଶ୍ରମିକମାନଙ୍କର
Read More...

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିଶେଷ ଅଭିଯାନ ୪.୦ରେ ଭାଗ ନେବା ପାଇଁ ପ୍ରସ୍ତୁତି

ଏହି ଅଭିଯାନରେ ୨ରୁ ୩୧ ଅକ୍ଟୋବର ୨୦୨୪ ମଧ୍ୟରେ ସ୍ୱଚ୍ଛତାରେ ସୁଧାର ଏବଂ ବକେୟା ମାମଲାର ସମାଧାନ ଉପରେ ଗୁରୁତ୍ୱ ଦିଆଯିବ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଷ୍ଟିକୋଣ ଦ୍ୱାରା ଅନୁପ୍ରାଣିତ ହୋଇ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଏହାର କ୍ଷେତ୍ରୀୟ
Read More...

ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ

୭୯,୧୫୬ କୋଟି ଟଙ୍କାର ବଜେଟ୍‌ରେ ଆକାଂକ୍ଷୀ ଜିଲ୍ଲାଗୁଡ଼ିକର ୬୩,୦୦୦ରୁ ଅଧିକ ଆଦିବାସୀ ବହୁଳ ଗାଁ ଓ ଆଦିବାସୀ ଗାଁକୁ ପୂର୍ଣ୍ଣ ବିକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ
Read More...