Browsing Category
ଦେଶ ବିଦେଶ
ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’
ମୁମ୍ବାଇ : ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ 'ଦ କଶ୍ମୀର ଫାଇଲ୍ସ'ର ନାଁରେ ଆଉ ଏକ ସଫଳତା ଯୋଡି ହୋଇଯାଇଛି । ଫିଲ୍ମକୁ ନିକଟରେ ଆୟୋଜିତ ହୋଇଥିବା ଭାରତୀୟ ଟେଲିଭିଜନ ପୁରସ୍କାର(ଆଇଟିଏ-୨୦୨୨)ରେ ସମ୍ମାନୀତ କରାଯାଇଛି । ଚଳିତ ବର୍ଷ ରିଲିଜ୍ ହୋଇଥିବା ଫିଲ୍ମ 'ଦ!-->…
Read More...
Read More...
ଦୀର୍ଘ ୧୧ ମାସ ପରେ ଖସିଲା ଖୁଚୁରା ମୁଦ୍ରାସ୍ଫୀତିର ହାର
ନୂଆଦିଲ୍ଲୀ : ଦୀର୍ଘ ୧୧ ମାସ ପରେ ଖୁଚୁରା ମୁଦ୍ରାସ୍ଫୀତିର ହାର ପ୍ରାୟ ୬% ନିକଟବର୍ତ୍ତୀରେ ରହିଛି । ଏପରିକି ଚଳିତ ବର୍ଷ ନଭେମ୍ବର ମାସରେ ଖୁଚୁରା ମୁଦ୍ରାସ୍ଫୀତିର ହାର ପ୍ରାୟ ୧%(୦.୮୯) ଖସି ୫.୮୮% ରେ ରହିଛି । ୨୦୨୨ ଅକ୍ଟୋବର ମାସରେ ଏହି ହାର ୬.୭୭%ରେ ରହିଥିଲା । ବିଶେଷକରି!-->…
Read More...
Read More...
୩ ଜାତୀୟ ଅନୁଷ୍ଠାନ ଉଦ୍ଘାଟନ କଲେ ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଗୋଆରେ ପହଞ୍ଚି ୩ଟି ଜାତୀୟ ଆୟୁଷ ଅନୁଷ୍ଠାନ ଉଦ୍ଘାଟନ କରିଛନ୍ତି । ଏଥିରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ) ମଧ୍ୟ ସାମିଲ ଅଛି । ଏଆଇଆଇଏରେ ସର୍ବାଧିକ ସୁବିଧା ରହିଛି । ଏହା ଜନସାଧାରଣଙ୍କ ମଧ୍ୟରେ ଆୟୁର୍ବେଦ!-->…
Read More...
Read More...
ସୁପ୍ରିମକୋର୍ଟ ବିଚାରପତି ହେଲେ ଜଷ୍ଟିସ୍ ଦୀପଙ୍କର ଦତ୍ତ
ନୂଆଦିଲ୍ଲୀ : ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଦୀପଙ୍କର ଦତ୍ତଙ୍କୁ ରବିବାର ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦିଆଯାଇଛି । ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାୟିକ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ୧୯୬୫ ଫେବୃୟାରୀ ୯ରେ ଜନ୍ମିତ!-->…
Read More...
Read More...
ଭୁପେନ୍ଦ୍ର ପଟେଲ ଆଜି ସିଏମ୍ ଭାବେ ଶପଥ ଗ୍ରହଣ କରିବେ
ଗାନ୍ଧୀନଗର : ଭୁପେନ୍ଦ୍ର ପଟେଲ ଆଜି ସିଏମ୍ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଭୁପେନ୍ଦ୍ର ପଟେଲ ସରକାରଙ୍କ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିପାରନ୍ତି କୁବେର ଧିଣ୍ଡୋର, ବଚୁଭାଇ ଖାବଡ଼, ଜଗଦୀଶ ପାଞ୍ଚାଲ, ପୁରୁଷୋତ୍ତମ ସୋଲଙ୍କି, ମୁକେଶ ପଟେଲ, ଭିକୁସିଂ ପରମାର, ପ୍ରଫୁଲ୍ଲ!-->…
Read More...
Read More...
ଏମ୍ସିଡି ନିର୍ବାଚନରେ ପରାଜୟ ପରେ ଇସ୍ତଫା ଦେଲେ ଦିଲ୍ଲୀ ବିଜେପି ଅଧ୍ୟକ୍ଷ ଆଦେଶ ଗୁପ୍ତା
ନୂଆଦିଲ୍ଲୀ : ଏମ୍ସିଡି ନିର୍ବାଚନରେ ପରାଜୟ ପରେ ଦିଲ୍ଲୀ ବିଜେପି ଅଧ୍ୟକ୍ଷ ଆଦେଶ ଗୁପ୍ତା ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତାମାନେ ଅଧ୍ୟକ୍ଷ ଆଦେଶ ଗୁପ୍ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । ବର୍ତ୍ତମାନର ଦିଲ୍ଲୀ ବିଜେପି ଉପାଧ୍ୟକ୍ଷ ବିରେନ୍ଦ୍ର ସଚ୍ଚଦେବା!-->…
Read More...
Read More...
କେମିକାଲ ଡବା ହଲିବା ଯୋଗୁଁ ବିସ୍ଫୋରଣ ଘଟି ଜଣେ ଆହତ
ତେଲେଙ୍ଗାନା : ତେଲେଙ୍ଗାନାର ନିଜାମାବାଦ ସ୍ଥିତ ବଡ ବଜାର ଅଞ୍ଚଳରେ ହୋଇଥିବା ବିସ୍ଫୋରଣରେ ଜଣେ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି । ୱନ ଟାଉନ ଥାନର ଏସ୍ଏଚ୍ଓ ଜଣାଇଛନ୍ତି କି ସୂଚନା ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ହସ୍ପିଟାଲ ନେଇଛି । ବର୍ତ୍ତମାନ ତାଙ୍କର ଚିକିତ୍ସା!-->…
Read More...
Read More...
ସୁଖବିନ୍ଦର ସିଂ ସୁଖୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଶିମ୍ଲା : ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ସୁଖବିନ୍ଦର ସିଂ ସୁଖୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଖବିନ୍ଦର ସିଂ ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି, ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ସୁଖବିନ୍ଦର ସିଂ ସୁଖୁ
ସାରା ଦେଶରେ ପରିବର୍ତ୍ତନ ଆଣିବ ହିମାଚଳର ପରିଣାମ : ସୁଖବିନ୍ଦର ସିଂ ସୁଖୁ
ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ସୁଖବିନ୍ଦର ସିଂ ସୁଖୁ । ରାଜ୍ୟପାଳ ରାଜେନ୍ଦ୍ର ବିଶ୍ଵନାଥ ଆର୍ଲେକର ଶପଥ ପାଠ କରାଇଛନ୍ତି । ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ ମୁକେଶ!-->!-->!-->…
Read More...
Read More...
ହାଇପରସୋନିକ ଯାନ ପରୀକ୍ଷଣ କଲା ଇସ୍ରୋ, ଆହୁରି ସୁଦୃଢ଼ ହେବ ଭାରତ ପ୍ରତିରକ୍ଷା କ୍ଷେତ୍ର
ନୂଆଦିଲ୍ଲୀ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଇଣ୍ଟିଗ୍ରେଟେଡ ଡିଫେନ୍ସ ଷ୍ଟାଫ ମୁଖ୍ୟାଳୟର ସହଯୋଗରେ ହାଇପରସୋନିକ ଯାନର ସଫଳ ପରୀକ୍ଷଣ କରିଛି । ପରୀକ୍ଷଣ ବେଳେ ଏହି ଯାନ ସମସ୍ତ ମାନଦଣ୍ଡ ପୂରଣ କରିଛି । ଏହାଫଳରେ ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଆହୁରି ସୁଦୃଢ଼!-->…
Read More...
Read More...