Browsing Category
ଓଡିଶା
ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ
ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ପାନପୋଷ ସ୍ଥିତ ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ସସ୍ମିତା ସାମଲଙ୍କ ପୌରହିତ୍ୟରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ରାମେଶ୍ୱରୀ ଭୋଇ ଓ ମମତା!-->…
Read More...
Read More...
କନସିଂହା ନୂଆପାଲିର ଲଳିତ କୁମାର ସାହୁ ହେଲେ ପଦ୍ମପୁର ବ୍ଳକ ତେଲି ସମାଜର ନୂତନ ବ୍ଲକ୍ ସଭାପତି
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ୍ କନସିଂହା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୂଆପଲି ଗ୍ରାମର ଲଳିତ କୁମାର ସାହୁ ପଦ୍ମପୁର ତେଲି ସମାଜର ନୂତନ ବ୍ଲକ୍ ସଭାପତି ରୂପେ ମନୋନୀତ ହୋଇଛନ୍ତି । ଫଳରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ସେ ନିଜର!-->…
Read More...
Read More...
କପିଲାଭଟା ହାଇସ୍କୁଲରେ ବଙ୍ଗୋମୁଣ୍ଡା ବିଇଓଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଉଚ୍ଚ ବିଦ୍ୟାଳୟ ସମୂହ ପ୍ରଧାନଶିକ୍ଷକ, ଶିକ୍ଷକ ଓ କର୍ମଚାରୀଙ୍କ ମିଳିତ ଆନୁକୂଲ୍ୟରେ ଆଜି ଗ୍ରାମପଞ୍ଚାୟତ ଉଚ୍ଚ ବିଦ୍ୟାଳୟ କପିଲାଭଟା ଠାରେ ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠନାଥ ଶବରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା!-->…
Read More...
Read More...
ମହିଳା ଦିବସ ପାଳନ ଅବସରରେ ‘ସଶକ୍ତ ନାରୀ, ସଶକ୍ତ ରାଷ୍ଟ୍ର’ ଶୀର୍ଷକ ଏକ ସ୍ଵତନ୍ତ୍ର ସଚେତନତା କାର୍ଯ୍ୟକ୍ରମର ଦ୍ୱିତୀୟ…
ବଲାଙ୍ଗିର, (କେପିଏନ୍ଏସ୍) : ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବଲାଙ୍ଗିର ସହରସ୍ଥିତ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ‘ସଶକ୍ତ ନାରୀ, ସଶକ୍ତ ରାଷ୍ଟ୍ର’ ଶୀର୍ଷକ ଏକ ସ୍ଵତନ୍ତ୍ର ସଚେତନତା କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସ ଅନୁଷ୍ଠିତ ହୋଇଯାଇଛି । ମହିଳାମାନଙ୍କୁ ଶାରୀରିକ ଓ!-->…
Read More...
Read More...
ପ୍ରଭାବତୀ ପବ୍ଲିକ୍ ସ୍କୁଲ୍ ତରଫରୁ ଜୁନିଅର୍ ୱିଙ୍ଗସ ଠାରେ ପେରେଣ୍ଟସ୍ ଓରିଏଣ୍ଟେସନ୍ ପ୍ରୋଗ୍ରାମ କାର୍ଯ୍ୟକ୍ରମ…
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଶ୍ରୀ ଦାଦିଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ୍ ସ୍କୁଲ୍ ତରଫରୁ ଶନିବାର ସନ୍ଧ୍ୟାରେ ଜୁନିଅର୍ ୱିଙ୍ଗସ ଠାରେ ପେରେଣ୍ଟସ୍ ଓରିଏଣ୍ଟେସନ୍ ପ୍ରୋଗ୍ରାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସ୍କୁଲ ଶିକ୍ଷୟିତ୍ରୀମାନେ ଆସିଥିବା ସମସ୍ତ!-->…
Read More...
Read More...
ଟିଟିଲାଗଡ଼ ନଗର ବିଜେପି ଓ ରାଜସ୍ଥାନୀ ହେଲଥ ଫାଉଣ୍ଡେସନ ତରଫରୁ ନିଶୁଳ୍କ ରକ୍ତ ପରୀକ୍ଷଣ ଶିବିର
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରବିବାର ସକାଳେ ୧୫ ନମ୍ବର ୱାର୍ଡ ସ୍ଥିତ ଅଙ୍ଗନୱାଡ଼ି କେନ୍ଦ୍ରରେ ଟିଟିଲାଗଡ଼ ନଗର ବିଜେପି ଓ ରାଜସ୍ଥାନୀ ହେଲଥ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଏକ ନିଶୁକ୍ଳ ରକ୍ତ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ରକ୍ତ ପରୀକ୍ଷଣ ପରେ ଉପସ୍ଥିତ!-->…
Read More...
Read More...
୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଚାଟିକଣାରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା କରିଥିବା ଦେଖିବାକୁ ମିଳିଛି । ସୂଚନା ମୁତାବକ ଚାଟିକଣାସ୍ଥିତ ପୁରୁଣା ଷ୍ଟେସନ୍ ସାହିର ପୁରୁଷୋତ୍ତମ ଗନ୍ତାୟତଙ୍କ ପୁଅ ଋଷି ଗନ୍ତାୟତ (୭)କୁ କେହି!-->…
Read More...
Read More...
ମାର୍ଚ୍ଚ ୨୮ ରେ ବାଲିଗୁଡା ଓକିଲ ସଂଘ ନିର୍ବାଚନ : ପ୍ରାର୍ଥୀପତ୍ର ଦାଖଲ ଆରମ୍ଭ
ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଜ୍ୟ ବାର୍ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟି ନିର୍ବାଚନ ଆସନ୍ତା!-->!-->!-->…
Read More...
Read More...
ରାଜ୍ୟର ଅନ୍ୟତମ ଆକର୍ଷଣୀୟ ଭାବେ ବ୍ରହ୍ମପୁର ମହୋତ୍ସବ ଆୟୋଜିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣ ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ସାଂସ୍କୃତିକ ଉତ୍ସଵ ବ୍ରହ୍ମପୁର ମହୋତ୍ସବକୁ ପବିତ୍ର ଶ୍ରୀରାମ ନବମୀ ତଥା ୨୭ ମାର୍ଚ୍ଚରୁ ଅପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ୭ ଦିନ ବ୍ୟାପି ଆୟୋଜିତ ହେବ । ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଖେଳ ପଡିଆଠାରେ ଆୟୋଜିତ!-->…
Read More...
Read More...
ବ୍ରହ୍ମପୁର, ଗଞ୍ଜାମ ଓକିଲ ସଂଘ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ ଆରମ୍ଭ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଓକିଲ ସଂଘ (ବ୍ରହ୍ମପୁର) ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଛି । ଚଳିତ ବର୍ଷ ଓକିଲ ସଂଘ ନିର୍ବାଚନ ପାଇଁ ସମ୍ପାଦକ ପଦବୀ ନିମନ୍ତେ ଜଗନ୍ନାଥ ମିଶ୍ର ନିଜର ଶତାଧିକ ସମର୍ଥକମାନଙ୍କ ସହ ଯାଇ ନିର୍ବାଚନ ଅଧିକାରୀ ନୟନ ଚନ୍ଦ୍ର!-->…
Read More...
Read More...