Browsing Category

ଦେଶ ବିଦେଶ

କମିଲା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ : କମିଲା ଗ୍ୟାସ ସିଲିଣ୍ଡର ମୂଲ୍ୟ । ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟରେ ୧୯୮ ଟଙ୍କା ହ୍ରାସ ହୋଇଛି । ଏହା ଜୁଲାଇ ୧ ଠାରୁ ଲାଗୁ କରାଯାଉଛି । ଏହା ଦ୍ୱାରା ଗ୍ରାହକଙ୍କୁ ଏକ ବଡ ଆଶ୍ୱସ୍ତି ମିଳିଛି । କମ୍ପାନୀ ଗୁଡିକ ଘରୋଇ ଗ୍ୟାସ ସିଲିଣ୍ଡର
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ମୃତ

ସୁଲତାନପୁର : ଲଖନଉ ସ୍ଥିତ ସୁଲତାନପୁର ଅନ୍ତର୍ଗତ କୋତବଲୀର ବାଇପାସ ସ୍ଥିତ ଆଦରା କମନଗଡରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାନୁସାରେ ମୃତକଙ୍କ ମଧ୍ୟରେ ମହିଳା ସାମିଲ ରହିଛନ୍ତି । ଉକ୍ତ ଯାନରେ ପ୍ରାୟ ୮ ଜଣ ଯାତ୍ରା କରୁଥିଲେ । ଖବର ପାଇ
Read More...

ଆଜିଠୁ ଆରମ୍ଭ ହେଲା ପ୍ରସିଦ୍ଧ ଅମରନାଥ ଯାତ୍ରା

ଜମ୍ମୁ କାଶ୍ମୀର : କଡ଼ା ସୁରକ୍ଷା ମଧ୍ୟରେ ଜମ୍ମୁ କାଶ୍ମୀରର ପ୍ରସିଦ୍ଧ ଅମରନାଥ ଯାତ୍ରା ଆଜିଠୁ ଆରମ୍ଭ ହୋଇଛି । ଭକ୍ତ ମାନେ ପବିତ୍ର ଗୁମ୍ଫାକୁ ପ୍ରବେଶ କରିଛନ୍ତି । କରୋନା ଯୋଗୁଁ ଗତ ୨ ବର୍ଷ ଧରି ବନ୍ଦ ଥିଲା ଅମରନାଥ ଯାତ୍ରା । ଚଳିତ ବର୍ଷ କରୋନା ସଂକ୍ରମଣ କମ୍‌ ରହିଥିବାରୁ ଅମରନାଥ
Read More...

ଘରୋଇ ଅଶୋଧିତ ତୈଳ ବିକ୍ରି ଉପରୁ ନିୟନ୍ତ୍ରଣ ପ୍ରତ୍ୟାହାର ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ‘ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ଉପରୁ ନିୟନ୍ତ୍ରଣ ପ୍ରତ୍ୟାହାର’ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଅଶୋଧିତ ତୈଳ ଏବଂ କଣ୍ଡେନସେଟ୍ ଆବଣ୍ଟନକୁ ବନ୍ଦ
Read More...

ପ୍ରାଥମିକ କୃଷି ଋଣ ସମିତି (ପ୍ୟାକ୍ସ)ଗୁଡ଼ିକର କମ୍ପ୍ୟୁଟରୀକରଣକୁ କ୍ୟାବିନେଟ ମଞ୍ଜୁରି

ମୋଟ ୨୫୧୬ କୋଟି ଟଙ୍କାର ବଜେଟ ବ୍ୟୟବରାଦ ସହିତ ୬୩,୦୦୦ କାର୍ଯ୍ୟକ୍ଷମ ପ୍ୟାକ୍ସକୁ କମ୍ପ୍ୟୁଟରୀକରଣ କରାଯିବଏହି ପଦକ୍ଷେପ ଦ୍ୱାରା ଅଧିକାଂଶ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସମେତ ପ୍ରାୟ ୧୩କୋଟି ଚାଷୀ ଲାଭାନ୍ୱିତ ହେବେଏହି ପଦକ୍ଷେପ ବଚ୍ଛତା ଓ ଦକ୍ଷତା ଆଣିବ, ବିଶ୍ୱସନୀୟତାକୁ ବଢ଼ାଇବ ଏବଂ
Read More...

ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ଅଗଷ୍ଟ ୬ରେ

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯାଇଛି । ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ଜୁଲାଇ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୬ରେ ଭୋଟ ଗ୍ରହଣ ସହ ଗଣତି ହେବ ।
Read More...

ୟୁଏଇ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

ଆବୁଧାବି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଷ୍ଟ୍ରପତି ଶେଖ୍‌ ମହମ୍ମଦ ବିନ୍‌ ଜାୟେଦ୍‌ ଅଳ୍‌ ନହୟାନ୍‌ଙ୍କୁ ଭେଟିଛନ୍ତି । ଏହି ଅବସରରେ ମୋଦୀ ମେ' ୧୩ରେ ପରଲୋକ ଘଟିଥିବା ଉପସାଗରୀୟ ରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ଶେଖ୍‌ ଖଲିଫା ବିନ୍‌ ଜାୟେଦ୍‌ ଅଲ୍‌
Read More...

ଭୁଶୁଡ଼ିଲା କୋଠା : ୧୯ ମୃତ

ମୁମ୍ବାଇ : ମୁମ୍ବାଇର କୁରଲା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ କୋଠା ଭୁଶୁଡ଼ି ୧୯ ଜଣଙ୍କ ମୃତ୍ୟୁ ଘଟିଛି । ଆହତଙ୍କୁ ଘାଟକୋପରର ରାଜାୱାଡ଼ି ଏବଂ ସିଓନରେ ଥିବା ଏଲ୍‌ଟିଏମ୍‌ଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ ନାଏକ ନଗର ସୋସାଇଟିରେ ଥିବା ଏହି ୫୦ ବର୍ଷ ପୁରୁଣା ୪
Read More...

ଆସନ୍ତାକାଲି ଆରମ୍ଭ ହେବ ଅମରନାଥ ଯାତ୍ରା

ଶ୍ରୀନଗର : ଦୁଇ ବର୍ଷର ବ୍ୟବଧାନ ପରେ ଆସନ୍ତାକାଲି ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଅମରନାଥ ଯାତ୍ରା । ଯାତ୍ରାର ଗୋଟିଏ ଦିନ ପୂର୍ବରୁ ଶ୍ରଦ୍ଧାଳୁମାନେ ଶ୍ରୀନଗରେ ପହଞ୍ଚିବା ଆରମ୍ଭ କରି ସାରିଛନ୍ତି । ଉପରାଜ୍ୟପାଳ ମନୋଜ ସିହ୍ନା ନିଜେ ପତାକା ଦେଖାଇ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି ।
Read More...

ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ

ମୁମ୍ବାଇ : ମହାରାଷ୍ଟ୍ରର ତାରାପୁରରେ ଥିବା ଏକ ରାସାୟନିକ କାରଖାନାରେ ବୁଧବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡ ପରେ ବିସ୍ଫୋରଣ ମଧ୍ୟ ଘଟିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ
Read More...