Browsing Category

ଓଡିଶା

୮ ମାର୍ଚ୍ଚରେ ଦିଲ୍ଲୀରେ ପ୍ରାୟ ୩୩,୫୦୦ କୋଟିର ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ…

ଦିଲ୍ଲୀ ମେଟ୍ରୋର ମଜଲିସ୍ ପାର୍କ-ମୌଜପୁର ବାବରପୁର (ପିଙ୍କ ଲାଇନ୍) ଏବଂ ଦୀପାଲୀ ଚୌକ-ମଜଲିସ ପାର୍କ (ମାଜେଣ୍ଟା ଲାଇନ୍) କରିଡର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀଦିଲ୍ଲୀ ମେଟ୍ରୋର ଭି-ଏ ପର୍ଯ୍ୟାୟ ସମ୍ପ୍ରସାରଣ ଅଧୀନରେ ତିନିଟି ନୂଆ କରିଡର ପାଇଁ ମଧ୍ୟ ଶିଳାନ୍ୟାସ କରିବେ
Read More...

ସିବିସି ଓ ପିଆଇବି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଏଡିଜି ଶ୍ରୀ ଅଖିଳ କୁମାର ମିଶ୍ର ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଏବଂ ପତ୍ର ସୂଚନା କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ଆଜି
Read More...

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ : ୩୨୭୫ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଦେଶରେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସମବାୟ ନୀତି ୨୦୨୬ ର କାର୍ଯ୍ୟକାରିତାବଡମ୍ବା ଚିନିକଳର ପୁନରୁଦ୍ଧାରପାରାଦ୍ଵୀପରେ ଇଫକୋ ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଥାନାର ଶୁଭ ଉଦଘାଟନ ଭୁବନେଶ୍ୱର, (ପିଆଇବି) : ଆଜି ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି
Read More...

ଇଗ୍ନୋ ଆଞ୍ଚଳିକ କେନ୍ଦ୍ର, ଭୁବନେଶ୍ୱରରେ କ୍ୟାମ୍ପସ୍ ୨ କର୍ପୋରେଟ୍ (ସି୨ସି) ଏବଂ ଆଇଡ଼ିଏସନ୍ ୨ ଅର୍ଗାନାଇଜେସନ୍…

ଭୁବନେଶ୍ୱର, (ପିଆଇବି) : ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ଆଞ୍ଚଳିକ କେନ୍ଦ୍ର, ଭୁବନେଶ୍ୱରରେ ଆଜି କ୍ୟାମ୍ପସ୍ ୨ କର୍ପୋରେଟ୍ (ସି୨ସି) ଏବଂ ଆଇଡ଼ିଏସନ୍ ୨ ଅର୍ଗାନାଇଜେସନ୍ (ଆଇ୨ଓ) ୨.୦ କାର୍ଯ୍ୟକ୍ରମର ଉଦଘାଟନ ହୋଇଯାଇଛି । ଉଚ୍ଚ ଶିକ୍ଷା, ଶିଳ୍ପ ଆବଶ୍ୟକତା ଓ
Read More...

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆଠଦିନିଆ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଆଠଦିବସୀୟ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମୁରିବାହାଲ
Read More...

କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ୱାରା କଳାହାଣ୍ଡିର ୫ଟି ନୂତନ ଥାନା କୋଠା ଉଦଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ରାଜ୍ୟର ନବ ନିର୍ମିତ ଥାନା କୋଠା ଗୁଡିକୁ ଅଭାଷୀ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲାର ପାଞ୍ଚଟି ନବ ନିର୍ମିତ ଥାନା କୋଠା କେସିଙ୍ଗା,
Read More...

ଅନ୍ତର୍ଜାତୀୟ ମହିଳା ଦିବସ – ପ୍ରଥମ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଆଜି ସ୍ଥାନୀୟ ଭବାନୀ ଭବନ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଏକ ମାସ୍ ଫିଟନେସ ଏବଂ ଯୋଗ କାର୍ଯ୍ୟକ୍ରମ ତଥା ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ
Read More...

ବାଇକ ଦୁର୍ଘଟଣାରେ ୨ ଯୁବକ ମୃତ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅଧୀନସ୍ଥ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣାରେ ୨ ଜଣ ଯୁବକଙ୍କ ଅକାଳ ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତ ଯୁବକ ୨ ଜଣ ଭାପୁର ବ୍ଲକର ଧାନଚେଙ୍ଗଡା ପଞ୍ଚାୟତ ଅଧୀନ କଳଟାଙ୍ଗୀ ଗ୍ରାମର
Read More...

ଟେଟ୍ରା ପ୍ୟାକ ମଦ ପ୍ରଚଳନ ପାଇଁ ଓଡ଼ିଶା ସରକାରଙ୍କ ନିଷ୍ପତ୍ତିକୁ ଏଆଇଏମ୍‌ଏସ୍‌ଏସ୍‌ର ବିରୋଧ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ପ୍ରତି ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଅତ୍ୟନ୍ତ ଉଦବେଗଜନକ ଅବସ୍ଥାରେ ପହଞ୍ଚି ଥିବାବେଳେ ସରକାରଙ୍କ ଟେଟ୍ରା ପ୍ୟାକ୍ ମଦ ପ୍ରଚଳନ ନିଷ୍ପତ୍ତି ରାଜ୍ୟବାସୀଙ୍କୁ ଏହା ଶଙ୍କାଗ୍ରସ୍ତ କରିଛି । ନାରୀ ଓ ଶିଶୁ ନିର୍ଯ୍ୟାତନାରେ ଓଡ଼ିଶା ଦେଶରେ ପ୍ରଥମ
Read More...

ପ୍ରଗତି ଉତ୍କଳ ସଂଘ ପକ୍ଷରୁ ବିଜୁ ପଟ୍ଟନାୟକ ଜୟନ୍ତୀ ଓ କବିତା ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ "ପ୍ରଗତି ଉତ୍କଳ ସଂଘ" ଆନୁକୂଲ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମଜୟନ୍ତୀ ସହ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ
Read More...