Browsing Category

ଓଡିଶା

ନଦୀରେ ବୁଡି ଜଣେ ନାବାଳକ ମୃତ, ଜଣେ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ୍, ପର୍ଲା ଗ୍ରାମରେ ଘଟିଯାଇଛି ଏକ ଦୁଃଖଦ ଘଟଣା । ଗାଁ ନିକଟସ୍ଥ ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଜଣେ ନାବାଳକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ବାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ
Read More...

ଏଚ୍‌ସିଏଲ୍‌ ଫାଉଣ୍ଡେସନ ଓ ଆର୍‌ସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ରିଜିଓନାଲ ସେଣ୍ଟର୍‌ ଫର୍‌ ଡେଭ୍‌ଲପ୍‌ମେଣ୍ଟ କର୍ପୋରେସନ (ଆର୍‌.ସି.ଡି.ସି.) ତରଫରୁ ଖପ୍ରାଖୋଲ ବ୍ଲକର ପବିତ୍ର ଶୈବପୀଠ ହରିଶଙ୍କର, ଠାରେ ଏଚ୍‌.ସି.ଏଲ୍‌. ଫାଉଣ୍ଡେସନ ସହାୟତାରେ ହେବାକୁ ଥିବା ଏକ
Read More...

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ପକ୍ଷରୁ ଆସନ୍ତା ୨୨ ତାରିଖରୁ ପ୍ରସ୍ତାବିତ ନାଟ୍ୟ କର୍ମଶାଳା ସାମୟିକ ଭାବେ ସ୍ଥଗିତ ହୋଇଛି । ଉକ୍ତ କର୍ମଶାଳା ୨୨ ତାରିଖରୁ ଆରମ୍ଭ ହୋଇ ଜୁନ ୬ ତାରିଖ ଯାଏଁ ଚାଲିବାର ଥିଲା । କିନ୍ତୁ ବର୍ତ୍ତମାନ ବର୍ଦ୍ଧିଷ୍ଣୁ
Read More...

ଓଡ଼ିଶା ସିଏଚ୍ଏସି ୨୦୨୬ ପରୀକ୍ଷା ଫଳାଫଳରେ ଜେଏସ୍‌ଏମ୍ କଲେଜର ୧୦୦% ସଫଳତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ସିଏଚ୍ଏସି ବୋର୍ଡର ଏଏଚ୍ଏସି ପରୀକ୍ଷା ୨୦୨୬ର ଫଳାଫଳ ପ୍ରକାଶ ପାଇଥିବା ବେଳେ ସମଗ୍ର ରାଜ୍ୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସବର ପରିବେଶ ସୃଷ୍ଟି ହୋଇଛି । ପ୍ରତିବର୍ଷର ପରମ୍ପରାକୁ ଅବ୍ୟାହତ ରଖି ଜେଏସ୍‌ଏମ୍ କଳା, ବିଜ୍ଞାନ ଓ ବାଣିଜ୍ୟ
Read More...

ଯୁକ୍ତ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଜ୍ଞାନ ପରୀକ୍ଷାରେ ଗନ୍ଧମାର୍ଦ୍ଦନ ବିଜ୍ଞାନ ପ୍ରତିଷ୍ଠାନର ଶତପ୍ରତିଶତ ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ବିଜ୍ଞାନ ପ୍ରତଷ୍ଠାନ ପଦ୍ମପୁର ଉପଖଣ୍ଡ ସ୍ଥିତ ଗୌଡ଼ପାଲି କନସିଂହାର +୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷାରେ ପ୍ରଥମ ବ୍ୟାଚ୍‌ ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରି ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି । କଲେଜର ଛାତ୍ର
Read More...

ଚାକିରି ଆଶାୟୀ ଏସସି/ଏସଟି ଯୁବକଯୁବତୀଙ୍କ ପାଇଁ ଷ୍ଟାଇପେଣ୍ଡ ସହ କମ୍ପ୍ୟୁଟର ତାଲିମ ସୁଯୋଗ

ନେସନାଲ କ୍ୟାରିଅର ସର୍ଭିସ୍ ସେଣ୍ଟର ପକ୍ଷରୁ ମାଗଣା ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନ ଆହ୍ୱାନ ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରସ୍ଥିତ ଏସସି/ଏସଟି ନେସନାଲ କ୍ୟାରିଅର ସର୍ଭିସ୍ ସେଣ୍ଟର ପକ୍ଷରୁ ଅନୁସୂଚିତ ଜାତି (ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି) ଯୁବକଯୁବତୀଙ୍କ ପାଇଁ
Read More...

ଇଟାଲୀର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀର ମହାମହିମ ରାଷ୍ଟ୍ରପତି ଶ୍ରୀ ସର୍ଗିଓ ମାଟାରେଲାଙ୍କୁ ରୋମ୍‌ସ୍ଥିତ ରାଷ୍ଟ୍ରପତି ଭବନ କ୍ୱିରିନାଲେ ପ୍ୟାଲେସରେ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ, ପ୍ରଧାନମନ୍ତ୍ରୀ ଭାରତ-ଇଟାଲୀ ସମ୍ପର୍କକୁ ସୁଦୃଢ଼ କରିବାରେ
Read More...

ଭାରତ-ଇଟାଲୀ ମିଳିତ ଘୋଷଣା

ନୂଆଦିଲ୍ଲୀ, (ପିଆଇବି) : ଇଟାଲୀ ଗଣରାଜ୍ୟର ମନ୍ତ୍ରୀ ପରିଷଦର ପ୍ରେସିଡେଣ୍ଟ ଜିଓର୍ଜିଆ ମେଲୋନିଙ୍କ ନିମନ୍ତ୍ରଣରେ, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯-୨୦ ମେ ୨୦୨୬ ରେ ଇଟାଲୀକୁ ଏକ ସରକାରୀ ଗସ୍ତ କରିଥିଲେ। ୨୦୨୪ ଜୁନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜି୭ ଶିଖର ସମ୍ମିଳନୀ ପାଇଁ
Read More...

ବଣ ମଲ୍ଲୀ ପ୍ରତିଭାକୁ ସ୍ୱୀକୃତି ଦେଲେ ଜିଲ୍ଲାପାଳ

ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବଣମଲ୍ଲୀର ବାସ୍ନା ଅତ୍ୟନ୍ତ ନିଆରା ଏହା ସମସ୍ତେ ଜାଣନ୍ତି । କିନ୍ତୁ ସେହି ପ୍ରତିଭାକୁ ଖୋଜିବାକୁ ଚିହ୍ନିବାକୁ ଆଗେଇ ଆସନ୍ତି ଖୁବ୍ କ୍ୱଚିତ୍ ଲୋକ ।
Read More...