Browsing Category
ଦେଶ ବିଦେଶ
୨୦୨୩-୨୪ ଋତୁ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ମଞ୍ଜୁର କଲେ କେନ୍ଦ୍ର କ୍ୟାବିନେଟ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ୨୦୨୩-୨୪ ଋତୁ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ମଞ୍ଜୁରି ମିଳିଛି । ଏହି ମଞ୍ଜୁରି କୃଷି ଖର୍ଚ୍ଚ ଓ!-->…
Read More...
Read More...
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଓ ପେନସନଭୋଗୀଙ୍କ ମହଙ୍ଗା ସହାୟତାରେ ୪% ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରି
• ବର୍ଦ୍ଧିତ ଡିଏ ଓ ଡିଆର ଜାନୁଆରୀ ପହିଲା ୨୦୨୩ରୁ ପିଛିଲା ଭାବେ ଲାଗୁ ହେବ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କ!-->!-->!-->…
Read More...
Read More...
ରାହୁଲ ଗାନ୍ଧିଙ୍କ ସାଂସଦ ପଦ ରବ୍ଦ
ନୂଆଦିଲ୍ଲୀ : ରାହୁଲ ଗାନ୍ଧିଙ୍କ ଲୋକସଭା ସାଂସଦ ପଦ ରବ୍ଦ କରାଯାଇଥିବା ସୂଚନା ମିଳିଛି । କୋର୍ଟଙ୍କ ଦ୍ୱାରା ଜେଲ ଦଣ୍ଡାଦେଶ ପରେ ସାଂସଦ ପଦ ରବ୍ଦ କରାଯାଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ମୋଦି ସାଙ୍ଗିଆକୁ ନେଇ ଆପତ୍ତିଜନକ ଟିପ୍ପଣୀ ଦେଇଥିବା ବେଳେ ତାଙ୍କୁ ସୁରତର ଏକ କୋର୍ଟ ୨ ବର୍ଷ!-->…
Read More...
Read More...
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାରଣାସୀ ଗସ୍ତ କାର୍ଯ୍ୟକ୍ରମ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାରଣାସୀ ଗସ୍ତରେ ଯାଇଛନ୍ତି । ପ୍ରଧାନମନ୍ତ୍ରୀ ସେଠାରେ ୧୭୮୪ କୋଟି ଟଙ୍କାର ଯୋଜନାର ଉପହାର ଦେବେ । ମୋଦୀ ପ୍ରାୟ ୫ ଘଣ୍ଟା କାଶୀରେ ରହିବେ । ପ୍ରଧାନମନ୍ତ୍ରୀ ସର୍ବପ୍ରଥମେ ବିଶ୍ୱ ଟିବି ଦିବସରେ ବାରଣାସୀର ଋଦ୍ରାକ୍ଷ କନଭେନ୍ସନ!-->…
Read More...
Read More...
ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ
ନୂଆଦିଲ୍ଲୀ : କଂଗ୍ରେସ ନେତା ରହୁଲ ଗାନ୍ଧୀ 'ସବୁ ମୋଦୀ ଚୋର' ମନ୍ତବ୍ୟ ମାମଲାରେ ଗୁରୁବାର ଗୁଜୁରାଟର ସୁରଟ ସ୍ଥିତ ଏକ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି । ଅଦାଲତଙ୍କ ଏହି ରାୟ ପରେ ରାହୁଲ ଏମ୍ପି ପଦ ହରାଇପାରନ୍ତି । ପାର୍ଲ୍ୟାମେଣ୍ଟର ଏକ!-->…
Read More...
Read More...
ୟୁଡିଆଇଏସଇ ପ୍ଲସ୍ର ବିଶ୍ୱସନୀୟତା ଏବଂ ଓଡ଼ିଶାରେ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍ତରରେ ପିଲାମାନଙ୍କର ସ୍କୁଲ ପାଠପଢ଼ା…
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୟୁଡିଆଇଏସଇ ପ୍ଲସ୍ର ବିଶ୍ୱସନୀୟତା ଏବଂ ଓଡ଼ିଶାରେ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍ତରରେ ପିଲାମାନଙ୍କର ସ୍କୁଲ ପାଠପଢ଼ା ଛାଡ଼ିବାର ଉଚ୍ଚ ହାର ସମ୍ପର୍କରେ ସ୍ପଷ୍ଟୀକରଣ ଦିଆଯାଇଛି ।
ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରରୁ!-->!-->!-->…
Read More...
Read More...
କେନ୍ଦୁଝରର କଣ୍ଢେଇ ନାଚର ସାଧକ ମାଗୁଣି କୁଅଁର ରାଷ୍ଟ୍ରପତିଙ୍କ ହାତରୁ ଗ୍ରହଣ କଲେ ପଦ୍ମଶ୍ରୀ ସମ୍ମାନ
ନୂଆଦିଲ୍ଲୀ : ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ!-->…
Read More...
Read More...
କୁଇନ୍ସଲ୍ୟାଣ୍ଡରୁ ଉଦ୍ଧାର ହେଲା ବିରଳ ପ୍ରଜାତିର ବୁଢିଆଣୀ
ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡ ମ୍ୟୁଜିୟମର ଅନୁସନ୍ଧାନକାରୀଙ୍କ ଦ୍ୱାରା ଏକ ବିରଳ ତଥା ବିଶାଳ ବୁଢିଆଣୀ ଆବିଷ୍କୃତ ହୋଇଛି । ବ୍ରିସବେନର ପଶ୍ଚିମରେ ରେଶମ ଏବଂ ମାଟିରେ ନିର୍ମିତ ଏକ ଜାଲ ତଳେ ଏହି ବିରଳ ପ୍ରଜାତିର ବୁଢିଆଣୀ ଲୁଚି ରହିଥିବା ଦେଖିବାକୁ ମିଳିଥିଲା । ଏହି!-->…
Read More...
Read More...
ଭୂମିକମ୍ପରେ ଥରିଲା ଇକ୍ୟୁଏଡୋର ଓ ପେରୁ
ନୂଆଦିଲ୍ଲୀ : ଭୂମିକମ୍ପରେ ଥରିଲା ଦକ୍ଷିଣ ଆମେରିକା ଦେଶ ଇକ୍ୟୁଏଡୋର ଓ ପେରୁ । ଶନିବାର ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍ରେ ତୀବ୍ରତା ୬.୮ ରେକର୍ଡ କରାଯାଇଛି । ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏପର୍ଯ୍ୟନ୍ତ ୧୪ଜଣ ପ୍ରାଣ ହରାଇଲେଣି । ୧୨୬ ଜଣ ଆହତ!-->…
Read More...
Read More...
ସାତଟି ପିଏମ ମିତ୍ର (ପ୍ରଧାନ ମନ୍ତ୍ରୀ ମେଗା ଇଣ୍ଟିଗ୍ରେଟେଡ୍ ଟେକ୍ସଟାଇଲ୍ ରିଜିୟନ ଆଣ୍ଡ ଆପାରେଲ୍) ପାର୍କ ସାଇଟ୍…
• ତାମିଲନାଡୁ, ତେଲଙ୍ଗାନା, ଗୁଜୁରାଟ, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମହାରାଷ୍ଟ୍ରରେ ପିଏମ ମିତ୍ର ପାର୍କ ପ୍ରତିଷ୍ଠା ହେବ• ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ 5ଏଫ ଦୃଷ୍ଟିକୋଣରେ ଅନୁପ୍ରାଣିତ ପିଏମ ମିତ୍ର ପାର୍କ - ଫାର୍ମ ରୁ ଫାଇବର ରୁ ଫ୍ୟାକ୍ଟ୍ରି ରୁ ଫ୍ୟାଶନ୍ ରୁ ଫରେନ୍•!-->…
Read More...
Read More...