Browsing Category
ଦେଶ ବିଦେଶ
ରାଷ୍ଟ୍ରପତିଙ୍କ ପ୍ରେରଣାଦାୟୀ ଅଭିଭାଷଣ ସହିତ ଆଜି ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି : ପ୍ରଧାନମନ୍ତ୍ରୀ
ରାଷ୍ଟ୍ରପତିଙ୍କ ଅଭିଭାଷଣ ଭାରତର ଉଲ୍ଲେଖନୀୟ ବିକାଶ ଯାତ୍ରାକୁ ପ୍ରତିଫଳିତ କରି ଭବିଷ୍ୟତ ପାଇଁ ଏକ ସ୍ପଷ୍ଟ ଦିଗକୁ ଦର୍ଶାଉଛି : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବଜେଟ୍ ଅଧିବେଶନ ଆରମ୍ଭ ଅବସରରେ ସଂସଦରେ ରାଷ୍ଟ୍ରପତିଙ୍କ!-->!-->!-->…
Read More...
Read More...
୨୮ ଜାନୁଆରୀରେ କରିଅପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
ରାଲିର ବିଷୟବସ୍ତୁ : ‘ରାଷ୍ଟ୍ର ପ୍ରଥମ - କର୍ତ୍ତବ୍ୟନିଷ୍ଠ ଯୁବପିଢ଼ି’
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୮ ଜାନୁଆରୀ ୨୦୨୬ ଅପରାହ୍ନ ପ୍ରାୟ ୩:୩୦ ସମୟରେ ଦିଲ୍ଲୀର କରିଅପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନସିସି ପିଏମ୍ ରାଲିକୁ ସମ୍ବୋଧିତ କରିବେ ।ଚଳିତ ବର୍ଷ!-->!-->!-->…
Read More...
Read More...
”ବନ୍ଦେ ମାତରମ୍ କୋଷ୍ଟାଲ୍ ସାଇକ୍ଲୋଥନ୍ – ୨୦୨୬ “ଆୟୋଜନ କରିବ ସିଆଇଏସଏଫ୍
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବାହିନୀ (ସି. ଆଇ. ଏସ୍. ଏଫ୍.) ଦ୍ୱିତୀୟ ସଂସ୍କରଣ ସି. ଆଇ. ଏସ୍. ଏଫ୍. ବନ୍ଦେ ମାତରମ୍ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬ ର ଶୁଭାରମ୍ଭ କରିବାକୁ ପ୍ରସ୍ତୁତ, ଯାହା ଉପକୂଳ ସୁରକ୍ଷା ସଚେତନତା, ଜାତୀୟ ଏକତା ଏବଂ ଗୋଷ୍ଠୀ ଅଂଶଗ୍ରହଣକୁ!-->…
Read More...
Read More...
ଭାରତ-ୟୁରୋପୀୟ ସଂଘ ମୁକ୍ତ ବାଣିଜ୍ୟ ରାଜିନାମା ଚୂଡାନ୍ତ : ବିଶ୍ୱ ବାଣିଜ୍ୟରେ ଭାରତର ଏକ ରଣନୈତିକ ସଫଳତା
୧୬ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ୟୁରୋପୀୟ କମିଶନ ଅଧ୍ୟକ୍ଷଙ୍କ ଐତିହାସିକ ଘୋଷଣାଭାରତ-ୟୁରୋପୀୟ ସଂଘ ଭାଗିଦାରୀ: ବିଶ୍ୱ ଜିଡିପିର ୨୫% ଆଧାରରେ ଏକ ଶକ୍ତିଶାଳୀ ଆର୍ଥିକ ଭାଗିଦାରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ!-->!-->!-->…
Read More...
Read More...
ସର୍ବଭାରତୀୟ ‘ସମୃଦ୍ଧି’ ସମାରୋହ ୨୦୨୫-୨୬ ଉଦଘାଟିତ
ଭୁବନେଶ୍ୱର, (ପିଆଇବି) : ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁସାରେ, କଳା ସମନ୍ୱୟ ଶିକ୍ଷା ମାଧ୍ୟମରେ ଅଭିଜ୍ଞତାଭିତ୍ତିକ ଶିକ୍ଷଣ ଓ ଆନନ୍ଦଦାୟୀ ଶ୍ରେଣୀଗୃହ ଗଠନର ଲକ୍ଷ୍ୟ ନେଇ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ସର୍ବଭାରତୀୟ କଳାଏକୀକୃତ ଶିକ୍ଷା ପଦ୍ଧତି ‘ସମୃଦ୍ଧି’ (୨୦୨୫–୨୬) ଆଜି ଉଦଘାଟିତ!-->…
Read More...
Read More...
କେନ୍ଦ୍ର ବଜେଟ୍ ୨୦୨୬-୨୭ ପାଇଁ ପ୍ରସ୍ତୁତିର ଅନ୍ତିମ ପର୍ଯ୍ୟାୟ ହାଲୱା ଉତ୍ସବ ସହିତ ଆରମ୍ଭ
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ବଜେଟ୍ ୨୦୨୬-୨୭ ପାଇଁ ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାର ଅନ୍ତିମ ପର୍ଯ୍ୟାୟକୁ ସୂଚିତ କରୁଥିବା ‘ହାଲୱା ଉତ୍ସବ’ ଆଜି ନର୍ଥ ବ୍ଲକସ୍ଥିତ ବଜେଟ୍ ପ୍ରେସରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ!-->…
Read More...
Read More...
ଉତ୍ସାହ ଏବଂ ରାଷ୍ଟ୍ର ଗୌରବରେ ପରିପୂର୍ଣ୍ଣ ସାଧାରଣତନ୍ତ୍ର ଦିବସ ସମାରୋହକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
କର୍ତ୍ତବ୍ୟ ପଥ ଠାରେ ଚିତ୍ତାକର୍ଷକ ସାଧାରଣତନ୍ତ୍ର ଦିବସ ପରେଡର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀଆମର ଗଣତନ୍ତ୍ର ଦିବସ ସମାରୋହରେ ଭାରତକୁ ୟୁରୋପୀୟ ପରିଷଦ ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲିଏନଙ୍କୁ ଆତିଥ୍ୟ ପ୍ରଦାନ କରିବାର ସୌଭାଗ୍ୟ!-->…
Read More...
Read More...
ଗଣତନ୍ତ୍ର ଦିବସ ପରେଡରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ପ୍ରଜ୍ଞାପନ ମେଢ଼
ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ
ନୂଆଦିଲ୍ଲୀ, (ପିଆଇବି) : କର୍ତ୍ତବ୍ୟ ପଥରେ ଆୟୋଜିତ ଗଣତନ୍ତ୍ର ଦିବସ ପରେଡରେ ଉପସ୍ଥାପିତ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପ୍ରଜ୍ଞାପନ ମେଢ଼ର କିଛି ଦୃଶ୍ୟ ଏଠାରେ ଦିଆଯାଇଛି :ସୂଚନା ଏବଂ ପ୍ରସାରଣ!-->!-->!-->…
Read More...
Read More...
ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷାଙ୍କ ଭାରତ ଗସ୍ତ ଏବଂ ଷୋଡ଼ଶ ଭାରତ-ୟୁରୋପୀୟ ସଂଘ ଶିଖର…
ନୂଆଦିଲ୍ଲୀ, (ପିଆଇବି) : 1. ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ୟୁରୋପୀୟ ପରିଷଦର ଅଧ୍ୟକ୍ଷ ମହାମହିମ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷା ମହାମହିମ ଉର୍ସୁଲା ଭନ୍ ଡର୍ ଲିଏନ୍ 77ତମ ସାଧାରଣତନ୍ତ୍ର ଦିବସ ସମରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ!-->…
Read More...
Read More...
ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ…
ଆଜି ଭାରତ ଶକ୍ତି କ୍ଷେତ୍ର ପାଇଁ ଅପାର ସୁଯୋଗର ଭୂମି: ପ୍ରଧାନମନ୍ତ୍ରୀଭାରତ-ୟୁରୋପୀୟ ସଂଘର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ବିଶ୍ୱର ଦୁଇଟି ବୃହତ ଅର୍ଥନୀତି ମଧ୍ୟରେ ସମନ୍ୱୟର ଏକ ଉଲ୍ଲେଖନୀୟ ଉଦାହରଣ: ପ୍ରଧାନମନ୍ତ୍ରୀଭାରତ ଏବେ ଶକ୍ତି ସୁରକ୍ଷାଠାରୁ ଶକ୍ତି ସ୍ୱାଧୀନତା ମିଶନ ଦିଗରେ ଆଗକୁ!-->…
Read More...
Read More...