Browsing Category

ଦେଶ ବିଦେଶ

ଚନ୍ଦ୍ରଯାନ-୩ର ଆଜି ଉତକ୍ଷେପଣ

ହାଇଦ୍ରାବାଦ : ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ତୃତୀୟ ମୁନ୍‌ ମିଶନ୍‌ ଚନ୍ଦ୍ରଯାନ-୩ର ପ୍ରକ୍ଷେପଣ ଲାଗି ୨୫:୩୦ ଘଣ୍ଟାର ଅବଗଣନା ଗୁରୁବାର ୧ଟା ୦୫ରୁ ଆରମ୍ଭ ହୋଇଛି । ଶୁକ୍ରବାର ଅପରାହ୍ନ ୨ଟା ୩୫ରେ ଆନ୍ଧ୍ର ପ୍ରଦେଶ ଅନ୍ତର୍ଗତ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ୍‌ ମହାକାଶ
Read More...

କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ସିଂହ ଠାକୁରଙ୍କ ଦ୍ୱାରା ହିରୋ ଏସିଆନ ହକି ଚାମ୍ପିୟନସିପ୍ ଟ୍ରଫି-୨୦୨୩…

ଏହି ଅବସରରେ ମଧ୍ୟ ମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେଲା “ପାସ୍ ଦି ବଲ୍ ଟ୍ରଫି ଟୁର୍‌” ଅଭିଯାନଚତୁର୍ଥ ଥର ପାଇଁ ଏସିଆନ ଚାମ୍ପିଆନ୍ସ ଟ୍ରଫି ଜିତି ଭାରତ ଇତିହାସ ସୃଷ୍ଟି କରିବ : ଅନୁରାଗ ସିଂହ ଠାକୁର ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ତଥା ସୂଚନା ଓ ପ୍ରସାରଣ
Read More...

ଭାରତ-ଚୀନ୍ ସୀମାରେ ସରକାର ଫ୍ରି-ଡିସ ଏବଂ ସୀମାନ୍ତବର୍ତ୍ତୀ ଗ୍ରାମଗୁଡିକରେ ଅଲ ଇଣ୍ଡିଆ ରେଡିଓ ପହଞ୍ଚରେ ଉନ୍ନତି…

ଦୂରବର୍ତ୍ତୀ ଗ୍ରାମଗୁଡିକରେ ମୋବାଇଲ୍ ସଂଯୋଗକୁ ସୁଦୃଢ କରିବା ପାଇଁ ସରକାର କାର୍ଯ୍ୟ କରୁଛନ୍ତି : ଅନୁରାଗ ଠାକୁରଶ୍ରୀ ଠାକୁର ଲଦାଖର କରଜୋକ ଗ୍ରାମରେ ଆଇଟିବିପି ଯବାନଙ୍କ ସହ ରାତି କଟାଇଲେ ଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଘୋଷଣା
Read More...

କାଉଣ୍ଟଡାଉନ ଆରମ୍ଭ : କାଲି ଲଞ୍ଚ ହେବ ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୩

ନୂଆଦିଲ୍ଲୀ : କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ଆସନ୍ତାକାଲି ଲଞ୍ଚ ହେବ ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୩ । ଫାଇନାଲ ଟଚ୍ ଦେବାରେ ଲାଗିଛି ଇସ୍ରୋ । ଫୋକସରେ ସଫଳ ଲ୍ୟାଣ୍ଡିଂ । ପୂର୍ବାପେକ୍ଷା ଅଧିକ ଇନ୍ଧନ, ବିଫଳ ନହେବାକୁ ପଦକ୍ଷେପ ସହ ବିଶାଳ ଲ୍ୟାଣ୍ଡିଂ ସାଇଟ ପ୍ରସ୍ତୁତ କରାଯାଉଛି ।
Read More...

ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫ୍ରାନ୍ସ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ କ୍ରମେ ଗସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ବାହାରିଲେ ମୋଦୀ । ବାଷ୍ଟିଲ ଡେ' ପରେଡ୍‌ରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ । ଭାରତର ୩ ସେନା
Read More...

ଟ୍ରକକୁ ଧକ୍କା ଦେଲା କାର, ଅଢେଇ ଟନ୍‌ ଟମାଟୋ ଲୁଟି ନେଇ ଫେରାର୍‌ ହୋଇଗଲେ କାର୍‌ ଆରୋହୀ

ବେଙ୍ଗାଲୁରୁ : କର୍ଣ୍ଣାଟକ ଠାରେ ଟ୍ରକରୁ ଟମାଟୋ ଚୋରିର ଏକ ଅଦ୍ଭୁତ ଘଟଣା ସାମ୍ନାକୁ ଆସିଅଛି । ଟମାଟୋ ନେଇ ଯାଉଥିବା ଏକ ଟ୍ରକକୁ ଗୋଟିଏ କାର ଧକ୍କା ଦେଇଥିଲା । ଆଉ ଦୁର୍ଘଟଣା ପରେ କାରରେ ଥିବା ଯୁବକମାନେ ଟ୍ରକରୁ ଅଢେଇ ଟନ୍‌ ଟମାଟୋ ନେଇ ଫେରାର୍‌ ହୋଇଯାଇଛନ୍ତି । ପୁଲିସ ଠାରୁ ମିଳିଥିବା
Read More...

୨୦୨୫ ଜାନୁଆରୀ ପହିଲାରୁ ନିର୍ମାଣ ହେବାକୁ ଥିବା ଏନ୨ ଓ ଏନ୩ ମୋଟର ଯାନ କ୍ୟାବିନରେ ଏୟାର କଣ୍ଡିସନ ଲଗାଇବା…

• ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଚିଠା ବିଜ୍ଞପ୍ତି ଜାରି ନୂଆଦିଲ୍ଲୀ, (ପିଆଇବି) : ଆଗାମୀ ୨୦୨୫ ଜାନୁଆରୀ ପହିଲା ପରେ ନିର୍ମାଣ ହେବାକୁ ଥିବା ଏନ୨ ଓ ଏନ୩ ବର୍ଗର ମୋଟର ଯାନ କ୍ୟାବିନରେ ବାତାନୁକୂଳିତ ବା ଏୟାର କଣ୍ଡିସନ ସିଷ୍ଟମ ସଂଯୋଗ କରିବା ବାଧ୍ୟତାମୂଳକ ହେବ । ଏ
Read More...

ଫକୀରମୋହନ ବିଶ୍ଵବିଦ୍ୟାଳୟର ୨୫ତମ ସ୍ଥାପନା ଦିବସରେ କେନ୍ଦ୍ରମନ୍ତ୍ରୀଙ୍କ ବାର୍ତ୍ତା

ଫକୀରମୋହନ ବିଶ୍ଵବିଦ୍ୟାଳୟ ଅବିଭକ୍ତ ବାଲେଶ୍ୱର ବାସୀଙ୍କଆବେଗ, ସ୍ଵପ୍ନ ଓ ନିଷ୍ଠାର ଏକ ଜୀବନ୍ତ ସୌଧ : ଧର୍ମେନ୍ଦ୍ର ପ୍ରଧାନ• ଫକୀରମୋହନ ବିଶ୍ଵବିଦ୍ୟାଳୟ ୨୫ ବର୍ଷ ପୂରଣ କରିବା ଅବସରରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ• ବାଲେଶ୍ୱର ଜିଲ୍ଲା ଅନେକ ମହାମନିଷୀଙ୍କୁ ଜନ୍ମ ଦେଇ ଉତ୍କଳ
Read More...

ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଜନିତ କାରଣ ପାଇଁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣଙ୍କ ମୃତ୍ୟୁ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଜନିତ କାରଣ ପାଇଁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୧୭ ଜଣଙ୍କର ବଜ୍ରପାତରେ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣଙ୍କର ପାଣିରେ ବୁଡ଼ି ଏବଂ ଅନ୍ୟ ୫ ଜଣଙ୍କର ବର୍ଷା ଯୋଗୁଁ ମୃତ୍ୟୁ ହୋଇଛି ।
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ, ୨ ଆହତ

ଗାଜିଆବାଦ : ଉତ୍ତରପ୍ରଦେଶର ଗାଜିଆବାଦ ଜିଲ୍ଲାରେ ଘଟିଛି ବଡ଼ ଧରଣର ସଡ଼କ ଦୁର୍ଘଟଣା । ସ୍କୁଲ ବସ୍ ଓ କାର ମୁହାଁମୁହିଁ ଧକ୍କା ହେବା କାରଣରୁ ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ତେବେ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Read More...