Browsing Category

ଦେଶ ବିଦେଶ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା । ରବିବାର ଅପରାହ୍ନରେ ଅରୁଣାଚଳ ପ୍ରଦେଶର ପଶ୍ଚିମ ଭାଗରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୮ ଥିବା ଜଣାପଡିଛି । ଭୂକମ୍ପ ବିଷୟରେ ପିଟିଆଇ ରିପୋର୍ଟ କରିଛି । ମଧ୍ୟାହ୍ନ ୧୨ଟା ୧୨ରେ ଏହି ଭୂକମ୍ପ ହୋଇଥିବା
Read More...

ଭାରତରେ ପହଞ୍ଚିଲେ ୧୨ ଚିତା

ନୂଆଦିଲ୍ଲୀ : ଭାରତରେ ପହଞ୍ଚିଲେ ଆଉ ୧୨ ଚିତା । ବାୟୁସେନାର ସି-୧୭ ଗ୍ଲୋବ ମାଷ୍ଟର ବିମାନ ଯୋଗେ ୧୨ ଚିତାଙ୍କୁ ଆଫ୍ରିକାରୁ ଭାରତ ଅଣାଯାଇଛି । ପୂର୍ବାହ୍ନ ୧୦ଟା ସମୟରେ ମଧ୍ୟପ୍ରଦେଶର ଗ୍ବାଲିଅରରେ ବିମାନଟି ପହଞ୍ଚିଛି । ଏହି ଚିତା ୧୦ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବେ । ଏହାପରେ
Read More...

ଗ୍ୟାସ ଟ୍ୟାଙ୍କର୍‌ ଓ ଟ୍ରେଲର ମଧ୍ୟରେ ଧକ୍କା : ୩ ଜୀବନ୍ତ ଦଗ୍ଧ

ଆଜମେର : ଆଜମେରର ରାନୀ ବାଗ ରିସର୍ଟ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏକ ଗ୍ୟାସ ଟ୍ୟାଙ୍କର୍‌ ଏବଂ ଟ୍ରେଲର ମଧ୍ୟରେ ଧକ୍କା ହେବାରୁ ତିନି ଜଣ ଜୀବନ୍ତ ଦଗ୍ଧ ହୋଇଥିଲେ । ଚାରିଜଣ ଗୁରୁତର ଆହତ ହୋଇଛନ୍ତି । ଗ୍ୟାସ ଟ୍ୟାଙ୍କରରେ ନିଆଁ ଲାଗିବା ହେତୁ ରାସ୍ତା ଏବଂ ଏହାର ଆଖପାଖ ଅଞ୍ଚଳରେ
Read More...

ଜମ୍ମୁ କଶ୍ମୀରରେ ଭୂକମ୍ପ ଅନୁଭୂତ

ଶ୍ରୀନଗର : ଜମ୍ମୁ କଶ୍ମୀରର କାଟ୍‌ରା ୯୭ କିଲୋମିଟର ପୂର୍ବରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୬ ରେକର୍ଡ କରାଯାଇଛି । ଏହି ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।
Read More...

କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ ଭିଲେଜେସ୍ କାର୍ଯ୍ୟକ୍ରମ”କୁ କ୍ୟାବିନେଟ୍ ମଞ୍ଜୁରି

● ୪୮୦୦ କୋଟି ଟଙ୍କାର ଆର୍ଥିକ ବ୍ୟୟବରାଦ ସହିତ ୨୦୨୨-୨୩ ଠାରୁ ୨୦୨୫-୨୬ ମଧ୍ୟରେ କାର୍ଯ୍ୟକାରୀ ହେବ ଏହି ଯୋଜନା ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ
Read More...

ଦେଶରେ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଏବଂ ତୃଣମୂଳସ୍ତରରେ ଏହାର ପହଞ୍ଚ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

• ପ୍ରତ୍ୟେକ ଅପହଞ୍ଚ ପଞ୍ଚାୟତରେ ସକ୍ଷମ ପ୍ରାଥମିକ କୃଷି ଋଣ ସମିତି (ପେକ୍ସ) ପ୍ରତିଷ୍ଠା କରାଯିବ• ସବୁ ଅପହଞ୍ଚ ପଞ୍ଚାୟତ/ଗ୍ରାମରେ ସକ୍ଷମ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ପ୍ରତିଷ୍ଠା କରାଯିବ• ବଡ଼ ଜଳାଶୟ ଥିବା ପଞ୍ଚାୟତ/ଗ୍ରାମ ସମେତ ପ୍ରତ୍ୟେକ ଉପକୂଳ ପଞ୍ଚାୟତ/ଗ୍ରାମରେ ସକ୍ଷମ ମାଛ ଚାଷ
Read More...

ଭୟାବହ ଅଗ୍ନିକାଣ୍ଡ : ୧ ମୃତ

ମୁମ୍ବାଇ : ମୁମ୍ବାଇର କୁର୍ଲା ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟି ଜଣେ ୭୦ ବର୍ଷ ବୟସ୍କା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଚତୁର୍ଥ ମହଲାରୁ ଦଶମ ମହଲା ପର୍ଯ୍ୟନ୍ତ ନିଆଁ ବ୍ୟାପି ଯାଇଥିଲା । ନିଆଁ ଲାଗିବା ପରେ ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା । ଘଟଣାସ୍ଥଳରେ
Read More...

ବିଓବି ପକ୍ଷରୁ ‘ଡିଜିଟାଲ ଋଣ’ କର୍ମଶାଳା

ନୂଆଦିଲ୍ଲୀ : ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ପକ୍ଷରୁ ନିକଟରେ ଏକ ଜାତୀୟ ସ୍ତରର କର୍ମଶାଳା 'ଅଖିଳ ଭାରତୀୟ ହିନ୍ଦୀ ସମ୍ମିଳନୀ' ପଞ୍ଜାବର ଅମୃତସରଠାରେ ଆୟୋଜିତ ହୋଇଯାଇଛି । ବିଶେଷ କରି ବ୍ୟାଙ୍କ, ବୀମା କମ୍ପାନୀ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥାଗୁଡିକ ନିମନ୍ତେ 'ଡିଜିଟାଲ ଋଣ' ଶୀର୍ଷକ
Read More...

ଆସାମରେ ଭୂମିକମ୍ପ

ଗୌହାଟୀ : ଆସାମାର ନାଗାଁଓ ଅଞ୍ଚଳରେ ଗତକାଲି ୪.୦ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ମୁତାବକ ଭୂକମ୍ପର ଝଟ୍‌କା ଅପରାହ୍ନ ୪ଟା ୮ ମିନିଟ୍‌ରେ ଅନୁଭୂତ ହୋଇଥିଲା । ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ରିପୋର୍ଟ ମିଳିନାହିଁ ।
Read More...

ଆଜି ବିଶ୍ୱ ରେଡିଓ ଦିବସ

ନୂଆଦିଲ୍ଲୀ : ଆଜି ବିଶ୍ୱ ରେଡିଓ ଦିବସ । ରେଡିଓର ଗୁଣବତ୍ତା ଓ ଲୋକପ୍ରିୟତାକୁ ଦେଖି ଫେବ୍ରୁଆରୀ ୧୩ରେ ବିଶ୍ୱ ରେଡିଓ ଦିବସ ପାଳନ କରାଯାଏ । ଟିଭି ପୂର୍ବରୁ ରେଡିଓ ହିଁ ସାଧାରଣଲୋକଙ୍କ ମନୋରଞ୍ଜନ ଏବଂ ସୂଚନା ପାଇବାର ସବୁଠୁ ଉତ୍ତମ ମାଧ୍ୟମ ଥିଲା । ଏବେ ଅତ୍ୟାଧୁନିକ ଜ୍ଞାନକୌଶଳ ତଥା
Read More...