Browsing Category
ଦେଶ ବିଦେଶ
ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ନୂଆଁଖାଇ ଅବସରରେ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ ଦେଶର ଚାଷୀଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି : 'ନୂଆଁଖାଇ ଜୁହାର୍' ନୂଆଁଖାଇର ବିଶେଷ!-->…
Read More...
Read More...
ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ପୁରସ୍କାର ବିଜେତାମାନେ ପ୍ରଧାନମନ୍ତ୍ରୀଙ୍କ ସହ ଶିକ୍ଷାଦାନ ଅଭିଜ୍ଞତା ଏବଂ ଶିକ୍ଷଣକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସେମାନଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ଅଭିନବ କୌଶଳ ବିଷୟରେ ସୂଚନା ପ୍ରଦାନ କଲେଆଜିର ଯୁବପିଢ଼ିଙ୍କୁ ବିକଶିତ ଭାରତ ପାଇଁ ପ୍ରସ୍ତୁତ କରିବାର ଦାୟିତ୍ୱ ଶିକ୍ଷକଙ୍କ ହାତରେ!-->…
Read More...
Read More...
ଭିଡିଓ କନ୍ଫରେନ୍ସିଂ ଜରିଆରେ ‘ଜଳ ସଞ୍ଚୟ ଜନ ଭାଗିଦାରୀ’ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…
'ଜଳ ସଂରକ୍ଷଣ ଏବଂ ପ୍ରକୃତି ସଂରକ୍ଷଣର ଅନନ୍ୟ ଅଭିଯାନ ଭାରତରେ ଜନଭାଗିଦାରୀ ଏବଂ ଜନ ଆନ୍ଦୋଳନ ସହିତ ଚାଲିଛି'ଜଳ ସଂରକ୍ଷଣ କେବଳ ଏକ ନୀତି ନୁହେଁ, ଏହା ଏକ ପ୍ରୟାସ ଏବଂ ଏକ ଗୁଣ ମଧ୍ୟଭାରତୀୟମାନେ ଜଳକୁ ଭଗବାନଙ୍କ ରୂପ, ନଦୀଗୁଡ଼ିକୁ ଦେବୀ ଏବଂ ସରୋବରକୁ ଦେବତାଙ୍କ ବାସସ୍ଥାନ ଭାବରେ!-->…
Read More...
Read More...
ସିଙ୍ଗାପୁରର ବ୍ୟବସାୟୀ ମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଞ୍ଜି ନିବେଶ, ଭିତ୍ତିଭୂମି, ଉତ୍ପାଦନ, ଶକ୍ତି, ସ୍ଥାୟୀତା ଏବଂ ଲଜିଷ୍ଟିକ୍ସ ସମେତ ସିଙ୍ଗାପୁରର ବିଭିନ୍ନ କ୍ଷେତ୍ରର ଅଗ୍ରଣୀ ସିଇଓମାନଙ୍କର ଏକ ଦଳ ସହିତ ଆଲୋଚନା କରିଛନ୍ତି । ଉପପ୍ରଧାନମନ୍ତ୍ରୀ ମହାମହିମ ଗାନ୍ କିମ୍ ୟୋଙ୍ଗ!-->…
Read More...
Read More...
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ରାଷ୍ଟ୍ରପତି ମହାମହିମ ଥାର୍ମନ ଶନମୁଗରତ୍ନମଙ୍କ ସହ ସାକ୍ଷାତ କରିଛନ୍ତି । ଭାରତ-ସିଙ୍ଗାପୁର ସହଭାଗୀତା ପ୍ରତି ରାଷ୍ଟ୍ରପତି ଥାର୍ମନଙ୍କ ଉତ୍ସାହପୂର୍ଣ୍ଣ ସହଯୋଗକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଉଭୟ!-->…
Read More...
Read More...
ସିଙ୍ଗାପୁରରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ର, ଓଡ଼ିଶାର ପ୍ରଶିକ୍ଷାର୍ଥୀଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର!-->…
Read More...
Read More...
ସିଙ୍ଗାପୁର ଏଇଏମ୍ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ମହାମହିମ ଲରେନ୍ସ ଓଙ୍ଗଙ୍କ ସହ ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ସିଙ୍ଗାପୁରର ଅଗ୍ରଣୀ କମ୍ପାନୀ ଏଇଏମ୍ ପରିଦର୍ଶନ କରିଥିଲେ । ଗ୍ଲୋବାଲ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳାରେ ଏଇଏମର ଭୂମିକା,!-->…
Read More...
Read More...
ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ମହାମହିମ ଲରେନ୍ସ ୱଙ୍ଗଙ୍କୁ ସାକ୍ଷାତ କରିଛନ୍ତି । ସଂସଦ ଭବନରେ ପ୍ରଧାନମନ୍ତ୍ରୀ ଓଙ୍ଗ ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରିଥିଲେ । ଏହି ଆଲୋଚନାରେ ଉଭୟ ନେତା ଭାରତ-ସିଙ୍ଗାପୁର!-->…
Read More...
Read More...
ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଭାରତ ସରକାର, ତ୍ରିପୁରା…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଶାନ୍ତିପୂର୍ଣ୍ଣ, ସମୃଦ୍ଧ ଏବଂ ଉଗ୍ରବାଦ ମୁକ୍ତ ଉତ୍ତର-ପୂର୍ବାଞ୍ଚଳ ଲକ୍ଷ୍ୟ ପୂରଣ ଦିଗରେ ଏହି ବୁଝାମଣା ଏକ ମାଇଲଖୁଣ୍ଟମୋଦୀ ସରକାରଙ୍କ ଉପରେ ବିଶ୍ୱାସ ପ୍ରକଟ କରି ରାଜ୍ୟରେ ୩୫ବର୍ଷ ଧରି ଚାଲିଥିବା ସଂଘର୍ଷର ସମାପ୍ତି ଘଟାଇ ତ୍ରିପୁରାର ବିକାଶ!-->…
Read More...
Read More...
କୃଷି-ଆର୍ଥିକ ଗବେଷଣା କେନ୍ଦ୍ର (ଏଇଆର୍ସି), ସର୍ଦ୍ଦାର ପଟେଲ ବିଶ୍ୱବିଦ୍ୟାଳୟ, ବଲ୍ଲଭ ବିଦ୍ୟାନଗର, ଗୁଜରାଟର…
ନବସୃଜନ, ସହନଶୀଳତା ଓ ବିକାଶର ଏକ ମଡେଲ ଭାବେ ଗତ ୨୪ ବର୍ଷ ମଧ୍ୟରେ ଗୁଜରାଟର ରୂପାନ୍ତରଣ ବିଷୟରେ ଆଲୋକପାତ କଲେ ଡକ୍ଟର ପି.କେ ମିଶ୍ରଗୁଜରାଟ ଜୀବିକା ଭିତ୍ତିକ ଅର୍ଥବ୍ୟବସ୍ଥାରୁ ଏକ ବିବିଧ ଏବଂ ବଜାର ଭିତ୍ତିକ କୃଷି କ୍ଷେତ୍ର ବିକଶିତ କରି ଭାରତର ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ଉଦାହରଣ!-->…
Read More...
Read More...