Browsing Category

ଦେଶ ବିଦେଶ

ଅହମ୍ମଦାବାଦଠାରେ ଗୁଜରାଟ ଲୋକସେବା ଟ୍ରଷ୍ଟ ଦ୍ୱାରା ଆୟୋଜିତ ‘ଲୋକ ସେବା ଉତ୍ସବ’ କାର୍ଯ୍ୟକ୍ରମକୁ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ କଲ୍ୟାଣକାରୀ ରାଷ୍ଟ୍ର ପାଇଁ ସମ୍ବିଧାନ ନିର୍ମାତାଙ୍କ ସ୍ୱପ୍ନକୁ ସାକାର କରିଛନ୍ତିଗୁଜରାଟ ଲୋକସେବା ଟ୍ରଷ୍ଟ ୩୫ ବର୍ଷ ଧରି ଏହାର ଲକ୍ଷ୍ୟ ଦିଗରେ ନିରନ୍ତର କାର୍ଯ୍ୟ କରିଥିବାରୁ ପ୍ରଶଂସାର ଯୋଗ୍ୟଗରିବ କଲ୍ୟାଣର ମନ୍ତ୍ରକୁ ସମାଜର ତୃଣମୂଳ ସ୍ତରରେ କୋଟି
Read More...

ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ଉନ୍ମୋଚନ କରିଥିଲେଉତ୍ତରପୂର୍ବ ହେଉଛି ଭାରତର ଅଷ୍ଟଲକ୍ଷ୍ମୀ : ପ୍ରଧାନମନ୍ତ୍ରୀଅଷ୍ଟଲକ୍ଷ୍ମୀ ମହୋତ୍ସବ ହେଉଛି ଉତ୍ତର-ପୂର୍ବର ଉଜ୍ଜ୍ୱଳ ଭବିଷ୍ୟତର ଉତ୍ସବ । ଏହା ବିକାଶର ଏକ ନୂତନ ସକାଳର ପର୍ବ, ଯାହା ଏକ ବିକଶିତ ଭାରତର ଅଭିଯାନକୁ ଆଗକୁ
Read More...

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ - ଧର୍ମେନ୍ଦ୍ର ପ୍ରଧାନସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗିର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼
Read More...

ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନୂତନ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ନବୋଦୟ ବିଦ୍ୟାଳୟ ଯୋଜନା (କେନ୍ଦ୍ରୀୟ କ୍ଷେତ୍ର ଯୋଜନା) ଅଧୀନରେ ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନବୋଦୟ ବିଦ୍ୟାଳୟ (ଏନ୍‌ଭି) ପ୍ରତିଷ୍ଠା
Read More...

ସାଙ୍କେତିକ ଭାଷା ପାଇଁ ପିଏମ୍‌ ଇ-ବିଦ୍ୟା ଡିଟିଏଚ୍‌ ଚ୍ୟାନେଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଯୋଗାଯୋଗ ପାଇଁ ଶବ୍ଦ ଏକମାତ୍ର ମାଧ୍ୟମ ନୁହେଁ - ଧର୍ମେନ୍ଦ୍ର ପ୍ରଧାନସମସ୍ତଙ୍କ ପାଇଁ ସମାନ ସୁଯୋଗ ନିଶ୍ଚିତ କରିବାରେ ସାଙ୍କେତିକ ଭାଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଏବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତ୍ତିକ ପାଠ୍ୟଖସଡା ଓ ଯୋଗାଯୋଗ କ୍ଷେତ୍ରରେ ହେବ
Read More...

ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କ୍ୟାବିନେଟ୍ ୩୧ ମାର୍ଚ୍ଚ, ୨୦୨୧ରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ପାଇଁ ମୋଟ ୧୦,୯୦୦ କୋଟି ଟଙ୍କା ବଜେଟ୍ ବିଶିଷ୍ଟ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା (ପିଏଲ୍‌ଆଇଏସ୍‌ଏଫ୍‌ସିଆଇ)କୁ ଅନୁମୋଦନ କରିଥିଲା । ୨୦୨୧-୨୨ରୁ ୨୦୨୬-୨୭ ପର୍ଯ୍ୟନ୍ତ ଏହି ଯୋଜନା
Read More...

ଭାରତରେ ଯକ୍ଷ୍ମା ଯୋଗୁଁ ହେଉଥିବା ମୃତ୍ୟୁର ମୁକାବିଲା ପାଇଁ ୭ ଡିସେମ୍ୱର ୨୦୨୪ରେ ହରିୟାଣାର ପଞ୍ଚକୁଲାରେ ୧୦୦ ଦିନିଆ…

ଯକ୍ଷ୍ମା ରୋଗୀଙ୍କ ଚିହ୍ନଟ, ନିଦାନରେ ହେଉଥିବା ବିଳମ୍ୱ ହ୍ରାସ ଓ ଚିକିତ୍ସାରେ ଉନ୍ନତି ଆଣିବାକୁ ୩୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୩୪୭ ଜିଲ୍ଲାରେ, ବିଶେଷ କରି ଅଧିକ ସଂକ୍ରମଣ ହେବାର ଆଶଙ୍କା ଥିବା ବର୍ଗଙ୍କ ମଧ୍ୟରେ ଏହି ଅଭିଯାନକୁ କାର୍ଯ୍ୟକାରୀ କରାଯିବ ନୂଆଦିଲ୍ଲୀ, (ପିଆଇବି) :
Read More...

ଟିବି ନିରୋଧକ ଔଷଧ କମ ରହିଥିବା ଖବର ମିଥ୍ୟା

ନୂଆଦିଲ୍ଲୀ, (ପିଆଇବି) : ବିଭିନ୍ନ ମିଡିଆରେ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶରେ ଟିବି ନିରୋଧକ ଔଷଧ କମ ରହିଥିବା ଖବର ମିଥ୍ୟା ଓ ଭ୍ରମାତ୍ମକ ଅଟେ । ଦେଶର ସମ୍ବେଦନଶୀଳ ୩୪୭ଟି ଜିଲ୍ଲାରେ ଶହେ ଦିନିଆ ସ୍ୱତନ୍ତ୍ର ଅଭିଯାନରେ ଏନେଇ ପ୍ରଚାର ପ୍ରସାର କରାଯିବ । ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମ
Read More...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଏକନାଥ ସିନ୍ଦେ ଏବଂ ଅଜିତ ପାୱାରଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନମହାରାଷ୍ଟ୍ରରେ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର
Read More...

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ସମାବର୍ତ୍ତନ ଦିବସ ଛାତ୍ରଛାତ୍ରୀଙ୍କ ଆଶାଜନକ ଭବିଷ୍ୟତର ମାର୍ଗ ଖୋଲିଥାଏ । ସେ
Read More...