Browsing Category
ଦେଶ ବିଦେଶ
ବିହାରର ଗଙ୍ଗା ନଦୀରେ ୪୦ରୁ ଅଧିକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଲା
ବକ୍ସର : ବିହାରର ବକ୍ସର ଜିଲ୍ଲାର ଚାଉସା ବ୍ଲକର ଚାଉସା କ୍ରେମେଟୋରିୟମରେ ଗଙ୍ଗା ନଦୀରେ ଅତି କମ୍ରେ ୪୦ଟି ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ଗଣମାଧ୍ୟମ ସହ ବାର୍ତ୍ତାଳାପରେ ସ୍ଥାନୀୟ ପ୍ରଶାସନ ଏହା ନିଶ୍ଚିତ କରିଛି । କିନ୍ତୁ ସ୍ଥାନୀୟ ସାମ୍ବାଦିକମାନେ ଦାବୀ କରିଛନ୍ତି ଯେ, ସେମାନେ!-->…
Read More...
Read More...
କରୋନାରେ ଆକ୍ରାନ୍ତ ହେଲେ ଜୁନିୟର ଏନଟିଆର୍
ନୂଆଦିଲ୍ଲୀ : କରୋନାରେ ଆକ୍ରାନ୍ତ ହୋଇଛନ୍ତି ତେଲୁଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଜୁନିୟର ଏନଟିଆର୍ । ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ସୋସିଆଲ ମିଡିଆ ମାଧ୍ୟମରେ ସେୟାର କରି ଏହାର ସୂଚନା ଦେଇଛନ୍ତି । ତେବେ ତାଙ୍କର ପିଜିଟିଭ୍ ଆସିବା ପରେ ସେ ଏବଂ ତାଙ୍କ!-->…
Read More...
Read More...
ହରିୟାଣା ସରକାରଙ୍କ ବଡ ନିଷ୍ପତ୍ତି : ୫ ହଜାର ଟଙ୍କା ଲେଖାଏଁ ଗରିବ ଲୋକଙ୍କୁ ଦିଆଯିବ
ଚଣ୍ଡିଗଡ଼ : କରୋନା ଭାଇରସ ସଂକ୍ରମଣର ବୃଦ୍ଧି ଯୋଗୁଁ ବାଧ୍ୟତାମୂଳକ ପ୍ରତିବନ୍ଧକ ମଧ୍ୟରେ ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ହରିୟାଣା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଦାରିଦ୍ର ସୀମାରେଖା (ବିପିଏଲ) ତଳେ ଥିବା ଲୋକଙ୍କୁ ରାଜ୍ୟ ସରକାର ୫ ହଜାର ଟଙ୍କା ଲେଖାଏଁ ଦେବେ । ଏହା!-->…
Read More...
Read More...
ଦିଲ୍ଲୀରେ ମେ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍ ଅବଧି
ନୂଆଦିଲ୍ଲୀ : ମେ ୧୭ ପର୍ଯ୍ୟନ୍ତ ବଢ଼ିଲା ଦିଲ୍ଲୀର ଲକ୍ଡାଉନ୍ ଅବଧି । ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏଥର ସରକାର ଅପେକ୍ଷାକୃତ କଠୋର 'ଲକ୍ଡାଉନ୍' ଜାରି କରିବା ଲାଗି ସ୍ଥିର କରିଛନ୍ତି।!-->…
Read More...
Read More...
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୬,୧୬୧ ନୂଆ ଆକ୍ରାନ୍ତ ଚିହ୍ନଟ : ୩,୭୫୪ଙ୍କ ମୃତ୍ୟୁ
ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ୍ ହଇଚଇ ସୃଷ୍ଟି କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୬,୧୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୭୫୪ ମୃତ୍ୟୁ ହୋଇଛି । ନୂତନ ସଂକ୍ରମଣକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୨୬,୬୨,୫୭୫ ଓ ମୃତ୍ୟୁସଂଖ୍ୟା ୨,୪୬,୧୧୬ରେ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସର୍ବାନନ୍ଦ ସୋନୋଓ୍ୱାଲ
ଗୌହାଟୀ : ସର୍ବାନନ୍ଦ ସୋନୱାଲ ଆଜି ଆସାମ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ସେ ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ସୋନୋଓ୍ୱାଲଙ୍କ ସମେତ ତାଙ୍କ ମନ୍ତ୍ରୀମଣ୍ଡଳ ବି ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେପଟେ ଆଜି ସ୍ଥିର ହେବ କିଏ ହେବେ ଆସାମର!-->…
Read More...
Read More...
ତାମିଲନାଡୁ ଆସନ୍ତା ମେ ୧୦ରୁ ‘ସମ୍ପୂର୍ଣ୍ଣ ଲକ୍ଡାଉନ୍’
ତାମିଲନାଡୁ : ଦିନକୁ ଦିନ କରୋନା ସଂକ୍ରମଣ ହୁହୁ ହୋଇ ବଢିଚାଲିଛି । ତେବେ ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁକୁ ମେ ୧୦ ତାରିଖରୁ ଦୁଇ ସପ୍ତାହ ନିମନ୍ତେ ରାଜ୍ୟରେ 'ସମ୍ପୂର୍ଣ୍ଣ ଲକ୍ଡାଉନ୍' ଘୋଷଣା କରିଛନ୍ତି ତାମିଲନାଡୁ ସରକାର । ରାଜ୍ୟରେ ଗତକାଲି ରେକର୍ଡସଂଖ୍ୟକ ୨୬୦୦୦ ନୂତନ ସଂକ୍ରମଣ!-->…
Read More...
Read More...
କରୋନାରେ ଆକ୍ରାନ୍ତ ହେଲେ କଙ୍ଗନା
ନୂଆଦିଲ୍ଲୀ : ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱାତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଇନଷ୍ଟାଗ୍ରାମରେ ପୋଷ୍ଟ କରି କଙ୍ଗନା ଏହା ସୂଚନା ଦେଇଛନ୍ତି । ନିଜର ଟେଷ୍ଟ ରିପୋର୍ଟ ଇନଷ୍ଟାଗ୍ରାମରେ ସାର୍ବଜନୀନ କରି ପଜିଟିଭ ହୋଇଛନ୍ତି ବୋଲି କଙ୍ଗନା କହିଛନ୍ତି । ତାଙ୍କୁ କିଛି ଦିନ ହେଲା ଦୁର୍ବଳତା!-->…
Read More...
Read More...
ପୁଣି ଦେଶରେ ଦିନକରେ ୪ ଲକ୍ଷରୁ ଅଧିକ ରୋଗୀ ଚିହ୍ନଟ, ସକ୍ରିୟ ରୋଗୀ ସଂଖ୍ୟା ୩୭ ଲକ୍ଷରୁ ଅଧିକ
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୧ ହଜାର ୭୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ନ୍ତି ଏବଂ ୪୧୮୭ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ରୋଗରୁ ମୁକ୍ତି ପାଇଥିବା ଲୋକଙ୍କ ସଂଖ୍ୟା ମଧ୍ୟ!-->…
Read More...
Read More...
କ୍ରମାଗତ ଦ୍ୱିତୀୟ ଦିନ ପାଇଁ ୪ ଲକ୍ଷରୁ ଅଧିକ ଆଂକ୍ରାନ୍ତ ଚିହ୍ନଟ, ୩୯୧୫ ଲୋକଙ୍କ ଜୀବନ ନେଲା
ନୂଆଦିଲ୍ଲୀ : କରୋନା ଭୂତାଣୁର ଦ୍ୱିତୀୟ ତରଙ୍ଗ ଦେଶରେ ହାହାକାର ସୃଷ୍ଟି କରୁଛି । ଗୁରୁବାର ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଚାରି ଲକ୍ଷ ଅତିକ୍ରମ କରିଛି । ଗୁରୁବାର ଦିନ ସାରା ଦେଶରେ ମୋଟ ୪,୧୪,୧୮୮ ଟି ନୂଆ ମାମଲା ରୁଜୁ ହୋଇଥିବା ବେଳେ ୩୯୧୫ ଜଣଙ୍କର ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ୱାସ୍ଥ୍ୟ!-->…
Read More...
Read More...