Browsing Category

ଦେଶ ବିଦେଶ

ଭିବି— ଜୀ ରାମ ଜୀ ବିଲ୍, ୨୦୨୫କୁ ଅନୁମୋଦନ ପ୍ରଦାନ କଲେ ରାଷ୍ଟ୍ରପତି

ଏହି ଆଇନ ବୈଧାନିକ ନିଯୁକ୍ତି ଗ୍ୟାରେଣ୍ଟିକୁ ୧୨୫ ଦିନକୁ ବୃଦ୍ଧି କରିଛିଭବିଷ୍ୟତର ନେତୃତ୍ୱ ନେବ ପଞ୍ଚାୟତ - ଯୋଜନା ପ୍ରସ୍ତୁତ କରିବାର କ୍ଷମତା ଗ୍ରାମସଭା ଏବଂ ପଞ୍ଚାୟତ ନିକଟରେ ରହିବବିକଶିତ ଭାରତ -ଜୀ ରାମ ଜୀ ବିକଶିତ ଭାରତ @୨୦୪୭ ଲକ୍ଷ୍ୟ ଅନୁରୂପ ନୂଆଦିଲ୍ଲୀ, (ପିଆଇବି) :
Read More...

ଆସାମର ଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବାର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂ ଉଦଘାଟନ…

ଆଧୁନିକ ବିମାନବନ୍ଦର ଏବଂ ଉନ୍ନତ ସଂଯୋଗ ଭିତ୍ତିଭୂମି ଯେକୌଣସି ରାଜ୍ୟ ପାଇଁ ନୂତନ ସମ୍ଭାବନା ଏବଂ ନୂତନ ସୁଯୋଗର ପ୍ରବେଶ ଦ୍ୱାର ଭାବରେ କାର୍ଯ୍ୟ କରେ : ପ୍ରଧାନମନ୍ତ୍ରୀଆଜି, ଆସାମ ଏବଂ ସମଗ୍ର ଉତ୍ତର-ପୂର୍ବ ଭାରତର ବିକାଶର ନୂତନ ପ୍ରବେଶ ଦ୍ୱାର ଭାବରେ ଉଭା ହେଉଛି :
Read More...

ଜାହାଜ ଏବଂ ବନ୍ଦର ସୁରକ୍ଷା ପାଇଁ ‘ବନ୍ଦର ସୁରକ୍ଷା ବ୍ୟୁରୋ’ ଗଠନ ସମ୍ପର୍କରେ ଅମିତ ଶାହଙ୍କ ସମୀକ୍ଷା ବୈଠକ

କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ସାରା ଦେଶରେ ବନ୍ଦରଗୁଡ଼ିକ ପାଇଁ ଏକ ଦୃଢ଼ ସୁରକ୍ଷା ଢାଞ୍ଚା ପ୍ରତିଷ୍ଠା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତିବାଣିଜ୍ୟ କ୍ଷମତା, ସ୍ଥାନ ଏବଂ ଅନ୍ୟାନ୍ୟ କାରକଗୁଡିକୁ ବିଚାରକୁ ନେଇ ସୁରକ୍ଷା ପଦକ୍ଷେପଗୁଡ଼ିକ ପର୍ଯ୍ୟାୟକ୍ରମେ ଏବଂ ବିପଦ-ଭିତ୍ତିକ
Read More...

ପ୍ରଧାନମନ୍ତ୍ରୀ ୨୦ ଡିସେମ୍ବରରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ

ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ପ୍ରାୟ ୩୨୦୦ କୋଟି ଟଙ୍କାର ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେପ୍ରଧାନମନ୍ତ୍ରୀ ନଦିଆ ଜିଲ୍ଲାରେ ଏନଏଚ-୩୪ରେ ୬୬.୭ କିମି ଦୈର୍ଘ୍ୟର ୪ ଲେନ୍ ବିଶିଷ୍ଟ ବାରାଜଗୁଲି-କ୍ରିଷ୍ଣାନଗର ସେକ୍ସନର ଉଦଘାଟନ କରିବେପ୍ରଧାନମନ୍ତ୍ରୀ ଉତ୍ତର ଚବିଶ
Read More...

ଦେଶବ୍ୟାପୀ ଆଦିବାସୀ ବିକାଶକୁ ତ୍ୱରାନ୍ୱିତ କରିବାକୁ ଜୁଏଲ୍ ଓରାମଙ୍କ ନେତୃତ୍ୱରେ ଆଦିବାସୀ ସାଂସଦମାନଙ୍କ ଏକତା

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ ଗୁରୁବାର ଆଦିବାସୀ ସାଂସଦ ଏବଂ ମନ୍ତ୍ରୀମାନଙ୍କ ସହିତ ଏକ ଉଚ୍ଚସ୍ତରୀୟ ଆଲୋଚନାର ନେତୃତ୍ୱ ନେଇଥିଲେ, ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତର ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶକୁ ତ୍ବରାନ୍ବିତ
Read More...

୨୦-୨୧ ଡିସେମ୍ବରରେ ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ଆସାମରେ ପ୍ରାୟ ୧୫,୬୦୦ କୋଟି ଟଙ୍କାର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବରଦୋଲୋଇ ଅର୍ନ୍ତଜାତୀୟ ବିମାନବନ୍ଦରର ନୂଆ ଟର୍ମିନାଲ ଭବନ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀପ୍ରାୟ ୧.୪ ଲକ୍ଷ ବର୍ଗ ମିଟରରୁ ଅଧିକ ପରିବ୍ୟାପ୍ତ ଏହି ନୂତନ
Read More...

ସାମୁଦ୍ରିକ କ୍ଷେତ୍ର, ସେତୁ ଓ ଟନେଲ ଇଞ୍ଜିନିୟରିଂ, ପ୍ରତିରକ୍ଷା ଲଜିଷ୍ଟିକ୍ସ ଏବଂ ବହୁମୁଖୀ ପରିବହନ ଯୋଜନାକୁ ଆଗକୁ…

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ ନୂଆଦିଲ୍ଲୀ, (ପିଆଇବି) : ଗତି ଶକ୍ତି ବିଶ୍ୱବିଦ୍ୟାଳୟ (ଜିଏସଭି)ର ଦ୍ୱିତୀୟ ବୈଠକ ନୂଆଦିଲ୍ଲୀ ରେଳ ଭବନରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ଅଧ୍ୟକ୍ଷତା କରି କେନ୍ଦ୍ର ରେଳ, ସୂଚନା ଏବଂ
Read More...

ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି 93.09 କୋଟି ଟଙ୍କାର ଆର୍ଥିକ ଅନୁଦାନ ଯୋଗାଇଦେବେ କେନ୍ଦ୍ର…

ଭୁବନେଶ୍ୱର, (ପିଆଇବି) : ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି । ଆଜି ରାଜ୍ୟସଭାରେ ଏହି ସୂଚନା ଦେଇ କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ
Read More...

ଜାନୁଆରି ୨୦୨୬ ସତ୍ର ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ

ଭୁବନେଶ୍ୱର, (ପିଆଇବି) : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜାନୁଆରୀ–୨୦୨୬ ଶିକ୍ଷା ସତ୍ର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗ୍ରହୀ ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ
Read More...

ଓମାନର ମହାମହିମ ସୁଲତାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମସ୍କଟରେ ଓମାନର ମହାମହିମ ସୁଲତାନ ହାଇଥାମ ବିନ ତାରିକଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ପ୍ରଧାନମନ୍ତ୍ରୀ ରାଜପ୍ରାସାଦରେ ପହଞ୍ଚିବା ପରେ ମହାମହିମ ତାଙ୍କୁ ଭବ୍ୟ ସ୍ୱାଗତ କରିବା ସହ ଆନୁଷ୍ଠାନିକ ସ୍ୱାଗତ ମଧ୍ୟ
Read More...