Browsing Category

ଦେଶ ବିଦେଶ

‘ଚିକିତ୍ସା ଉପକରଣ ଶିଳ୍ପକୁ ସୁଦୃଢ଼ କରିବା ପାଇଁ ଯୋଜନା’ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ରାସାୟନିକ ଓ ସାର ମନ୍ତ୍ରୀ…

ସମୁଦାୟ ୫୦୦ କୋଟି ବ୍ୟୟ ଅଟକଳ ବିଶିଷ୍ଟ ଏହି ବିସ୍ତୃତ ଯୋଜନାରେ ମୁଖ୍ୟ ଉପାଦାନ ଓ ଉପକରଣ ଉତ୍ପାଦନ, ଦକ୍ଷତା ବିକାଶ, କ୍ଲିନିକାଲ୍ ଅଧ୍ୟୟନ ପାଇଁ ସହାୟତା, ସାଧାରଣ ଭିତ୍ତିଭୂମିର ବିକାଶ ଏବଂ ଶିଳ୍ପ ପ୍ରୋତ୍ସାହନ ଅନ୍ତର୍ଭୁକ୍ତ ମେଡିକାଲ ଡିଭାଇସ୍ ଶିଳ୍ପର ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ
Read More...

ରତନ ଟାଟାଙ୍କ ବ୍ୟକ୍ତିତ୍ୱ ଅନେକ ପିଢ଼ି ପାଇଁ ପ୍ରେରଣା

ନୂଆଦିଲ୍ଲୀ, (ପିଆଇବି) : ରତନ ଟାଟା ଆମକୁ ଛାଡ଼ି ଚାଲିଯିବାର ଗୋଟିଏ ମାସ ବିତିଗଲାଣି । କୋଳାହଳପୂର୍ଣ୍ଣ ମହାନଗର ଓ ଛୋଟ ସହର ଠାରୁ ଆରମ୍ଭ କରି ଗାଁ ପର୍ଯ୍ୟନ୍ତ, ତାଙ୍କର ଅନୁପସ୍ଥିତି ସମାଜର ପ୍ରତ୍ୟେକ ସ୍ତରରେ ଅନୁଭୂତ ହେଉଛି । ବିଶିଷ୍ଟ ଶିଳ୍ପପତି, ଯୁବ ଉଦ୍ୟୋଗୀ ଏବଂ କଠିନ ପରିଶ୍ରମ
Read More...

ୱାନ୍‌ ରାଙ୍କ ୱାନ୍‌ ପେନ୍‌ସନ୍‌ (ଓଆର୍‌ଓପି) ଯୋଜନା ଭେଟେରାନ ଓ ପୂର୍ବତନ ସେନା କର୍ମଚାରୀଙ୍କ ସାହସ ଏବଂ ବଳିଦାନ…

ଓଆର୍‌ଓପି ଆମର ସଶସ୍ତ୍ର ବାହିନୀର କଲ୍ୟାଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତା ଦର୍ଶାଉଛି : ପିଏମ୍ ନୂଆଦିଲ୍ଲୀ, (ପିଆଇବି) : ୱାନ୍ ରାଙ୍କ ୱାନ୍ ପେନ୍‌ସନ୍‌ (ଓଆର୍‌ଓପି) ଯୋଜନାର ଦଶ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହି ଯୋଜନା ଆମର ଭେଟେରାନ ଏବଂ
Read More...

ଆଇଏଫ୍‌ଏଫ୍‌ଆଇ ୨୦୨୪ : ୱାର୍କ-ଇନ୍-ପ୍ରୋଗ୍ରେସ୍ ଲ୍ୟାବ୍‌ରେ ପ୍ରଦର୍ଶିତ ହେବ ୬ଟି ଚଳଚ୍ଚିତ୍ର

ନବାଗତ ଚଳଚ୍ଚିତ୍ର ନିର୍ମାତାଙ୍କୁ ଆଇଏଫ୍ଏଫ୍ଆଇର ୱାର୍କ-ଇନ୍-ପ୍ରୋଗ୍ରେସ୍ ଲ୍ୟାବ୍‌ରେ ପରାମର୍ଶ ଦିଆଯିବ ନୂଆଦିଲ୍ଲୀ, (ପିଆଇବି) : ଫିଲ୍ମ ବଜାର ୬ଟି ବିଶେଷ କାଳ୍ପନିକ ଚଳଚ୍ଚିତ୍ର ସମ୍ପର୍କରେ ଘୋଷଣା କରିଛି ଯାହା ଚଳିତ ବର୍ଷ ଆଇଏଫ୍‌ଏଫ୍‌ଆଇରେ ୱାର୍କ-ଇନ୍-ପ୍ରୋଗ୍ରେସ୍ ଲ୍ୟାବ୍ ପାଇଁ
Read More...

ନୂଆଦିଲ୍ଲୀରେ ଦୁଇ ଦିନିଆ ‘ଆତଙ୍କବାଦ ବିରୋଧୀ ସମ୍ମିଳନୀ-୨୦୨୪’ର ଉଦ୍‌ଘାଟନୀ ଅଧିବେଶନକୁ ସମ୍ବୋଧିତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ସମଗ୍ର ବିଶ୍ୱ ଗ୍ରହଣ କରିଛିସମଗ୍ର ଆତଙ୍କବାଦ 'ଇକୋସିଷ୍ଟମ୍'ର ମୁକାବିଲା ପାଇଁ ଗୃହ ମନ୍ତ୍ରଣାଳୟ ଖୁବ୍ ଶୀଘ୍ର ଏକ ଜାତୀୟ ଆତଙ୍କବାଦ ନିରୋଧୀ ନୀତି ଏବଂ ରଣନୀତି ପ୍ରସ୍ତୁତ କରିବଆତଙ୍କବାଦ ବିରୋଧରେ ଏକ
Read More...

୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ ପୁଞ୍ଜି ନିମନ୍ତେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ
Read More...

ଆସନ୍ତାକାଲି ଭୁବନେଶ୍ୱରରେ ହେବ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର

ଚଳିତ ମାସ ଦେଶବ୍ୟାପୀ ୮୦୦ଟି ସ୍ଥାନରେ ଆୟୋଜନ କରାଯାଉଛି ଡିଏଲ୍‌ସି ୩.୦ ଅଭିଯାନପେନ୍‌ସନ୍‌ଭୋଗୀମାନେ ଆଣ୍ଡ୍ରଏଡ ସ୍ମାର୍ଟଫୋନରେ ଆଧାର ପ୍ରମାଣିକରଣ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ ନୂଆଦିଲ୍ଲୀ, (ପିଆଇବି) : ପେନ୍‌ସନ୍‌ ଏବଂ ପେନ୍‌ସନ୍‌ଭୋଗୀ କଲ୍ୟାଣ ବିଭାଗ
Read More...

ଆଇଏଫ୍‌ଏଫ୍‌ଆଇ ୨୦୨୪ରେ ଫିଲ୍ମ ବଜାର ପ୍ରଦର୍ଶନୀ କକ୍ଷରେ ୨୦୮ଟି ଫିଲ୍ମ ହେବ ପ୍ରଦର୍ଶିତ

ନୂଆଦିଲ୍ଲୀ, (ପିଆଇବି) : ୫୫ତମ ଭାରତୀୟ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଆଇ) ଚଳିତ ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ଏକ ଭବ୍ୟ ସାଂସ୍କୃତିକ ପରିବେଶ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଏଥିସହିତ ଫିଲ୍ମ ବଜାରର ଅଷ୍ଟାଦଶ ସଂସ୍କରଣ ମଧ୍ୟ ଚଳିତ ମାସ ୨୦ରୁ ୨୪ ତାରିଖ
Read More...

ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ପିଏମ୍-ବିଦ୍ୟାଲକ୍ଷ୍ମୀ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ

ଆର୍ଥିକ ଅଭାବ ଯୋଗୁ ଭାରତର କୌଣସି ଯୁବକ, ଯୁବତୀ ହେବେ ନାହିଁ ଗୁଣାତ୍ମକ ଉଚ୍ଚଶିକ୍ଷାରୁ ବଞ୍ଚିତଏକ ମିଶନ ମୋଡ୍ ବ୍ୟବସ୍ଥା ଦେଶର ଶ୍ରେଷ୍ଠ ୮୬୦ ଗୁଣାତ୍ମକ ଉଚ୍ଚ ଶିକ୍ଷାନୁଷ୍ଠାନରେ ନାମ ଲେଖାଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଋଣ ପ୍ରଦାନ ଓ ଏହାକୁ ବୃଦ୍ଧି କରିବାରେ ହେବ ସହାୟକ,
Read More...

ବିଶ୍ୱ ସୁନାମି ସଚେତନତା ଦିବସ ଉପଲକ୍ଷେ ଜାତୀୟ ସୁନାମି ମୁକାବିଲା ଅଭ୍ୟାସ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଭାରତ ମହାସାଗର ସୁନାମିର ବିଂଶତମ ବାର୍ଷିକୀ ତଥା ବିଶ୍ୱ ସୁନାମି ସଚେତନତା ଦିବସ ଉପଲକ୍ଷେ ଭାରତୀୟ ଜାତୀୟ ସାମୁଦ୍ରିକ ସୂଚନା ସେବା କେନ୍ଦ୍ର (ଇନକୋଇସ୍) ପକ୍ଷରୁ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନ୍‌ଡିଏମ୍‌ଏ) ସହଯୋଗରେ ଆଜି ଜାତୀୟ ସୁନାମି ମୁକାବିଲା
Read More...