Browsing Category
ଦେଶ ବିଦେଶ
ଦେଶରେ ରବି ଋତୁର ଆବଶ୍ୟକତା ପୂରଣ କରିବା ପାଇଁ ପର୍ଯ୍ୟାପ୍ତ ମାତ୍ରାରେ ୟୁରିଆ, ଡିଏପି, ଏମଓପି, ଏନପିକେଏସ୍ ଏବଂ…
ନୂଆଦିଲ୍ଲୀ, (ପିଆଇବି) : କିଛି ଗଣମାଧ୍ୟମରେ ପ୍ରକାଶ ପାଇଛି ଯେ ତାମିଲନାଡ଼ୁର ତ୍ରିଚି ଏବଂ ରାଜସ୍ଥାନରେ ସାର ଅଭାବ ଦେଖା ଦେଇଛି । ଏହି ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ । ଏହା ସ୍ପଷ୍ଟ କରାଯାଉଛି ଯେ ଦେଶରେ ରବି ଋତୁ ୨୦୨୨-୨୩ ର ଆବଶ୍ୟକତାକୁ ପୂରଣ କରିବା ପାଇଁ ସାର ପର୍ଯ୍ୟାପ୍ତ ମାତ୍ରାରେ!-->…
Read More...
Read More...
ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସର ସଫଳ ପ୍ରକ୍ଷେପଣ ପାଇଁ ଇସ୍ରୋ ଓ ଇନ-ସ୍ପେସକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍କାଏରୁଟ ଏରୋସ୍ପେସ ଦ୍ୱାରା ବିକଶିତ ଭାରତର ପ୍ରଥମ ଘରୋଇ ରକେଟ ବିକ୍ରମ- ସବଓର୍ବିଟାଲର ସଫଳ ପ୍ରକ୍ଷେପଣ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଓ ଇନ-ସ୍ପେସକୁ ଅଭିନନ୍ଦନ ଜଣାଇଛନ୍ତି ।ଏକାଧିକ ଟୁଇଟ୍ ଜରିଆରେ!-->…
Read More...
Read More...
୫୩ତମ ଆଇଏଫଏଫଆଇ ସମସ୍ତ ପ୍ରତିନିଧିଙ୍କୁ ଅନନ୍ୟ ସିନେମା ଅନୁଭୂତି ପ୍ରଦାନ କରିବ : ରାଷ୍ଟ୍ରପତି
ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଆଇଏଫ୍ଏଫ୍ଆଇର ୫୩ତମ ସଂସ୍କରଣର ସଫଳତା ପାଇଁ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି ।
ଏସିଆର ଅନ୍ୟତମ ପୁରାତନ ଚଳଚ୍ଚିତ୍ର ମହୋତ୍ସବର ଆୟୋଜକ ତଥା ଅଂଶଗ୍ରହଣକାରୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା!-->!-->!-->…
Read More...
Read More...
ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୨୧ ମୃତ ଅନେକ ଆହତ
ନୂଆଦିଲ୍ଲୀ : କୋଲକାତାର ଗାଜା ପଟ୍ଟିଠାରେ ଥିବା ଏସ୍ଏସ୍କେଏମ୍ ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟି ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା ସେଠାକାର ସ୍ୱାସ୍ଥ୍ୟ ଓ ନାଗରିକ ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି । ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ!-->…
Read More...
Read More...
ସିଓପି ୨୭ରେ କ୍ଷୁଦ୍ର ଦ୍ୱୀପାଞ୍ଚଳ ବିକାଶଶୀଳ ରାଷ୍ଟ୍ର (ଏସ୍ଆଇଡିଏସ୍)ରେ ଦୀର୍ଘସ୍ଥାୟୀ ଭିତ୍ତିଭୂମି ଢାଞ୍ଚାକୁ…
ମୁଖ୍ୟାଂଶ• ଦୀର୍ଘସ୍ଥାୟୀ ଦ୍ୱୀପାଞ୍ଚଳ ରାଷ୍ଟ୍ର ଗୁଡ଼ିକ ପାଇଁ ଭିତ୍ତିଭୂମି ଢାଞ୍ଚା (ଆଇଆର୍ଆଇଏସ୍)ର ଦୃଷ୍ଟିକୋଣ / ଭିଜନ୍ ହେଲା ଉପସ୍ଥାପିତ• ଆଇଆରଆଇଏସ୍ ଅଧୀନରେ ଥିବା ପ୍ରକଳ୍ପ ଗୁଡିକର କାର୍ଯ୍ୟାରମ୍ଭ (ରୋଲ ଆଉଟ୍) ପାଇଁ ପ୍ରଥମ ‘ପ୍ରସ୍ତାବ ପାଇଁ ଆହ୍ୱାନଘୋଷଣା କରା ଯାଇଥିଲା•!-->…
Read More...
Read More...
ଆଧାର ଅପଡେଟ୍ ପାଇଁ ଜରୁରୀ ସୂଚନା
ନୂଆଦିଲ୍ଲୀ, (ପିଆଇବି) : ବିଗତ ଦଶ(୧୦) ବର୍ଷ ମଧ୍ୟରେ ଆଧାର ସଂଖ୍ୟା ବ୍ୟକ୍ତିର ପରିଚୟ ପ୍ରମାଣ ଭାବରେ ଉଭା ହୋଇଛି । ବିଭିନ୍ନ ସରକାରୀ ଯୋଜନା ଏବଂ ସେବାଗୁଡିକର ଲାଭ ପାଇବା ପାଇଁ ଆଧାର ନମ୍ବର ବ୍ୟବହାର କରାଯାଉଛି । ଏହି ଯୋଜନା ଏବଂ ସେବାଗୁଡିକର ଲାଭ ପାଇବା ପାଇଁ ସାଧାରଣ ଜନତାଙ୍କୁ ଆଧାର!-->…
Read More...
Read More...
ମିଥ୍ୟା ବନାମ ସତ୍ୟ : ରାଜନୈତିକ ଚାପ କାରଣରୁ କୋଭାକ୍ସିନକୁ ନିୟାମକ ମଞ୍ଜୁରି ଦିଆଯିବା ନେଇ ଗଣମାଧ୍ୟମ ରିପୋର୍ଟରେ…
ଜରୁରିକାଳୀନ ଉପଯୋଗ ପାଇଁ କୋଭିଡ୍ – ୧୯ ଟୀକାକୁ ଗ୍ରହଣ କରିବା ସମ୍ବନ୍ଧରେ ବୈଜ୍ଞାନିକ ତଥ୍ୟ ତଥା ନିର୍ଦ୍ଧାରିତ ନିୟମର ପାଳନ କରାଯାଇଛି
ନୂଆଦିଲ୍ଲୀ, (ପିଆଇବି) : ଗଣମାଧ୍ୟମରେ କିଛି ଏପରି ଖବର ପ୍ରକାଶ ପାଇଛି, ଯେଉଁଥିରେ ଦାବି କରାଯାଉଛି ଯେ ସ୍ବଦେଶୀ କୋଭିଡ୍ -୧୯ ଟୀକା –!-->!-->!-->…
Read More...
Read More...
ନଭେମ୍ବର ୧୮ରେ ଆତଙ୍କବାଦ ମୁକାବିଲା ସଂକ୍ରାନ୍ତ ମନ୍ତ୍ରିସ୍ତରୀୟ ସମ୍ମିଳନୀ ‘ନୋ ମନି ଫର ଟେରର’ରେ ଉଦ୍ଘାଟନୀ ଅଭିଭାଷଣ…
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୮ ତାରିଖ ପୂର୍ବାହ୍ନ ୯ଟା ୩୦ ମିନିଟ୍ରେ ନୂଆଦିଲ୍ଲୀ ସ୍ଥିତ ହୋଟେଲ ତାଜ ପାଲେସ ଠାରେ ଆତଙ୍କବାଦ ମୁକାବିଲା ସଂକ୍ରାନ୍ତ ତୃତୀୟ ମନ୍ତ୍ରିସ୍ତରୀୟ ସମ୍ମିଳନୀ ‘ନୋ ମନି ଫର ଟେରର’ ରେ ଉଦ୍ଘାଟନୀ ଅଭିଭାଷଣ ପ୍ରଦାନ କରିବେ!-->…
Read More...
Read More...
ଭାରତୀୟ ପ୍ରେସ ପରିଷଦ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ
ନୂଆଦିଲ୍ଲୀ, (ପିଆଇବି) : ନୂଆଦିଲ୍ଲୀର ସ୍କୋପ ସମ୍ମିଳନୀ କେନ୍ଦ୍ର ଠାରେ ବୁଧବାର ଦିନ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷର ‘‘ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା’’ ବିଷୟବସ୍ତୁକୁ ନେଇ ପ୍ରେସ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ସମାରୋହରେ କେନ୍ଦ୍ର!-->…
Read More...
Read More...
ପ୍ରଥମ ବିଶ୍ୱ ଗଣମାଧ୍ୟମ କଂଗ୍ରେସରେ ଉଦ୍ବୋଧନ ଦେଲେ ସୂଚନା ଓ ପ୍ରସାରଣ ସଚିବ ଅପୂର୍ବ ଚନ୍ଦ୍ର
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅୂପୂର୍ବ ଚନ୍ଦ୍ର ବୁଧବାର ଦିନ କହିଛନ୍ତି ଯେ, ଭାରତରେ ୧୨୦ କୋଟି ମୋବାଇଲ ଫୋନ ବ୍ୟବହାରକାରୀ ଏବଂ ୬୦କୋଟି ସ୍ମାର୍ଟଫୋନ୍ ବ୍ୟବହାରକାରୀ ରହିଛନ୍ତି । ଇଣ୍ଟରନେଟ ଡାଟା ଦର କମ ଥିବା କାରଣରୁ ଉପଭୋକ୍ତା ବା!-->…
Read More...
Read More...